• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୁଟିକିଆ ଅଞ୍ଚଳରୁ ୧୨୦ ଏକର ଗଞ୍ଜେଇ ଗଛ ନଷ୍ଟ

Proprietor Abhimanyu Maharana by Proprietor Abhimanyu Maharana
December 21, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
କୁଟିକିଆ ଅଞ୍ଚଳରୁ ୧୨୦ ଏକର ଗଞ୍ଜେଇ ଗଛ ନଷ୍ଟ
Share on FacebookShare on TwitterWhatsapp

୨୦ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :-> କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ କୁଟିକିଆ ଜଙ୍ଗଲ ଅଞ୍ଚଳରେ ବେଆଇନ ଭାବେ ଲଗା ଯାଇଥିବା ଗଞ୍ଜେଇ ଗଛକୁ ଅବକାରୀ ବିଭାଗ ସହ ମିଳିତ ସହଯୋଗରେ ବାଲିଗୁଡ଼ା ପୋଲିସ ଦ୍ବାରା ଗଞ୍ଜେଇ ଚାଷ ନଷ୍ଟ କରା ଯାଇଛି । ସମ୍ପୂର୍ଣ୍ଣ ବେଆଇନ ଗଞ୍ଜେଇ ଚାଷ ଉପରେ ରୋକ ଲଗାଇବାକୁ ପୋଲିସ ବିଭାଗ ଅହରହ ଅଭିଯାନ ଚଳାଇ ଥିଲେ ମଧ୍ୟ ଗଞ୍ଜେଇ ଚାଷ ବଢିବାରେ ଲାଗି ଥିବା ଦେଖିବାକୁ ମିଳିଛି ।

ହେଲେ ଏ ନେଇ ପୋଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ କୁଟିକିଆ ପଞ୍ଚାୟତ ଅଞ୍ଚଳରୁ ବାଲିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁଙ୍କ ନେତୃତ୍ୱରେ ପୋଲିସ ଦଳ ସମେତ ଅବକାରୀ ଓ ଜଙ୍ଗଲ ବିଭାଗ ସଦଳବଳେ ଚଢଉ କରି ପ୍ରାୟ ୧୨୦ ଏକର ଜଙ୍ଗଲ ଜମିରେ ଚାଷ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ଏକ କୋଟି ଟଙ୍କାର ବେଆଇନ ଗଞ୍ଜେଇ ଗଛ ସବୁ କାଟି ପୋଡି ନଷ୍ଟ କରି ଦିଆଯାଇଛି ।

ଏ ସକ୍ରାନ୍ତରେ କେହି ଗିରଫ ହୋଇ ନଥିବା ବେଳେ ବାଲିଗୁଡ଼ା ଥାନାରେ ୩୨୭/୨୪ ରେ ଏକ ଏନଡିପିଏସ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ଶ୍ରୀ ସାହୁ ପ୍ରକାଶ କରିଛନ୍ତି । ଉକ୍ତ ଗଞ୍ଜେଇ ଚାଷ ପୋଡ଼ି କାର୍ଯ୍ୟରେ ବାଲିଗୁଡ଼ା ତହସିଲଦାର ଦୀପ୍ତି ପ୍ରକାଶ ବେହେରା ମାଜିଷ୍ଟ୍ରେଟ ଭାବେ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

AM/NS India Leads Capability Building with BITS Pilani, Celebrates Graduation of First MBA Batch in Manufacturing Management

June 11, 2026
AM/NS India and IIT Roorkee Sign Strategic MoU to Advance Education, Research and Innovation in Manufacturing and Steel Technologies

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

AM/NS India Leads Capability Building with BITS Pilani, Celebrates Graduation of First MBA Batch in Manufacturing Management

AM/NS India Leads Capability Building with BITS Pilani, Celebrates Graduation of First MBA Batch in Manufacturing Management

June 11, 2026
AM/NS India and IIT Roorkee Sign Strategic MoU to Advance Education, Research and Innovation in Manufacturing and Steel Technologies

AM/NS India and IIT Roorkee Sign Strategic MoU to Advance Education, Research and Innovation in Manufacturing and Steel Technologies

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version