• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରକାରୀ ମେଧାବୃତ୍ତି ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର,ନୟାଗଡ଼ର ଶତପ୍ରତିଶତ ସଫଳତା

Proprietor Abhimanyu Maharana by Proprietor Abhimanyu Maharana
December 23, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ସରକାରୀ ମେଧାବୃତ୍ତି ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର,ନୟାଗଡ଼ର ଶତପ୍ରତିଶତ ସଫଳତା
Share on FacebookShare on TwitterWhatsapp

୨୨ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼  :-> ନୟାଗଡ଼ ବ୍ଳକର ୩ୟ ଓ ୫ମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷା- ୨୦୨୩-୨୪ ର ରେଜଲ୍ଟ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପ୍ରତିବର୍ଷ ପରି ଏ ବର୍ଷ ମଧ୍ଯ ବାଜିମାତ କରି ଏକ ନୂଆ ଇତିହାସ ରଚନା କରିଛି । ବିଦ୍ଯାଳୟର ୩ୟ ଶ୍ରେଣୀରେ ମେଧାବୃତ୍ତି ପରୀକ୍ଷା ଦେଇଥିବା ସୁଶ୍ରୀ ପ୍ରିୟଦର୍ଶିନୀ, ପାୟଲ ଦାସ ଓ ଶୁଭଶ୍ରୀ ବାରିକ ମେଧାବୃତ୍ତି ପାଇ ଥିଲାବେଳେ ପଞ୍ଚମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ଦେଇଥିବା ବିଶ୍ବବିଜିତା ମହାନ୍ତି, ଆଦ୍ଯାଂଶୀ ପ୍ରଧାନ ଓ ଶୁଭସ୍ମିତା ପଣ୍ଡା ସଫଳତା ହାସଲ କରି ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି ।

ଏହି ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ଅଭିନନ୍ଦନ ସମାରୋହ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ପ୍ରାକ୍ତନ ନୟାଗଡ଼ ବ୍ଳକ ଶିକ୍ଷା ଅଧିକାରୀ ନିମାଇଁ ଚରଣ ପ୍ରଧାନ ଯୋଗଦେଇ କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି ବୋଲି କହିଥିଲେ । ଅଭିଭାବକ ଓ ଗୁରୁଜୀ ଗୁରୁମା ମାନଙ୍କର ଅକ୍ଳାନ୍ତ ପରିଶ୍ରମ ପାଇଁ ସାଧୁବାଦ ଜଣାଇ ଥିଲେ । ମେଧାବୃତ୍ତି ପାଇଥିବା ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଗୋଟିଏ ଗୋଟିଏ ଗୋଲାପ ଫୁଲ ଦେଇ ମୁଖ୍ଯ ଅତିଥି ମିଠା ଖୁଆଇ ଥିଲେ । ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଯୁକ୍ତ ସାହୁ କହିଥିଲେ ଯେ, ଆମ ବିଦ୍ଯାଳୟର ଶିକ୍ଷା ଦାନ ପଦ୍ଧତି ନିଆରା ।

ପ୍ରତି ୨୫ ଜଣ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଗୋଟିଏ ଗୋଟିଏ ବିଭାଗ କରାଯାଏ,ସରକାରୀ ମେଧାବୃତ୍ତି ପରୀକ୍ଷା ପାଇଁ ସ୍ବତନ୍ତ୍ର ଭାବେ ଶିକ୍ଷା ଦାନ ବ୍ଯବସ୍ଥା କରାଯିବା ସହିତ ଅଭିଭାବକ ମାନଙ୍କୁ ଶିଶୁ ମାନଙ୍କର ଦାୟିତ୍ୱ ନେବା ପାଇଁ ନିୟମିତ କାଉନସେଲିଂ କରାଯାଏ । କେବଳ ୩ୟ ଓ ୫ମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷା ନୁହେଁ ମାଟ୍ରିକ୍ ପରୀକ୍ଷା, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା, ଏନ୍ ଆର୍ ଟି ଏସ୍ ଆଦି ସମସ୍ତ ପରୀକ୍ଷାରେ ଆମ ବିଦ୍ଯାଳୟର ଛାତ୍ରଛାତ୍ରୀ ମାନେ ଶତପ୍ରତିଶତ ରେଜଲ୍ଟ କରି ଆସୁଛନ୍ତି । ପରିଶେଷରେ ବିଦ୍ଯାଳୟର ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକ ଧନ୍ଯବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

June 9, 2026
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version