• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାନଦୀ ପବ୍ଲିକ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
December 23, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ମହାନଦୀ ପବ୍ଲିକ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ
Share on FacebookShare on TwitterWhatsapp

୨୨ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଗଣିଆ  :-> ଗଣିଆ ବ୍ଳକରେ ଥିବା ଏକମାତ୍ର ଇଂରାଜୀ ମିଡିୟମ ମହାନଦୀ ପବ୍ଲିକ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ ସ୍ଥାନୀୟ ମଙ୍ଗଳମ୍ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆଇନ ପ୍ରାଧିକରଣ ସେବାର ସମ୍ପାଦକ ଅଞ୍ଜଳି ମାଛକୁଣ୍ଡ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଗଣିଆ ଉନ୍ନୟନ କମିଟିର ସଭାପତି ଉଷା ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ଶିକ୍ଷାବିତ୍ ନନ୍ଦକିଶୋର ମିଶ୍ର, ବ୍ଳକ ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ରାଉତରାୟ,ମହାନଦୀ ପବ୍ଲିକ ସ୍କୁଲର ସମ୍ପାଦକ ପଙ୍କଜ କୁମାର ସାହୁ, ଅଧ୍ୟକ୍ଷ ମହେନ୍ଦ୍ର କୁମାର ମହାରଣା ପ୍ରମୁଖ ମଞ୍ଚାସୀନ ଥିଲେ । ବିଦ୍ୟାଳୟ ତରଫରୁ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଏବଂ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଅଧ୍ୟକ୍ଷ ବିବରଣୀ ପଠନ କରିଥିଲେ । କୁନି କୁନି କଳାକାର ମାନେ ଓଡ଼ିଶୀ ନୃତ୍ୟ ମାଧ୍ୟମରେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ ।

ମୁଖ୍ୟ ଅତିଥି ଛାତ୍ର ଛାତ୍ରୀ ମାନଙ୍କ ସହିତ ମିଶି ଖେଳ, ସଙ୍ଗୀତ ପରିବେଷଣ କରିବା ସହିତ ଭଲ ପାଠ ପଢି ବିଦ୍ୟାଳୟର ନାଁ ରଖିବାକୁ ପରାମର୍ଶ ଦେଇଥିଲେ । ଅଭିଭାବକ ମାନେ ନିଜର ଆଚରଣ ଉଚ୍ଚାରଣରେ ଉନ୍ନତି ଆଣିଲେ ପିଲାମାନେ ମଧ୍ୟ ଏଥିରୁ କିଛି ଶିଖି ପାରିବେ ବୋଲି ମୁଖ୍ୟବକ୍ତା ମତ ଦେଇଥିଲେ । ବିଦ୍ୟାଳୟ ଆମକୁ ସୁଯୋଗ ଦେଇଛି ନିଜକୁ ଗଢ଼ି ତୋଳିବା ଆଉ ନିଜର ଶିକ୍ଷକ ମାନଙ୍କର ସ୍ବପ୍ନକୁ ସାକାର କରିବା ବୋଲି ସେ ପ୍ରକାଶ କରିଥିଲେ । ଶିକ୍ଷା ହିଁ ଛାତ୍ର ଛାତ୍ରୀ ମାନଙ୍କର ପ୍ରଥମ ସମ୍ପତ୍ତି ବୋଲି ଅନ୍ୟତମ ଅତିଥି ନନ୍ଦକିଶୋର ମିଶ୍ର ପ୍ରକାଶ କରିଥିଲେ । ଏ ଅନୁଷ୍ଠାନର ଉନ୍ନତି ପାଇଁ ସମସ୍ତ ପ୍ରକାର ସହଯୋଗ କରିବେ ବୋଲି ସେ ପ୍ରତିଶୃତି ଦେଇଥିଲେ ।ବିଧାୟକ ରମେଶ ଚନ୍ଦ୍ର ବେହେରା ଏବଂ ପୂର୍ବତନ ବ୍ଳକ ଅଧ୍ୟକ୍ଷ ଶେଷଦେବ ସ୍ବାଇଁ ବିଦ୍ୟାଳୟକୁ ସଦାସର୍ବଦା ସହଯୋଗର ହାତ ବଢ଼ାଇଥିବାରୁ ସମ୍ପାଦକ ଶ୍ରୀ ସାହୁ ଉଭୟଙ୍କୁ ଭୂୟସୀ ପ୍ରଶଂସା କରିଥିଲେ ।

ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ନୃତ୍ୟ, ସଙ୍ଗୀତ ପରିବେଷଣ କରାଯାଇଥିବା ବେଳେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ପରିଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ତଥା ଅଭିଭାବକ ମାନେ ସଂପୂର୍ଣ୍ଣ ସହଯୋଗ କରିଥିଲେ । ବିଦ୍ୟାଳୟ ତରଫରୁ ବାର୍ଷିକ ଉତ୍ସବ ଅବସରରେ ଡାକ୍ତର ପ୍ରଭାକର ଦାଶ, ସାମନ୍ତରାୟ ମହାବିଦ୍ୟାଳୟର ଅଧ୍ୟକ୍ଷ ମଳୟ କୁମାର ପଣ୍ଡା,ମଣିଭଦ୍ରା ଖବରର ମୁଖ୍ୟ ସମ୍ପାଦକ ଦେବୀ ପ୍ରସାଦ ଦାଶ,ଗଣିଆ ସାମ୍ବାଦିକ ସଂଘର ସଭାପତି ବିଶ୍ବରଞ୍ଜନ ସେଠୀ, ସ୍ବେଚ୍ଛାସେବୀ ବ୍ରଜ କିଶୋର ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ବିଦ୍ୟାଳୟର ଶିକ୍ଷକ ଅବକାଶ ମିଶ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

September 7, 2026
ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version