• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାତୀୟ ଜିମ୍ନାଷ୍ଟିକ୍ ରେ ପୁରୀ ଜିଲ୍ଲା ସ୍କୁଲ୍ ର ସଫଳତା

Proprietor Abhimanyu Maharana by Proprietor Abhimanyu Maharana
December 31, 2024
in ଓଡ଼ିଶା, ପୁରୀ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଜାତୀୟ ଜିମ୍ନାଷ୍ଟିକ୍ ରେ ପୁରୀ ଜିଲ୍ଲା ସ୍କୁଲ୍ ର ସଫଳତା
Share on FacebookShare on TwitterWhatsapp

୩୦ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :->  ଗୁଜରାଟ ରାଜ୍ୟର ସୁରତ ଠାରେ ଅନୁଷ୍ଠିତ ହୋଇଥିବା ଜାତୀୟ ସ୍ତରୀୟ ଜିମ୍ନାଷ୍ଟିକ୍ ପ୍ରତିଯୋଗିତାରେ ଓଡିଶା ଦଳ ଭାଗ ନେଇ ଚମ୍ପିୟାନ ହେଇଛି । ଓଡ଼ିଶା ଦଳରେ ପୁରୀ ଜିଲ୍ଲା ସ୍କୁଲ୍ ରୁ ୬ ଜଣ ଖେଳାଳୀ ଅଂଶଗ୍ରହଣ କରିଥିଲେ । ସେମାନଙ୍କ ମଧ୍ୟରେ ସିନିଅର ବିଭାଗରୁ ପ୍ରୀତି ରେଡ୍ଡୀ ଅନିଭିନ୍ ବାର୍ ରେ ଭାଗ ନେଇ ଫାଇନାଲ ରେ ପ୍ରବେଶ କରିବା ସହ ଦଳଗତ କାଂସ୍ୟ ପଦକ ହାସଲ କରିଛନ୍ତି । ସେହିପରି ଜୁନିଅର ବିଭାଗରେ ପୁରୀ ଜିଲ୍ଲା ସ୍କୁଲ୍ ରୁ ଅକସରା ବେହୁରା ଓ ଦନଲକ୍ଷ୍ମୀ ରାଓ ଅଂଶଗ୍ରହଣ କରି ଦଳଗତ ସ୍ଵର୍ଣ୍ଣପଦକ ଲାଭ କରିବା ସହ ବ୍ୟକ୍ତିଗତ ରୂପେ ଦନଲକ୍ଷ୍ମୀ ରୈ।ପ୍ଯପଦକ ପ୍ରାପ୍ତ କରିବାରେ ସମର୍ଥ ହୋଇଛନ୍ତି ।

ସବ୍ ଜୁନିଅର ବିଭାଗରେ ଭୂମିକା ରେଡ୍ଡୀ , ଖୁସି ରେଡ୍ଡୀ ଓ ଐଶ୍ୱର୍ଯ୍ୟା ଭଟ୍ଟାଚାର୍ଯ୍ୟ ଅଂଶଗ୍ରହଣ କରିଥିବା ବେଳେ ଭୂମିକା ରେଡ୍ଡୀ ବିମ୍ ଓ ଫ୍ଲୋର ଇଭେଣ୍ଟର ଫାଇନାଲରେ ପ୍ରବେଶ କରି ଯଥାକ୍ରମେ ଚତୁର୍ଥ ଓ ପଞ୍ଚମ ସ୍ଥାନ ଅଧିକାର କରି ପୁରୀ ଜିଲ୍ଲା ଓ ରାଜ୍ୟକୁ ଗୈାରବାନ୍ବିତ କରିପାରିଛନ୍ତି । ପୁରୀ ଜିଲ୍ଲା ସ୍କୁଲ୍ ର ପ୍ରଧାନ ଶିକ୍ଷକ ଜ୍ୟୋତିର୍ମୟୀ ମିଶ୍ରଙ୍କ ସହଯୋଗ ଓ ଶାରୀରିକ ଶିକ୍ଷା ଶିକ୍ଷକ ତଥା ଜିମ୍ନାଷ୍ଟିକ୍ ପ୍ରଶିକ୍ଷକ ଶ୍ରୀ ରଞ୍ଜନ ରେଡ୍ଡୀ ଙ୍କ ଉଚ୍ଚ କୋଟୀର ପ୍ରଶିକ୍ଷଣ ଓ ଅବଦାନ ଯୋଗୁଁ ଏହା ସମ୍ଭବପର ହୋଇପାରିଛି । ଆଜି ଖେଳାଳି ମାନେ ପୁରୀରେ ପହଁଞ୍ଚିବା ପରେ ଷ୍ଟେସନ ଠାରେ ଓ ଜିଲ୍ଲା ସ୍କୁଲ୍ ପରିସର ମଧ୍ୟରେ ପ୍ରଧାନ ଶିକ୍ଷକ ଜ୍ୟୋତିର୍ମୟୀ ମିଶ୍ର, ବିଦ୍ୟାଧର ମିଶ୍ର, ଅରୁଣ କୁମାର ଭଟ୍ଟାଚାର୍ଯ୍ୟ, ଗୋପାଳ ଚନ୍ଦ୍ର ପରିଡ଼ା ପ୍ରଭୃତି ଶିକ୍ଷକ, ଶ୍ରୀ ସତ୍ୟବ୍ରତ ଷଡ଼ଙ୍ଗୀ,

