• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚତୁର୍ଦ୍ଦଶ ଲକ୍ଷ୍ମୀଧର ସ୍ମାରକୀ କ୍ରିକେଟ ଟୁର୍ଣାମେଣ୍ଟ –  ଏମ କେ ସି ସି, ଘୋରଡିଆ ବିଜୟୀ 

Proprietor Abhimanyu Maharana by Proprietor Abhimanyu Maharana
December 28, 2024
in ଓଡ଼ିଶା, ଖେଳ, ଖୋର୍ଦ୍ଧା, ହୋମ୍
0
ଚତୁର୍ଦ୍ଦଶ ଲକ୍ଷ୍ମୀଧର ସ୍ମାରକୀ କ୍ରିକେଟ ଟୁର୍ଣାମେଣ୍ଟ –  ଏମ କେ ସି ସି, ଘୋରଡିଆ ବିଜୟୀ 
Share on FacebookShare on TwitterWhatsapp

୨୭ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼  :-> ବୋଲଗଡ଼ ବ୍ଲକ ସଂପୁର  ଗ୍ରାମର ବାଲୁଙ୍କେଶ୍ୱର ରାଇଜିଙ୍ଗଷ୍ଟାର କ୍ରିକେଟ କ୍ଳବ୍ ଆନୁକୁଲ୍ୟରେ ଟାଙ୍ଗୀ ପଡ଼ିଆଠାରେ ଆୟୋଜିତ ଚତୁର୍ଦ୍ଧଶତମ ଲକ୍ଷ୍ମୀଧର ସ୍ମାରକୀ କ୍ରିକେଟ ଟୁର୍ଣାମେଣ୍ଟର ଶୁକ୍ରବାର ଷଷ୍ଠ ଲିଗ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି।ଏହି ମ୍ୟାଚରେ ଏମ.କେ.ସି.ସି, ଘୋରଡିଆ ଓ ବି.ସି.ସି, ଲୋଧାଚୁଆ ମଧ୍ୟରେ ମୁକାବିଲା ହୋଇଥିଲା।ଘୋରଡିଆ ଦଳ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାର ନିଷ୍ପତି ନେଇ ନିର୍ଦ୍ଧାରିତ ୧୯.୨ ଓଭର ଖେଳି ସମସ୍ତ ଉଇକେଟ ବିନିମୟରେ ୧୦୪ ରନ ସଂଗ୍ରହ କରିଥିଲା । ଏହାର ଜବାବରେ ଲୋଧଚୁଆ ଦଳ ୧୯.୨ ଓଭର ଖେଳି ୯୨ r ରନ କରି ସମସ୍ତ ଉଇକେଟ ହରାଇ ପରାଜିତ ହୋଇଥିଲା ।

ଏହି ମ୍ୟାଚଟିକୁ ପିଣ୍ଟୁଆ ପ୍ରଧାନ ଓ ନିବାସୀ ପତ୍ର ପରିଚାଳନା କରିଥିଲେ।ଆଜିର ମ୍ୟାଚ୍ରରେ ମୁଖ୍ୟଅତିଥି ଅତିଥି ଭାବେ ସମାଜସେବୀ ତଥା ଶିଳ୍ପପତି ଶିବନାରାୟଣ ମିଶ୍ର, ସନ୍ନମାନୀତ ଅତିଥି ସାମ୍ବାଦିକ ଦେବବ୍ରତ ହୋତା ଓଡ଼ିଶା ଉଦ୍ୟୋଗୀ ପରିବାର ସଦସ୍ୟ ଯୁବ ଶିଳ୍ପୋଦ୍ୟୋଗୀ ଜିତେନ୍ଦ୍ର କୁମାର ପ୍ରଧାନ ଓ ଜ୍ୟୋତି ରଞ୍ଜନ ସାହୁ ପ୍ରମୁଖ ଉପସ୍ଥିତ ରହି ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ଆୟୋଜକ କ୍ଳବ୍ ସଭାପତି ନିରଞ୍ଜନ ନାୟକଙ୍କ ସମେତ ସଦସ୍ୟ ବାଘା,ସାଗର, ବିକାଶ,ବାବାଲି,ଗୌର ପ୍ରମୁଖ ଖେଳ ପରିଚାଳନାରେ ସହଯୋଗ କରିଥିଲେ। ଶନିବାର ପ୍ରଥମ କ୍ୱାର୍ଟର ଫାଇନାଲରେ ଠଣାପଲ୍ଲୀ ଓ ଖଳିସାହି ଦଳ ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହେବ ବୋଲି ମୁଖ୍ୟ ପରିଚାଳକ ଶାନ୍ତନୁ ଛୋଟରାୟ ସୂଚନା ପ୍ରଦାନ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version