• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡା : ଗ୍ୟାସ ହାଣ୍ଡି ଫାଟି ଚିକେନ ଦୋକାନୀ ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
December 20, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡା : ଗ୍ୟାସ ହାଣ୍ଡି ଫାଟି ଚିକେନ ଦୋକାନୀ ଗୁରୁତର
Share on FacebookShare on TwitterWhatsapp

୧୯ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> ଚିକେନ ଦୋକାନ ଭିତରେ ଗ୍ୟାସ ହାଣ୍ଡି ଫାଟି ଜଣେ ଗୁରୁତର ଏଭଳି ଏକ ଅଭାବନୀୟ ଘଟଣା ଦେଖ‌ିବାକୁ ମିଳିଛି, କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ଗ୍ରାମରେ, ସୂଚନା ମୁତାବକ ପ୍ରତ୍ୟେକ ଦିନ ଭଳି ଆଜି ଗୁରୁବାର ଦିନ ମଧ୍ୟ ଚିକେନ୍ ଦୋକାନୀ ରତନ ଦିଗାଲ ଚିକେନ କରିବା ପାଇଁ ପାଣି ଗରମ କରୁଥିବା ବେଳେ ହଠାତ୍ ଗ୍ୟାସ ହାଣ୍ଡି ଫାଟି ଯାଇଥିଲା, କିଛି ବୁଝିବା ଆଗରୁ ଏତେ ବଡ଼ ଦୁର୍ଘଟଣା ଘଟିଛି ।

ଦୋକାନୀ ଜଣକ ଯଦି ଓ ଗୁରୁତର ଆହତ ହୋଇଛନ୍ତି, କିନ୍ତୁ ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଦୋକାନୀ ଜଣକ ବାଟାଗୁଡା ପଞ୍ଚାୟତ ପାଲୁମକିଆ ଗାଁର ରତନ ଦିଗାଲ ବୋଲି ଜଣାପଡିଛି । ସ୍ଥାନୀୟ ଲୋକେ ସଙ୍ଗେ ସଙ୍ଗେ ଅଟୋ ଯୋଗେ ତାଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ଆଣି ଭର୍ତ୍ତୀ କରାଇ ଥିଲେ ।

ବର୍ତ୍ତମାନ ସେ ଚିକିତ୍ସିତ ଅବସ୍ଥାରେ ଥ‌ିବା ଜଣାପଡିଛି । ଖବର ପାଇ ବାଲିଗୁଡ଼ା ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା । ବାଲିଗୁଡ଼ା ପୁଲିସ୍ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚି କିଭଳି ପରିସ୍ଥିତିରେ ଏଭଳି ଘଟଣା ଘଟିଛି ସେ ନେଇ ତଦନ୍ତ କରୁଥିବା ଜଣାପଡିଛି । ବର୍ତ୍ତମାନ ଏଭଳି ଦୁର୍ଘଟଣା ହେବା ପରେ ଅଞ୍ଚଳର ଭୟର ବାତାବରଣ ସୃଷ୍ଟି ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

 ବରଗଡ଼ ଜିଲ୍ଲା ର ଶିବ ପ୍ରସାଦ ସାହୁ ଙ୍କୁ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ସ୍ମୃତି ସମ୍ମାନ 

June 12, 2026
ଦେଶର ୭୦ କୋଟି ଯୁବକଙ୍କୁ ସମ୍ପତ୍ତି ବୋଲି କହିବା ସହ ଜନସାଂଖ୍ୟିକ ଲାଭାଂଶକୁ ବିକାଶ ଲାଭାଂଶରେ ରୂପାନ୍ତରିତ କରିବାକୁ ରାଜ୍ୟଗୁଡ଼ିକୁ ଆହ୍ୱାନ ଦେଲେ ପ୍ରଧାନମନ୍ତ୍ରୀ

AM/NS India Leads Capability Building with BITS Pilani, Celebrates Graduation of First MBA Batch in Manufacturing Management

June 11, 2026
AM/NS India and IIT Roorkee Sign Strategic MoU to Advance Education, Research and Innovation in Manufacturing and Steel Technologies

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ବରଗଡ଼ ଜିଲ୍ଲା ର ଶିବ ପ୍ରସାଦ ସାହୁ ଙ୍କୁ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ସ୍ମୃତି ସମ୍ମାନ 

 ବରଗଡ଼ ଜିଲ୍ଲା ର ଶିବ ପ୍ରସାଦ ସାହୁ ଙ୍କୁ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ସ୍ମୃତି ସମ୍ମାନ 

June 12, 2026
ଦେଶର ୭୦ କୋଟି ଯୁବକଙ୍କୁ ସମ୍ପତ୍ତି ବୋଲି କହିବା ସହ ଜନସାଂଖ୍ୟିକ ଲାଭାଂଶକୁ ବିକାଶ ଲାଭାଂଶରେ ରୂପାନ୍ତରିତ କରିବାକୁ ରାଜ୍ୟଗୁଡ଼ିକୁ ଆହ୍ୱାନ ଦେଲେ ପ୍ରଧାନମନ୍ତ୍ରୀ

ଦେଶର ୭୦ କୋଟି ଯୁବକଙ୍କୁ ସମ୍ପତ୍ତି ବୋଲି କହିବା ସହ ଜନସାଂଖ୍ୟିକ ଲାଭାଂଶକୁ ବିକାଶ ଲାଭାଂଶରେ ରୂପାନ୍ତରିତ କରିବାକୁ ରାଜ୍ୟଗୁଡ଼ିକୁ ଆହ୍ୱାନ ଦେଲେ ପ୍ରଧାନମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version