ମଧୁସୂଦନ ରାୟ , ବିଷ୍ଣୁ ଶ୍ରେଷ୍ଠ , ଜଗବନ୍ଧୁ ସାହୁ , ଜିତେନ୍ଦ୍ର ବେହେରା, ଶେଫାଳୀ ପତି, ଗାୟତ୍ରୀ ସେଠୀ, ଲକ୍ଷ୍ମଣ ସିଂଙ୍କୁ, ଦେବଦତ୍ତ ମିଶ୍ର, ଗୈ।ତମ ନାୟକ ଓ ଦୀପକ ଗୋୟଲ ଆଦି ବିଭିନ୍ନ କ୍ରୀଡ଼ା ପ୍ରଶିକ୍ଷକ ତଥା ୩୦୦ ରୁ ଊର୍ଦ୍ଧ୍ବ ଖେଳାଳି ମାନଙ୍କ ଦ୍ବାରା ପୁଷ୍ପଗୁଚ୍ଛ ଓ ପୁଷ୍ପମାଳ ପ୍ରଦାନ ପୂର୍ବକ ସେମାନଙ୍କୁ ଭବ୍ୟ ସ୍ଵାଗତ କରାଯାଇଥିଲା । ଏତଦବ୍ୟତୀତ କ୍ରୀଡ଼ା କ୍ଷେତ୍ରରେ ଜିଲ୍ଲା ତଥା ରାଜ୍ୟର ଗୈାରବ ବୃଦ୍ଧି କରିଥିବା ଏହି ଖେଳାଳି ମାନଙ୍କୁ ଓଡ଼ିଶା ରାଜ୍ୟ ଜିମ୍ନାଷ୍ଟିକ୍ ଆସୋସିଏସନ୍ ର ସମ୍ପାଦକ ଅଶୋକ କୁମାର ସାହୁ, ପୁରୀ ଜିଲ୍ଲା କ୍ରୀଡ଼ା ଅଧିକାରୀ ଚନ୍ଦନ କୁମାର ସାହୁ, ପୁରୀ ଜିଲ୍ଲା ସ୍କୁଲ୍ ଆଲୁମିନି ଆସୋସିଏସନ୍ ର ସଭାପତି ରାଜକିଶୋର ପାତ୍ର, ସମ୍ପାଦକ ରବୀନ୍ଦ୍ର କୁମାର ସାହୁ, ଓଡ଼ିଶା ଅଲମ୍ପିକ୍ସ ଆସୋସିଏସନ୍ ର କୋଷାଧ୍ୟକ୍ଷ ରବି ଶଙ୍କର ପ୍ରତିହାରୀ ଓ ଜିଲ୍ଲା ସ୍କୁଲ୍ ପରିଚାଳନା କମିଟି ର ସଭାପତି ସୁଧାଂଶୁ ଶେଖର ରାୟ ପ୍ରଭୃତି ମାନ୍ୟଗଣ୍ୟ ବରେଣ୍ୟ ବ୍ୟକ୍ତିତ୍ଵ ସ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version