• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୁଶାସନ ସପ୍ତାହ ଓ ଅଭିଯୋଗ ଶୁଣାଣି ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 24, 2024
in ଓଡ଼ିଶା, ପୁରୀ, ହୋମ୍
0
ସୁଶାସନ ସପ୍ତାହ ଓ ଅଭିଯୋଗ ଶୁଣାଣି ଅନୁଷ୍ଠିତ
Share on FacebookShare on TwitterWhatsapp

୨୩ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ  :-  ପୂର୍ବାହ୍ନରେ ସଦଭାବନା ସଭା ଗୃହ ଠାରେ ଗୁଡ଼ ଗଭର୍ଣ୍ଣାନ୍ସ ବା ସୁଶାସନ ସପ୍ତାହ ଓ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା।ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଏଥିରେ ଅଧ୍ୟକ୍ଷତା କରିବା ସହ ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ଯେମିତି ଲୋକ ମାନଙ୍କ ନିକଟରେ ସହଜ ରେ ଉପଲବ୍ଧ ହେବ ଓ ଲୋକ ମାନଙ୍କ ମୌଳିକ ଆବଶ୍ୟକତା, ସମସ୍ୟା ଓ ତାହାର ସମାଧାନ କ୍ଷେତ୍ରରେ ବିଭାଗ ଓ ବିଭାଗୀୟ ଅଧିକାରୀ ମାନଙ୍କ ଦାୟିତ୍ୱ ବୋଧର ସହ କାର୍ଯ୍ୟ କରିବେ ତାହା ହିଁ ସୁଶାସନ ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ।ସେଥିପାଇଁ ଅଭିଯୋଗ ଶୁଣାଣି କୁ ଗୁରୁତ୍ୱ ଦିଆଯାଇ ସକ୍ରିୟ କରାଯାଉଛି ବୋଲି ସେ ମତ ଦେବା ସହ ଜନ ସାଧାରଣ ଯେତେ ସଚେତନ ହେବେ ସେମାନଙ୍କ ସମସ୍ୟା ସମାଧାନ ସେତେ ସହଜ ହୋଇ ପାରିବ ବୋଲି କହିଥିଲେ।

ଏହି ଅବସରରେ ବିଭିନ୍ନ ବିଭାଗ ପକ୍ଷରୁ ପ୍ରସ୍ତୁତ ସେମାନଙ୍କ ଲୋକାଭିମୁଖୀ ଯୋଜନାର ଭିଡ଼ିଓ ପ୍ରଦର୍ଶନ କରାଯାଇଥିଲା।କାର୍ଯ୍ୟକ୍ରମ ରେ ଏସପି ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ସିଡିଏମଓ ଡା ରୂପଭାନୁ ମିଶ୍ର, ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ଡେପୁଟି କଲେକ୍ଟର ମନୀଷା ଷଡ଼ଙ୍ଗୀ, ବିବେକାନନ୍ଦ ସାହୁ, ସହଦେଵ ସାହୁ, ସହକାରୀ ଜିଲ୍ଲାପାଳ ଆଶୁତୋଷ ଦେ,

ତନ୍ମୟ ଦାସ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଲାଇନ ଡିପାର୍ଟମେଣ୍ଟ ଅଧିକାରୀ ମାନେ ଯୋଗ ଦେଇଥିଲେ ।ଆଜିର ଅଭିଯୋଗ ଶୁଣାଣି ରେ ମୋଟ ୬୫ ଗୋଟି ଅଭିଯୋଗ ମିଳିଥିଲା । ସେଥିରୁ ବ୍ୟକ୍ତିଗତ ୫୮ ଟି,ଗ୍ରାମ୍ୟ ସମସ୍ୟା ୬ ଗୋଟି,ରେଡକ୍ରସରୁ ସହାୟତା ୧ ଗୋଟି ଅଭିଯୋଗ ମିଳିଥିଲା । ସେଥିରୁ ତତ୍କାଳୀନ ୮ ଟି ର ସମାଧାନ ହୋଇଥିଲା ।

ଅନ୍ୟ ଗୁଡିକୁ ଆଇନ ଅନୁଯାୟୀ ସମାଧାନ ପାଇଁ ବିଭିନ୍ନ ବିଭାଗ କୁ ପ୍ରେରଣ କରା ଯାଇଥିଲା । ଏହି ଅବସରରେ ସଦଭାବନା ସଭାଗୃହ ଠାରେ ମିଶନ ଶକ୍ତି ମା ମାନଙ୍କ ଦ୍ବାରା ଏକ ପୁଷ୍ଟିକର ଖାଦ୍ୟ ପ୍ରଦର୍ଶନୀ ଓ ସେମାନେ ପ୍ରସ୍ତୁତ କରିଥିବା ବିବିଧ ଉପକରଣ ର ପ୍ରଦର୍ଶନ ଅନୁଷ୍ଠିତ ହୋଇଥିଲା ।ଏହାକୁ ଜିଲ୍ଲାପାଳ, ଅନ୍ୟ ବରିଷ୍ଠ ଅଧିକାରୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ପରିଦର୍ଶନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

June 17, 2026
ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

June 17, 2026
ଏକ ବର୍ଷ ଧରି ବାଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ଶିକ୍ତ ଦିଗାଳ ଙ୍କ ଉପରେ ପ୍ରଶାସନ ର ଦୃଷ୍ଟି ପଡିଲା : ସମସ୍ତ ଭତ୍ତା ପ୍ରାପ୍ୟ ପାଇଲେ

ଏକ ବର୍ଷ ଧରି ବାଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ଶିକ୍ତ ଦିଗାଳ ଙ୍କ ଉପରେ ପ୍ରଶାସନ ର ଦୃଷ୍ଟି ପଡିଲା : ସମସ୍ତ ଭତ୍ତା ପ୍ରାପ୍ୟ ପାଇଲେ

June 17, 2026
ଉପ କାରାଗାର ପରିସରରୁ ବାହାରୁଥିବା ଆବର୍ଜନା ପାଣି ଦୁର୍ଗନ୍ଧରେ ଗୁଳିମରାପଦା ବାସିନ୍ଦା ହନ୍ତସନ୍ତ

ଉପ କାରାଗାର ପରିସରରୁ ବାହାରୁଥିବା ଆବର୍ଜନା ପାଣି ଦୁର୍ଗନ୍ଧରେ ଗୁଳିମରାପଦା ବାସିନ୍ଦା ହନ୍ତସନ୍ତ

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

June 17, 2026
ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version