• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରି ଦେଶୀ ମଦ ଜବତ : ଡ୍ରାଇଭରକୁ ଗିରଫ୍ କରି କୋର୍ଟ ଚାଲାଣ

Proprietor Abhimanyu Maharana by Proprietor Abhimanyu Maharana
December 29, 2024
in ଅପରାଧ, ଓଡ଼ିଶା, କଟକ, ହୋମ୍
0
ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରି ଦେଶୀ ମଦ ଜବତ : ଡ୍ରାଇଭରକୁ ଗିରଫ୍ କରି କୋର୍ଟ ଚାଲାଣ
Share on FacebookShare on TwitterWhatsapp

୨୮ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-  ଆଠଗଡ଼ ଅବକାରୀ ବିଭାଗ ଅଧିକାରୀ ନିମାଇଁ ଚରଣ ସିଂଙ୍କ ନେତୃତ୍ୱରେ ଆଠଗଡ଼ ଓ ବାଙ୍କୀ ଅବକାରୀ ବିଭାଗର ମିଳିତ ଚଢ଼ାଉରେ ଆଜି ତାଳବସ୍ତ ରୋଡରୁ ଚଢ଼ାଉ କରି ଏକ ଟାଟାସୋମ ନଂ- ଓଆର ଜିରୋ -୨ ଏ.ଏଫ୍ ୯୬୫୧ ମଦବୋଝେଇ ଗାଡିକୁ ଜବତ କରି ଡ୍ରାଇଭରକୁ ଗିରଫ୍ କରିଥିଲେ । ଏହାପରେ ଗାଡି ସହ ଡ୍ରାଇଭରକୁ ଗିରଫ୍ କରି ବାଙ୍କୀ ଅବକାରୀ ବିଭାଗ କାର୍ଯ୍ୟାଳୟକୁ ଆଣିଥିଲେ । ୨୮ଟି ବ୍ଲାଡରରେ ୫୬୦ଲିଟର ଚୋରାଦେଶୀ ମଦ ଜବତ କରିଥିଲେ । ଏହି ଗାଡିଟି ଆଠଗଡ଼ ଅଞ୍ଚଳରୁ ଜାତମୁଣ୍ଡିଆ ଦେଇ ଖୋଦ୍ଧା ଯାଉଥିବା ବେଳେ ତାଳବସ୍ତ ଠାରେ ଅବକାରୀ ବିଭାଗ ଧରିଥିଲେ । ମଦ ଜବତ କରିବା ସହ ଡ୍ରାଇଭର ଭୀମ ବିଶ୍ୱାଳଙ୍କୁ କୋର୍ଟ ଚାଲାଣ କରିଥିଲେ । କେସ୍ ନଂ-ପି.ଆର୍ ୧୬୧/୨୪-୨୫ମାମଲା ରୁଜୁ କରାଯାଇଛି । ଏହି ଚଢ଼ାଉ ସମୟରେ ଆଠଗଡ଼ ଅବକାରୀ ବିଭାଗ ଓଆଇସି ଅରୁଣ ଭୋଇ, ବାଙ୍କୀ ଅବକାରୀ ବିଭାଗ ଅଧିକାରୀ ସୌମ୍ୟରଞ୍ଜନ ମାଝୀ, ଏ.ଏସ୍‌.ଆଇ ପ୍ରଦୀପ କୁମାର ଦଳେଇଙ୍କ ସମେତ ଅବକାରୀ କର୍ମଚାରୀମାନେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

Brutal Crime in Nasrapur Sparks Outrage : Accused Arrested

Delay in water supply in Pune : Water to taps only between 1 and 2 pm

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version