• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୃହମନ୍ତ୍ରୀ ଅମିତ ଶାହାଙ୍କ ଇସ୍ତଫା ଓ ଚାଷିଙ୍କୁ କ୍ଷତିପୂରଣ ଦେବା ଦାବୀରେ ସିପିଆଇ (ଏମ୍) ର ବିକ୍ଷୋଭ

Proprietor Abhimanyu Maharana by Proprietor Abhimanyu Maharana
December 31, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଗୃହମନ୍ତ୍ରୀ ଅମିତ ଶାହାଙ୍କ ଇସ୍ତଫା ଓ ଚାଷିଙ୍କୁ କ୍ଷତିପୂରଣ ଦେବା ଦାବୀରେ ସିପିଆଇ (ଏମ୍) ର ବିକ୍ଷୋଭ
Share on FacebookShare on TwitterWhatsapp

୩୦ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :->  ଅଦିନିଆ ଲଗାଣ ବର୍ଷା ରେ ରଣପୁରରେ ଚାଷୀଙ୍କ ପାଚିଲା ଧାନରେ ପାଣି ମାଡି ଗଜା ହେବା ସହ ରବି ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଥିଲାବେଳେ ଚାଷୀମାନେ ମାନସିକ ଭାବେ ଭାଙ୍ଗି ପଡି ମୁଣ୍ଡରେ ହାତ ଦେଇ ବସିଛନ୍ତି। ଅଥଚ ଜିଲ୍ଲା ଓ ସ୍ଥାନୀୟ ପ୍ରଶାସନ ବିଧି ପାଳନ ପୂର୍ବକ ନୀରବ ଦ୍ରଷ୍ଟା ସାଜିଛନ୍ତି। ସରକାର ବେସାହାରା ଚାଷୀମାନଙ୍କୁ ପ୍ରତିଶୃତି ଦେଇ ମିଛ ଅଭିନୟ କରି ଭୂୟାଁ ବୁଲାଉଛନ୍ତି। ସରକାର ଓ ପ୍ରଶାସନର ଏଭଳି ନିଷ୍କ୍ରିୟତା ପ୍ରତିବାଦ କରି ସିପିଆଇ (ଏମ) ରଣପୁର ଆଞ୍ଚଳିକ କମିଟି ତରଫରୁ ଆଜି ଶତାଧିକ ଚାଷୀ ଗଜାଧାନ ଧରି ରଣପୁର ପଞ୍ଚୁଦୋଳ ପଡିଆ ରୁ ଏକ ଶୋଭାଯାତ୍ରା ରେ ବାହାରି ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ସଂଗଠିତ ହୋଇ ଗଣ ବିକ୍ଷୋଭସାମିଲ ହୋଇଥିଲେ ।

ସାଥୀ ଦୁଃଶାସନ ଜେନାଙ୍କ ସଭାପତିତ୍ବରେ ଅନୁଷ୍ଠିତ ବିକ୍ଷୋଭ ସମାବେଶରେ ବକ୍ତାମାନେ ପ୍ରଶାସନ ତରଫରୁ ଶୀଘ୍ର ତଦନ୍ତ କରି ,ଚାଷୀମାନଙ୍କୁ କ୍ଷତିପୂରଣ ଏକର ପିଛା ୨୫ ହଜାର ଟଙ୍କା ପ୍ରଦାନ, ଚାଷୀରୂଣ ଛାଡ,ବ୍ୟାପକ ନୂଆ କୃଷିରୁଣ ପ୍ରଦାନ, ବିନା କଟନୀ ଛଟନୀରେ ତୁରନ୍ତ ଚାଷିମାନଙ୍କ ଠାରୁ ଧାନ କ୍ରୟ ଏବଂ ୨୦୧୫ର ଚାଷୀ କ୍ଷତିପୂରଣ ରାଶିର ସଂଶୋଧନ ପାଇଁ ଦାବୀ କରିଥିଲେ। ସରକାର ଏଥିରେ ବ୍ୟତିକ୍ରମ କଲେ ଭବିଷ୍ୟତରେ ଦୃଢ଼ ଚାଷୀ ଆନ୍ଦୋଳନ କରାଯିବ ବୋଲି ପାର୍ଟି ତରଫରୁ ଚେତାବନୀ ଦିଆ ଯାଇଛି।

