• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୁର୍ଗାଚରଣ ସ୍ମୃତି ସଂସଦର ବାର୍ଷିକ ଉତ୍ସବ ଅନ୍ନପୂର୍ଣ୍ଣାରେ ନାଟକ ‘ଆହୂତି’ ମଞ୍ଚସ୍ଥ

Proprietor Abhimanyu Maharana by Proprietor Abhimanyu Maharana
December 24, 2024
in ଓଡ଼ିଶା, ପୁରୀ, ହୋମ୍
0
ଦୁର୍ଗାଚରଣ ସ୍ମୃତି ସଂସଦର ବାର୍ଷିକ ଉତ୍ସବ ଅନ୍ନପୂର୍ଣ୍ଣାରେ ନାଟକ ‘ଆହୂତି’ ମଞ୍ଚସ୍ଥ
Share on FacebookShare on TwitterWhatsapp

୨୩ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ  :-  ସ୍ଥାନୀୟ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ଦୁର୍ଗାଚରଣ ସ୍ମୃତି ସଂସଦରବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥ‌ିରେ ଭାରତ ଓ ପାକିସ୍ତାନ ମଧ୍ୟରେ ଘଟିଥ‌ିବା୧୯୬୫ ମସିହା ଯୁଦ୍ଧ ବିଷୟବସ୍ତୁ ଉପରେ ଆଧାରିତ ଦେଶାତ୍ମବୋଧକ ନାଟକ ‘ଆହୂତି’ମଞ୍ଚସ୍ଥ ହୋଇଥିଲା। ନାଟକରେ କଳାକାରମାନେ ପାକିସ୍ତାନ ସରକାରର ଧର୍ମାନ୍ଧତା ଓ ଭାରତରେ କିପରି ବିଭିନ୍ନ ଧର୍ମାବଲମ୍ବୀମାନେ ଶାନ୍ତିର ସହିତ ଭାଇଚାରା ବଜାୟ ରଖି ଦେଶମାତୃକାର ସେବା ପାଇଁ ପ୍ରାଣବଳି ଦେଇ ଧର୍ମ ନିରପେକ୍ଷ ନୀତିକୁ ଆପଣାଇ ନେଇଛନ୍ତି ତାର ନିଖୁଣ ଅଭିନୟ କରିଥିଲେ ।

ଏହି ନାଟକକୁ ଅମୂଲ୍ୟକୃଷ୍ଣ ମିଶ୍ର ରଚନା କରିଥିବାବେଳେ ବିରେନ୍ଦ୍ର ନାରାୟଣ ଗୋଚ୍ଛିକାର ନିର୍ଦ୍ଦେଶନା ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ ମୁଖ୍ୟଅତିଥି ଭାବେ ଯୋଗଦେଇ ମଞ୍ଚ ନାଟକର ସାମାଜିକ ପ୍ରଭାବ ଉପରେ ଆଲୋକପାତ କରିଥିଲେ |ଏହା ସହ ମଞ୍ଚନାଟକ ଓ ରଙ୍ଗମଞ୍ଚର ପୁନରୁଦ୍ଧାର ପାଇଁ ଉଦ୍ୟମ ର ଆବଶ୍ୟକତା ରହିଛି ବୋଲି କହିଥିଲେ। ସମ୍ମାନିତ ଅତିଥ୍ ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ପୁରୀରେ ଶ୍ରୀଜଗନ୍ନାଥଙ୍କ ଲୀଳା ଓ ମହିମା ଉପରେ ଆଧାରିତ ନାଟକ ମଞ୍ଚସ୍ଥ କରିବାଲାଗି ଗୁରୁତ୍ବ ଦେଇଥିଲେ |

ସ୍ବର୍ଗତ ନାଟ୍ୟକାର ତଥା ଓଡ଼ିଶୀ ସଙ୍ଗୀତ ନାଟକ ଏକାଡେମୀ ର ପୂର୍ବତନ ଅଧ୍ୟକ୍ଷ ହରିହର ମିଶ୍ର ଓ ନାଟ୍ୟ ନିର୍ଦ୍ଦେଶକ ସ୍ଵର୍ଗତ ଦୁର୍ଗାଚରଣ ଶତପଥୀ ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ପୂଜ୍ୟପୂଜା ପରମ୍ପରାକୁ ପାଳନ କରି ଅନୁଷ୍ଠାନ ତରଫରୁ ବିଶିଷ୍ଟ ସାହିତ୍ୟ ନାଟ୍ୟକାର ଡ. ରମେଶ ପ୍ରସାଦ ପାଣିଗ୍ରାହୀ ଏବଂ ମଞ୍ଚ ଓ ଚଳଚ୍ଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ଦୋଳଗୋବିନ୍ଦ ରଥଙ୍କୁ ସମ୍ମାନିତ କରାଯାଇଥିଲା। ଅନୁଷ୍ଠାନର ଅଭ୍ୟର୍ଥନା ସମିତି ର ଅଧକ୍ଷ ଶ୍ରୀକଣ୍ଠ ମିଶ୍ର ଅତିଥ୍‌ଙ୍କୁ ସ୍ବାଗତ କରିଥିବା ବେଳେ ସମ୍ପାଦକ ସତ୍ୟନାରାୟଣ ଶତପଥୀ ବାର୍ଷିକ ବିବରଣୀ ପାଠ କରିଥିଲେ। ସଭାରେ ଅନୁଷ୍ଠାନର ସଭାପତି ବିଜୟ କୁମାର ଆପଟ ସଭାପତିତ୍ୱ କରିଥିବା ବେଳେ ଉପସଭାପତି ଅରବିନ୍ଦ ଖୁଣ୍ଟିଆ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

June 17, 2026
ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

June 17, 2026
ଏକ ବର୍ଷ ଧରି ବାଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ଶିକ୍ତ ଦିଗାଳ ଙ୍କ ଉପରେ ପ୍ରଶାସନ ର ଦୃଷ୍ଟି ପଡିଲା : ସମସ୍ତ ଭତ୍ତା ପ୍ରାପ୍ୟ ପାଇଲେ

ଏକ ବର୍ଷ ଧରି ବାଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ଶିକ୍ତ ଦିଗାଳ ଙ୍କ ଉପରେ ପ୍ରଶାସନ ର ଦୃଷ୍ଟି ପଡିଲା : ସମସ୍ତ ଭତ୍ତା ପ୍ରାପ୍ୟ ପାଇଲେ

June 17, 2026
ଉପ କାରାଗାର ପରିସରରୁ ବାହାରୁଥିବା ଆବର୍ଜନା ପାଣି ଦୁର୍ଗନ୍ଧରେ ଗୁଳିମରାପଦା ବାସିନ୍ଦା ହନ୍ତସନ୍ତ

ଉପ କାରାଗାର ପରିସରରୁ ବାହାରୁଥିବା ଆବର୍ଜନା ପାଣି ଦୁର୍ଗନ୍ଧରେ ଗୁଳିମରାପଦା ବାସିନ୍ଦା ହନ୍ତସନ୍ତ

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

June 17, 2026
ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version