• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବନମାଳୀପୁରରେ ଠାକୁର ଅନୁକୂଳଚନ୍ଦ୍ରଙ୍କର ୧୩୭ ତମ ଜନ୍ମ ମହୋତ୍ସବ

Proprietor Abhimanyu Maharana by Proprietor Abhimanyu Maharana
January 1, 2025
in ଓଡ଼ିଶା, କଟକ, ହୋମ୍
0
ବନମାଳୀପୁରରେ ଠାକୁର ଅନୁକୂଳଚନ୍ଦ୍ରଙ୍କର ୧୩୭ ତମ ଜନ୍ମ ମହୋତ୍ସବ
Share on FacebookShare on TwitterWhatsapp

୩୧ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିପାଟଣା  :-> ପରମ ପ୍ରେମମୟ ଠାକୁର ଶ୍ରୀ ଶ୍ରୀ ଅନୁକୁଳଚନ୍ଦ୍ର ଙ୍କର ୧୩୭ ତମ ଜନ୍ମ ମହୋତ୍ସବ ଏବଂ ବନମାଳୀପୁର ସତସଙ୍ଗ ମନ୍ଦିରର ୮ମ ବାର୍ଷିକ ପ୍ରତିଷ୍ଠା ଉତ୍ସବ ବନମାଳୀପୁର କଲେଜ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରାତଃ ସମୟରୁ ସମବେତ ଉଷା ବିନତୀ, ବେଦମାଙ୍ଗଳୀକ ଓ ଶ୍ରୀ ଶ୍ରୀ ଠାକୁରଙ୍କ ଅମିୟ ଗ୍ରନ୍ଥ ପାଠ ସହ ସକାଳ ନଅ ଘଣ୍ଟିକାରେ ଠାକୁରଙ୍କ ପ୍ରତିକୃତିକୁ ଏକ ବର୍ଣ୍ଣାଢ଼୍ୟ ମଟର ସାଇକେଲ ଶୋଭା ଯାତ୍ରା ବାଲିପାଟଣା ଛକଠାରୁ ମୂଖ୍ୟ ରାସ୍ତା ଦେଇ ଉତ୍ସବ ମଣ୍ଡପ ଠାରେ ପହଞ୍ଚିଥିଲା ।

ମଣ୍ଡପ ଠାରେ ଏକ ବିଶାଳ ଧର୍ମସଭାର ଆୟୋଜନ କରାଯାଇ ଥିଲା। ଆମକୁ ଠାକୁର ପଥ ଦେଖାଇ ଯାଇଛନ୍ତି ।ଆମେ ସେହି ମାର୍ଗରେ ଚାଲିବା ଆବଶ୍ୟକ । ମୁଖ୍ୟ ବକ୍ତା ଭାବେ ବାଲେଶ୍ଵର ସତ୍ ସଙ୍ଗ ଶ୍ରୀମନ୍ଦିର ସହ ପ୍ରତି ରିତ୍ୱିକ ଚକ୍ରଧର ଜେନାଙ୍କ ସଭାପତିତ୍ବରେ ବନମାଳୀପୁର ସତସଙ୍ଗର ମୂଖ୍ୟ ପରିଚାଳକ ବୈରାଗୀ ସାହୁ,

ସଂଯୋଜକ ରଘୁନାଥ ଲେଙ୍କା,ସୁରେନ୍ଦ୍ରନାଥ ସାହୁ, କେଦାର ନାଥ ସାହୁ, ଦୃଜ୍ୟାଟି ସୁନ୍ଦର ସାହୂ, ବିଶ୍ବମ୍ବର ସାହୁ,ପ୍ରଫୁଲ୍ଲ ଚନ୍ଦ୍ର ସାହୁ,ବ୍ରଜକିଶୋର ସାହୁ, ରମେଶ ଚନ୍ଦ୍ର ସାହୁ, ପ୍ରକାଶ ଚନ୍ଦ୍ର ସାହୂ, ବସନ୍ତ କୁମାର ସାହୁ,ଚିତ୍ତରଞ୍ଜନ ସାହୁ ଓ ଅନ୍ୟ ସମସ୍ତ କର୍ମକର୍ତ୍ତାମାନେ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ । ହଜାର ହଜାର ଭକ୍ତ ଆଜି କାର୍ଯ୍ୟକ୍ରମର ଧର୍ମ ସଭାରେ ଉପସ୍ଥିତ ରହିବା ସହ ପ୍ରାସାଦ ସେବନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version