ସେହିଭଳି ସମ୍ବିଧାନର ୭୫ତମ ବର୍ଷ ପୂର୍ତ୍ତି ପାଳନ ପରିପ୍ରେକ୍ଷୀରେ ଆଲୋଚନା ବେଳେ ରାଜ୍ଯ ସଭାରେ ଗୃହ ମନ୍ତ୍ରୀ ଅମିତି ଶାହାଙ୍କ ସମ୍ବିଧାନ ପ୍ରଣେତା ଡକ୍ଟର ଭୀମ ରାଓ ଆମ୍ବେଦକରଙ୍କ ପ୍ରତି ଦେଇ ଥିବା ଦାୟିତ୍ଵ ହୀନ ମନ୍ତବ୍ୟର ପ୍ରତିବାଦ କରି ବାମପନ୍ଥୀ ଦଳ ଗୁଡ଼ିକ ଡାକରାରେ ଆଜି ଦେଶ ବ୍ୟାପି ଗୃହ ମନ୍ତ୍ରୀ ଅମିତି ଶାହା ଙ୍କ ତୁରନ୍ତ ଇସ୍ତଫା ଦାବୀରେ ଅନୁଷ୍ଠିତ ପ୍ରତିବାଦ ପରି ପରିପ୍ରେକ୍ଷୀରେ ଆମ ପାର୍ଟି ତରଫରୁ ଆଜି ପ୍ରଥମେ ଶହୀଦ ରଘୁ-ଦିବାକରଙ୍କ ଶହୀଦ ମଣ୍ଡପ ନିକଟରେ ବିକ୍ଷୋଭ ପ୍ରତିବାଦ ଅନୁଷ୍ଠିତ ହୋଇ ଥିଲା। ବକ୍ତା ମାନେ ମୋଦୀ ସରକାରର ବିଫଳତା ସାଙ୍ଗକୁ ସମ୍ବିଧାନ ବିରୋଧି ପଦକ୍ଷେପକୁ ଦୃଢ ନିନ୍ଦା କରିଥିଲେ ଓ ଅମିତ ଶାହାଙ୍କ ତୁରନ୍ତ ଇସ୍ତଫା ଦାବୀ କରିଥିଲେ।

ପାର୍ଟି ତରଫରୁ ଏକ ପ୍ରତିନିଧିଦଳ ରଣପୁର ତହସିଲଦାରଙ୍କୁ ଭେଟି ଚାଷୀଙ୍କ ଦାବୀ ତୁରନ୍ତ ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଓ ଅମିତ ଶାହାଙ୍କ ଇସ୍ତଫା ପାଇଁ ମାନ୍ୟବର ରାଷ୍ଟ୍ରପତି ଙ୍କୁ ଦାବୀ ପତ୍ର ପ୍ରଦାନ କରାଯାଇଛି। ଏହି ବିକ୍ଷୋଭ ଆନ୍ଦୋଳନରେ ପାର୍ଟିର ଜିଲ୍ଲା ସମ୍ପାଦକ ହରିଶ୍ଚନ୍ଦ୍ର ମିଶ୍ର,ବରିଷ୍ଠ ନେତା ଗଙ୍ଗାଧର ଆଚାର୍ଯ୍ୟ,ନିତ୍ଯାନନ୍ଦ ପରିଡା,ସୁରେଶ ସ୍ଵାଇଁ,ଦୁଃଶାସନ ଜେନା,ଉଚ୍ଚ ନ୍ୟାୟାଳୟର ଆଇନଜୀବୀ କବିରାଜ ପ୍ରଧାନ , ମହିଳା ନେତ୍ରୀ ସଂଯୁକ୍ତା ସେଠୀ, ଗଦାଧର ପ୍ରଧାନ,ସୁଶୀଲ ମହାନ୍ତି,ଭିକାରୀ ଚରଣ ସାହୁ,ସବ୍ୟସାଚୀ ସେନାପତି,କୁଳମଣି ପଲେଇ ଓ ବିଜୟ ଜେନା ପ୍ରମ୍ମୁଖ ବକ୍ତବ୍ୟ ଦେଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026
ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

May 14, 2026
ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version