• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନା ଯୋଗୁଁ ସମଗ୍ର ପଶ୍ଚିମ ଓଡ଼ିଶାରେ ଗଣପର୍ବ ନୂଆଁଖାଇ ଫିକା ପଡ଼ି ଯାଇଥିବା ଦେଖାଯାଉଛି : ମାଁ ସମଲେଶ୍ୱରୀଙ୍କ ଅନ୍ଲାଇନ ଦର୍ଶନ ବ୍ୟବସ୍ଥା କରାଯାଇଛି ।

Proprietor Abhimanyu Maharana by Proprietor Abhimanyu Maharana
August 23, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
କରୋନା ଯୋଗୁଁ ସମଗ୍ର ପଶ୍ଚିମ ଓଡ଼ିଶାରେ ଗଣପର୍ବ ନୂଆଁଖାଇ ଫିକା ପଡ଼ି ଯାଇଥିବା ଦେଖାଯାଉଛି  :  ମାଁ ସମଲେଶ୍ୱରୀଙ୍କ ଅନ୍ଲାଇନ ଦର୍ଶନ ବ୍ୟବସ୍ଥା କରାଯାଇଛି ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୩ ଅଗଷ୍ଟ ରବିବାର ) ସମ୍ବଲପୁର :- ଆଜି ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ । ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଶ୍ୱରୀଙ୍କଠାରେ ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମହାସଭାରେ ଧାର‌୍ୟ୍ୟ ବିଶୁଦ୍ଧ ତୁଳା ଲଗ୍ନରେ ପୂର୍ବାହ୍ନ ୯ଟା ୩୫ରୁ ୯ଟା ୫୦ ମିନିଟ ମଧ୍ୟରେ ନବାନ୍ନ ଲାଗି ହେବ । ପୀଠ ପରିସରରେ ଥିବା ୧୧୫ ପାର୍ଶ୍ବ ଦେବଦେବୀଙ୍କୁ ପୂଜକମାନେ ନବାନ୍ନ ଲାଗି କରିବେ । ଏହାପରେ ଲୋକେ ନିଜ ନିଜ ଘରେ ନୂଆ ଖାଇବେ । ପ୍ରତିବର୍ଷ ନୂଆଁ ଲାଗି ହେବା ପରେ ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁ ସମ୍ବଲପୁର ତଥା ଆଖପାଖ ଅଞ୍ଚଳରୁ ଆସି ମାଁ ସମଲେଶ୍ୱରୀଙ୍କ ଦର୍ଶନ କରିଥାନ୍ତି । ଚଳିତବର୍ଷ କରୋନା କଟକଣା ଯୋଗୁଁ ମନ୍ଦିର ବନ୍ଦ ରହିଥିବାରୁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ମାଁ ସମଲେଶ୍ୱରୀଙ୍କ ଅନ୍ଲାଇନ ଦର୍ଶନ ବ୍ୟବସ୍ଥା କରାଯାଇଥିବା ସୂଚନା ଦିଆଯାଇଛି ।

