• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଣପୁର ବ୍ଲକ ବିଜୁଜନତା ଦଳ ପକ୍ଷରୁ ଦଳର ୨୮ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି

Proprietor Abhimanyu Maharana by Proprietor Abhimanyu Maharana
December 28, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବାଣପୁର ବ୍ଲକ ବିଜୁଜନତା ଦଳ ପକ୍ଷରୁ ଦଳର ୨୮ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି
Share on FacebookShare on TwitterWhatsapp

୨୭ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଣପୁର ବ୍ଲକ :-> ବିଜୁଜନତା ଦଳ ପକ୍ଷରୁ ଦଳର ୨୮ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି। ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଗୋପିନାଥ ମହାରଣାଙ୍କ ନେତୃତ୍ବରେ ଦଳର କର୍ମୀମାନେ ବିଜୁ ପଟ୍ଟନାୟକ ଅମର ରହେ ଓ ବିଜେଡିର ବିଭିନ୍ନ ଜନହିତକର ଯୋଜନାର ସ୍ଳୋଗାନ ଦେଇ ବଜାର ପରିକ୍ରମା କରି ମେଡିକାଲ ଛକ ସ୍ଥିତ ପ୍ରବାଦପୁରୁଷ ବିଜୁପଟ୍ଟନାୟକଙ୍କ ପ୍ରତ୍ତିମୂର୍ତ୍ତିରେ ପୁଷ୍ପମାଳ ପ୍ରଦାନ କରିଥିଲେ। । ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଗୋପିନାଥ ମହାରଣା ଉଦବୋଧନ ଦେଇ ବିଜେଡି ୧୯୯୭ ମସିହା ଡିସେମ୍ବର ୨୬ ତାରିଖରେ ଗଠନ ହୋଇ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାକୁ ୨୫ ବର୍ଷ ଧରି ଏକ ନିରବିଚ୍ଛିନ୍ନ ସେବା ଯୋଗାଇ ଦେଇଛି । 

ଆଜିର ପ୍ରଗତିଶୀଳ ଓ ସମୃଦ୍ଧ ଓଡିଶା ଗଠନରେ ନବୀନ ପଟ୍ଟନାୟକଙ୍କ ଭୂମିକା ଅନ୍ଯତମ । ସ୍ବର୍ଗତ ପ୍ରବାଦପୁରୁଷ ବିଜୁବାବୁଙ୍କ ସ୍ବପ୍ନର ଓଡିଶା ଗଠନ ପାଇଁ ବିଜେଡିର ପ୍ରତ୍ୟେକ କର୍ମକର୍ତ୍ତା କାର୍ଯ୍ଯରତ । ଆମେ ସମସ୍ତେ ଏକ ହୋଇ ଚିଲିକା ନିର୍ବାଚନମଣ୍ଡଳୀରେ ବିଜେଡିର ସଙ୍ଗଠନକୁ ସୁଦୃଢ କରିବା ବୋଲି ବକ୍ତବ୍ଯ ରଖିଥିଲେ ।

ଆଜି ବିଜୁ ଜନତାଦଳ ଏକ ପ୍ରମୁଖ ବିରୋଧିଦଳ ଭାବେ କାର୍ଯ୍ୟରତ ଏଣୁ ଆମକୁ ଅଧିକ ସଜାଗ ହୋଇ କାର୍ଯ୍ଯ କରିବାକୁ ପଡିବ ବୋଲି କର୍ମୀମାନେ କହିଥିଲେ । ଅନ୍ୟମାନଙ୍କ ମଧରେ ବ୍ଲକ ଉପସଭାପତି ଯଦୁ ପ୍ରଧାନ, ନିରଜ୍ଞନ ପ୍ରଧାନ, ଚିତ୍ତରଂଜନ ସାମନ୍ତରାୟ ,ସୂଯ୍ଯକାନ୍ତ ରଣସିଂହ, ଲୁଲୁ ବସ୍ତି, ଆକାଶ ପ୍ରଧାନ ,କୁଳମଣି ଦାସ ,ବସନ୍ତ ବରାଳ ,ସଜ୍ଞୟ ସାହୁ ,ରାଜା ବିଶୋଇ, କୈଳାସ ମୁଦୁଲି ,ଗଗନ ଦାସ , ଦୁଖିଶ୍ଯାମ ପରିଡା, ସୁଜିତ ଛାଟୋଇ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version