• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୋପ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 30, 2024
in ଓଡ଼ିଶା, ପୁରୀ, ହୋମ୍
0
ଗୋପ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅନୁଷ୍ଠିତ
Share on FacebookShare on TwitterWhatsapp

୨୯ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଗୋପ :-> ଭାରତୀୟ ଜାତୀୟ କଂଗ୍ରେସ ପାର୍ଟି ପକ୍ଷରୁ ଗୋପ ବ୍ଲକ କଂଗ୍ରେସ କମିଟି ଦ୍ଵାରା ପୂର୍ବତନ ଭାରତର ପ୍ରଧାନମନ୍ତ୍ରୀ ତଥା ମହାନ ଅର୍ଥଶାସ୍ତ୍ରୀ ଭାରତୀୟ ଇତିହାସ ରେ ସ୍ବର୍ଣ୍ଣିମ ଅକ୍ଷର ରେ ଲିପିବଦ୍ଧ ଯାହାଙ୍କ ଅବଦାନ ଲୋକନାୟକ ସ୍ବର୍ଗତ ଶ୍ରୀ ମନମୋହନ ସିଂହଙ୍କ ୯୨ ବର୍ଷ ବୟସରେ ପରଲୋକ ହୋଇଯାଉଛି l

ଏଥିପାଇଁ ଗତ କାଲି ଗୋପ ରେ ଥିବା କଂଗ୍ରେସ କାର୍ଯ୍ୟାଳୟ ପସରିସରରେ ଶ୍ରେଷ୍ଠ ଅର୍ଥନୀତିଜ୍ଞ ମନମୋହନ ସିଂ ଙ୍କ ଉଦ୍ଦେଶ୍ୟରେ ଏକ ଶୋକସଭା ସହିତ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା l ଏହି କାର୍ଯ୍ୟକ୍ରମ ରେ ଗୋପ ବ୍ଲକ ସମସ୍ତ ବରିଷ୍ଠ କର୍ମକର୍ତ୍ତା ଉପସ୍ଥିତ ଥିଲେ । ଆମର ଆତ୍ମା ର ସଦଗତି ନିମନ୍ତେ ସାମୁହିକ ଦୀପଦାନ ର ବ୍ୟବସ୍ଥା ମଧ୍ୟ ହୋଇଥିଲା l

ଯୁବନେତା ବୁଟୁ ସାହୁ ଙ୍କ ନେତୃତ୍ୱ ରେ ଉକ୍ତ କାର୍ଯ୍ୟକ୍ରମ ଟି ର ଆୟୋଜନ କରାଯାଇଥିଲା l ବରିଷ୍ଠ ଓ ବୟେଜ୍ୟେଷ୍ଟ ବ୍ୟକ୍ତି ବିଶେଷ ମାନେ ହେଲେ ଭାସ୍କର ସେଠି ,ଲଷ୍ମୀଧର ପ୍ରଧାନ , ରମେଶ ବେହେରା ,ଭଗବାନ ପାତ୍ର ,ପଞ୍ଚାନନ ପରିଡା , ବିବେକାନନ୍ଦ ମିଶ୍ର ,ରାମ ସାହୂ , ସମରେନ୍ଦ୍ର ସିଂ ପ୍ରଭୁତି ବରିଷ୍ଠ କର୍ମକର୍ତ୍ତାମାନେ ଉକ୍ତ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଉପ କାରାଗାର ପରିସରରୁ ବାହାରୁଥିବା ଆବର୍ଜନା ପାଣି ଦୁର୍ଗନ୍ଧରେ ଗୁଳିମରାପଦା ବାସିନ୍ଦା ହନ୍ତସନ୍ତ

June 17, 2026
Kandhamal Police Recover Maoist Arms, Ammunition and Explosives from Concealed Dump During Major Anti-Naxal Operation

କନ୍ଧମାଳରେ ମାଓବାଦୀଙ୍କ ଗୁପ୍ତ ଅସ୍ତ୍ର ଭଣ୍ଡାର ଠାବ : ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ସାମଗ୍ରୀ ଜବତ

ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ କମିବା ପ୍ରସଙ୍ଗ ଡବଲ ଇଞ୍ଜିନ ସରକାରଙ୍କ ଓଡ଼ିଶା ପ୍ରତି ଡବଲ ଧୋକ୍କା : ବିଜେଡି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉପ କାରାଗାର ପରିସରରୁ ବାହାରୁଥିବା ଆବର୍ଜନା ପାଣି ଦୁର୍ଗନ୍ଧରେ ଗୁଳିମରାପଦା ବାସିନ୍ଦା ହନ୍ତସନ୍ତ

ଉପ କାରାଗାର ପରିସରରୁ ବାହାରୁଥିବା ଆବର୍ଜନା ପାଣି ଦୁର୍ଗନ୍ଧରେ ଗୁଳିମରାପଦା ବାସିନ୍ଦା ହନ୍ତସନ୍ତ

June 17, 2026
Kandhamal Police Recover Maoist Arms, Ammunition and Explosives from Concealed Dump During Major Anti-Naxal Operation

କନ୍ଧମାଳରେ ମାଓବାଦୀଙ୍କ ଗୁପ୍ତ ଅସ୍ତ୍ର ଭଣ୍ଡାର ଠାବ : ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ସାମଗ୍ରୀ ଜବତ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version