ଦେବୀଙ୍କଠାରେ ନବାନ୍ନ ଲାଗି ଓ ରୁଦ୍ଧଦ୍ୱାର ପୂଜା ବ୍ୟତୀତ ଅନ୍ୟ ସମସ୍ତ କାର‌୍ୟ୍ୟକ୍ରମ ରବିବାର ପୂର୍ବାହ୍ନ ୯ଟା ୧୫ ମିନିଟରୁ ଫେସବୁକ୍ରେ ଲାଇଭ୍ ପ୍ରସାରଣ ବ୍ୟବସ୍ଥା କରାଯାଇଥିବା ମା’ ସମଲେଶ୍ୱରୀ ଟ୍ରଷ୍ଟ ବୋର୍ଡ ସଭାପତି ସଂଜୟ କୁମାର ବାବୁ କହିଛନ୍ତି । ସକାଳ ୯ଟା ୧୫ ମିନିଟ ସମୟରେ ଚାରିଜଣ ପୂଜକଙ୍କ ଘରୁ ଭୋଗ ମନ୍ଦିରକୁ ଯିବ ଓ ନିର୍ଦ୍ଧାରିତ ସମୟରେ ଭୋଗ ଲାଗି ହେବାପରେ ଚତୁଃପାର୍ଶ୍ବରେ ଥିବା ଦେବଦେବୀଙ୍କଠାରେ ନବାନ୍ନ ଲାଗିର ସିଧା ପ୍ରସାରଣ କରାଯିବ । ଭକ୍ତମାନଙ୍କ ସକାଶେ ମହାଆଳତୀ ଓ ମାଁଙ୍କ ଦର୍ଶନ ଅନ୍ଲାଇନରେ ଦିନ ପ୍ରାୟ ସାଢ଼େ ୧୧ଟା ପର‌୍ୟ୍ୟନ୍ତ ଉପଲବ୍ଧ ହେବ । ଏହାପରେ ମାଁଙ୍କ ଦର୍ଶନ କରିବାକୁ ଚାହୁଁଥିବା ଭକ୍ତ ଟ୍ରଷ୍ଟବୋର୍ଡର ଫେସବୁକ୍ର ‘ସମଲେଶ୍ବରୀ ଟେମ୍ପଲ ଟ୍ରଷ୍ଟ ବୋର୍ଡ’ ପେଜ୍ରେ ଭିଡିଓ ଦେଖିପାରିବେ ବୋଲି ଶ୍ରୀ ବାବୁ କହିଛନ୍ତି ।

ଚଳିତବର୍ଷ କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଭକ୍ତଙ୍କୁ ଦେବୀଙ୍କ ନବାନ୍ନ ଭୋଗ ବଣ୍ଟନ କରାନଯିବାକୁ ନିଷ୍ପତି ହୋଇଛି । ସଂପ୍ରତି ସମଲେଶ୍ୱରୀ ମନ୍ଦିର ବନ୍ଦ ରହିଥିଲେ ହେଁ ନୂଆଁଖାଇ ସକାଶେ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଥିବାବେଳେ ସମସ୍ତ ନୀତିନିର୍ଘଣ୍ଟ ପାଳନ କରାଯିବ ବୋଲି ଜଣାପଡ଼ିଛି । କରୋନା କଟକଣା ଯୋଗୁଁ ବିଭିନ୍ନ ଜିଲାରେ ସୀମିତ ସମୟ ପାଇଁ ଦୋକାନ ବଜାର ଖୋଲା ରହୁଛି । ସେଥିପାଇଁ ଶନିବାର ସକାଳୁ ଦୋକାନବଜାରରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା ।

ନୂଆଁଖାଇରେ ସ୍ୱତନ୍ତ୍ର ଭାବେ ଆବଶ୍ୟକ ହେଉଥିବା ସାରୁ ଓ ସାରୁପତ୍ର, ବିଭିନ୍ନ ପତ୍ରର ଦନା, ସୂତାର ରାକ୍ଷୀ, ମାଟିର ପାତ୍ର ଆଦିର ବେଶ ଚାହିଦା ଦେଖିବାକୁ ମିଳିଥିଲା । କରୋନା କଟକଣା ଯୋଗୁଁ ଜୁହାର ସମାବେଶ ଆଦି ବନ୍ଦ ରହିଥିବାରୁ ପଶ୍ଚିମ ଓଡ଼ିଶାର କଳାକାରମାନେ ଭର୍ଚୁଆଲ ଭାବେ ଅନ୍ଲାଇନ୍ରେ ସାଂସ୍କୃତିକ କାର‌୍ୟ୍ୟକ୍ରମ ତଥା କବିତା ପାଠୋତ୍ସବ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ କରିଥିବା ଜଣାପଡ଼ିଛି । ତେବେ, କରୋନା ଯୋଗୁଁ ସମଗ୍ର ପଶ୍ଚିମ ଓଡ଼ିଶାରେ ଗଣପର୍ବ ନୂଆଁଖାଇ ଫିକା ପଡ଼ି ଯାଇଥିବା ଦେଖାଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

March 13, 2026
ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version