• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁରଲୀକ୍ରୀଷ୍ଣା ଫାଉଣ୍ଡେସନ ଓ ବିକାଶ ହସ୍ପିଟାଲ ତରଫରୁ ଧଣ୍ଡାମୁଣ୍ଡା ରେ ସ୍ୱାସ୍ଥ୍ୟ ଓ ଚକ୍ଷୁ ଚିକିତ୍ସା ଶିବିର

Proprietor Abhimanyu Maharana by Proprietor Abhimanyu Maharana
December 29, 2024
in ଓଡ଼ିଶା, ବରଗଡ଼, ବଲାଙ୍ଗିର, ହୋମ୍
0
ମୁରଲୀକ୍ରୀଷ୍ଣା ଫାଉଣ୍ଡେସନ ଓ ବିକାଶ ହସ୍ପିଟାଲ ତରଫରୁ ଧଣ୍ଡାମୁଣ୍ଡା ରେ ସ୍ୱାସ୍ଥ୍ୟ ଓ ଚକ୍ଷୁ ଚିକିତ୍ସା ଶିବିର
Share on FacebookShare on TwitterWhatsapp

୨୮ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖପ୍ରାଖୋଲ  :-> ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ପରିସରରେ ବରଗଡ଼ ମୁରଲୀକ୍ରୀଷ୍ଣା ଫାଉଣ୍ଡେସନ ଓ ବିକାଶ ହସ୍ପିଟାଲ ମିଳିତ ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ଓ ଚକ୍ଷୁ ଚିକିତ୍ସା ଶିବିର ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି I ଶିବିର ରେ ଧଣ୍ଡାମୁଣ୍ଡା ସରପଞ୍ଚ ବୈଦ୍ୟନାଥ ମିଶ୍ର ଅଧକ୍ଷତା କରିଥିଲେ I

ଶିବିର ର ରେ ମେଡ଼ିସିନ ବିଶେଷଜ୍ଞ ଗଣେଶ ଯାଦବ, ଛାତି ଓ ଫୁସ ଫୁସ ରୋଗ ବିଶେଷଜ୍ଞ ଡ଼. ମୋହିତ କୁମାର, ଦାନ୍ତ ରୋଗ ବିଶେଷଜ୍ଞ ଡ଼. ସାଇଲିପସା ନାଥ, ଫିସିଓଥେରାପିସ୍ଟ ଡ଼. ଅମନ ଦାସ ଉପସ୍ଥିତ ରହି ରୋଗୀ ମାନଙ୍କୁ ଦେଖିବା ସହ ଆବଶ୍ୟକୀୟ ଔଷଧ ମାଗଣା ରେ ବଣ୍ଟନ କରିଥିଲେ I

ଅଞ୍ଚଳ ରେଶହ ଶହ ସଂଖ୍ୟା ରେ ରୋଗୀ ଆସି ସ୍ୱାସ୍ଥ୍ୟ ପରୀକ୍ଷା କରାଇଥିଲେ I ଶିବିର ରେ ଶୋଭନ ମୟ ମିଶ୍ର, ଦେବାଶିଷ ହଂସ, କମଳା ପତି ମିଶ୍ର, ସୁଶାନ୍ତ କଠାର, ପଞ୍ଚାନନ ସାହୁ, ଟଙ୍କ ପଧାନ, ଶ୍ରିରାମ ରାଉତ, ରାଜେନ୍ଦ୍ର ପରୁଆ, ସୁନିଲ ବାରିକ, ଶିବ ରଣା ପ୍ରମୁଖ ସହଯୋଗ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version