• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଚୋରା ମଦ ବେପାରୀଙ୍କୁ ବାନ୍ଧିଲା ଅବକାରୀ ବିଭାଗ

Proprietor Abhimanyu Maharana by Proprietor Abhimanyu Maharana
December 26, 2024
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଚୋରା ମଦ ବେପାରୀଙ୍କୁ ବାନ୍ଧିଲା ଅବକାରୀ ବିଭାଗ
Share on FacebookShare on TwitterWhatsapp

୨୬ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଟାଙ୍ଗି :->  ଦିନ କୁ ଦିନ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ଅଚଞ୍ଚଳରେ ବେଧଡକ ଭାବେ ଚାଲିଛି ଚୋରା ନିଶାକାରବାର l ନିଶା କାରବାର ପେଣ୍ଠସ୍ଥଳ ପାଲଟିଛି ଟାଙ୍ଗୀ ଥାନା ଅଞ୍ଚଳ l ଏହି ନିଶା କାରବାର କୁ ରୋକିବା ପାଇଁ ଆଜି ଟାଙ୍ଗି ଅବକାରୀ ବିଭାଗ ପକ୍ଷରୁ ଦୁଇଟି ସ୍ଥାନରେ ଚଢ଼ାଉ କରି ବିପୁଳ ପରିମାଣର ବିଦେଶୀ ମଦ ସହିତ ଦୁଇ ଅଭିଯୁକ୍ତ କୁ ବାନ୍ଧି ଜେଲ କୁ ପଠାଇଛି  l ଅଭିଯୁକ୍ତ ମାନେ ହେଲେ ଟାଙ୍ଗୀ ଥାନା ବରିକୋ ଗ୍ରାମର ସନ୍ତୋଷ ପ୍ରଧାନ ଓ କୁହୁଡି ଗ୍ରାମର କାଳିଆ ନାୟକ l

ଟାଙ୍ଗି ଥାନା ସୋରଣ ମାନସିଂହପୁର ଗ୍ରାମରେ ୩୦ରୁ ଉର୍ଦ୍ଧ୍ବ ଘରୋଇ ମଦ କାଉଣ୍ଟର ରହିଛି ଏହି ମଦ ବେପାରୀଙ୍କୁ ଧରିବା ପାଇଁ ଏକ ଖୋର୍ଦ୍ଧା ଜିଲ୍ଲା ପକ୍ଷରୁ ଟିମ ଗଠନ କରାଯାଇଅଛି ଖୁବଶୀଘ୍ର ଚୋରା ମଦ ବେପାରୀଙ୍କୁ ଧରିବା ସହିତ ମାନସିଂହପୁର ଗ୍ରାମର ଦୁଇ ମଦ ମାଫିଆ ଯୁବକଙ୍କୁ କାବୁ କରାଯିବ ସୂଚନା ରହିଛି l ଖୋର୍ଦ୍ଧା ଜିଲ୍ଲା ନିରାକରପୁର ଲାଇସେନ୍ସ ଥିବା ମଦ ମାଫିଆ ଏବେ ହାଟ ବରଡ଼ି ଗ୍ରାମରେ ଦିନ ଦୁଇ ପହରେ ଚଲାଇଛନ୍ତି  l ଖୁଲମ ଖୁଲା ଭାବେ ଚୋରା ମଦ କାରବାର.. ତରାପି ଗ୍ରାମ ଦେଇ ସୋରଣ ମାନସିଂହପୁର ଗ୍ରାମକୁ ଚୋରା ମଦ ଆଣି ଅନୁସୂଚିତ ଜାତିଙ୍କ ଅଞ୍ଚଳରେ ବିକ୍ରି ହେଉଥିବା ଛକ ବଜାର ଅଞ୍ଚଳରେ ଆଡ୍ଡା ଜମୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version