• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବିଦ୍ୟା ବାଲାନ ପିନ୍ଧିଥିବା ସମ୍ବଲପୁରୀ ବାନ୍ଧ ‘ଶ୍ରୀଗଣିତ ଶାଢ଼ି’ର ନିଲାମ ଜିତିଛନ୍ତି ; ଭଦ୍ରକର ଛାତ୍ରୀ ଦେବାଂଶୀ ମିଶ୍ର ।

Proprietor Abhimanyu Maharana by Proprietor Abhimanyu Maharana
August 22, 2020
in Uncategorized, ଓଡ଼ିଶା, ବାଣିଜ୍ୟ, ହୋମ୍
0
ବିଦ୍ୟା ବାଲାନ ପିନ୍ଧିଥିବା ସମ୍ବଲପୁରୀ ବାନ୍ଧ ‘ଶ୍ରୀଗଣିତ ଶାଢ଼ି’ର ନିଲାମ ଜିତିଛନ୍ତି ; ଭଦ୍ରକର ଛାତ୍ରୀ ଦେବାଂଶୀ ମିଶ୍ର ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୨ ଅଗଷ୍ଟ ଶନିବାର ) ଭଦ୍ରକ :- ବିଦ୍ୟା ବାଲାନ ପିନ୍ଧିଥିବା ସମ୍ବଲପୁରୀ ବାନ୍ଧ ‘ଶ୍ରୀଗଣିତ ଶାଢ଼ି’ର ନିଲାମ ଜିତିଛନ୍ତି ଭଦ୍ରକର ଦେବାଂଶୀ ମିଶ୍ର । ଆଇଆଇଟି ଗୌହାଟୀରେ ସିଭିଲ ଇଂଜିନିୟରିଂ ପାଠ ପଢ଼ୁଥିବା ଦେବାଁଶୀ ୫୫ ହଜାର ଟଙ୍କାରେ ଏହି ନିଲାମ ଜିତିଛନ୍ତି । ଅନଲାଇନ୍‌ରେ ୧୫ତାରିଖରୁ ନିଲାମ ଆରମ୍ଭ ହୋଇଯାଇଥିବା ବ‌େଳେ ୨୦ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ସମୟ ଦିଆଯାଇଥିଲା ।

ଆଗ୍ରହୀ ବ୍ୟକ୍ତିବିଶେଷ ଏହାକୁ କିଣିବା ପାଇଁ ‘ଗୁଗୁଲ୍‌ ଫର୍ମସ୍‌’ରେ ଆବେଦନ କରିଥିଲେ । ଆଉ ଶେଷରେ ଦେବାଂଶୀ ସର୍ବାଧିକ ମୂଲ୍ୟ ଦେଇ ଏହି ଶାଢ଼ିକୁ ହାତେଇଛନ୍ତି ବୋଲି ‘ଉତ୍କଳ ଅମ୍ରିତା’ ବ୍ରାଣ୍ଡ୍‌ ‌ନାଁ’ରେ ଏହାକୁ ବିଦ୍ୟା ବାଲାନଙ୍କ ପାଖେ ପହଞ୍ଚାଇଥିବା ସାବତ ଏକ୍ସପୋର୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ର ନିର୍ଦେଶିକା ଅନିତା ସାବତ ଓ ଅମ୍ରିତା ସାବତ ସୂଚନା ଦେଇଛନ୍ତି । ସେମାନେ କହିଛନ୍ତି ଯେ ଶାଢ଼ି ବିକ୍ରିର ସମସ୍ତ ଅର୍ଥ ଏହାର ବୁଣାକାର ଭାଗବତ ମେହେରଙ୍କୁ ପ୍ରଦାନ କରାଯାଇଛି । (ଦୀପ୍ତିମାନ ପତି /ଭଦ୍ରକ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

April 28, 2026
ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

April 28, 2026
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତାରେ ନୟାଗଡ ଜିଲ୍ଲାକୁ ୨ ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୨ କାଂସ୍ୟ ପଦକ

April 28, 2026
ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

ପୁରୀ ଜିଲ୍ଲା ଧାନ ସଂଗ୍ରହ ମକିଟି ବୈଠକ

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version