• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମରଣଯନ୍ତାରେ ୫୫ନଂ ଜାତୀୟ ରାଜପଥ ; ଠିକାଦାରକୁ ବନ୍ଧକ ଓ ଶବକୁ ରାସ୍ତାରେ ରଖି କ୍ଷତି ପୂରଣ ଦାବି

Proprietor Abhimanyu Maharana by Proprietor Abhimanyu Maharana
August 23, 2020
in Uncategorized, ଅପରାଧ, ଓଡ଼ିଶା, ହୋମ୍
0
ମରଣଯନ୍ତାରେ ୫୫ନଂ ଜାତୀୟ ରାଜପଥ ; ଠିକାଦାରକୁ ବନ୍ଧକ ଓ ଶବକୁ ରାସ୍ତାରେ ରଖି କ୍ଷତି ପୂରଣ ଦାବି
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୩ ଅଗଷ୍ଟ ରବିବାର ) ଢେଙ୍କାନାଳ :- ଗତକାଲି ରାତିରେ ୫୫ନଂ ଜାତୀୟ ରାଜପଥ ହୋଟେଲ ନିରୁପମା ନିକଟରେ ବାଇକ୍ ସ୍କ୍ରୋପିଓ ମୁହାଁମୁହିଁ ଧକ୍କା। ଧକ୍କାରେ ଜଣେ ମୃତ ଜଣେ ଗୁରୁତର। ଆଜି ମୃତକଙ୍କ ଶବ ରଖି କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି ସ୍ଥାନୀୟ ବାସୀ। ସୂଚନାଯୋଗ୍ୟ, ଢେଙ୍କାନାଳ ସହର ଉପକଣ୍ଠ ଆନନ୍ଦ ନଗର ଜେ ବି ଟ୍ରାନ୍ସଫର୍ମର ଦୁଇ କର୍ମଚାରୀ ଗତକାଲି ରାତିରେ ବାଇକରେ ୫୫ନଂ ଜାତୀୟ ରାଜପଥରେ ଯାଉଥିବା ବେଳେ ହୋଟେଲ ନିରୁପମା ନିକଟରେ ଜାତୀୟ ରାଜପଥ ସଂପ୍ରସାରଣରେ ନିୟୋଜିତ ଥିବା ଏକ ସ୍କ୍ରୋପିଓ ଗାଡ଼ି ଧକ୍କା ଲାଗିଲା ।

ଦୁର୍ଘଟଣାରେ ବାଇକ୍ ଚାଳକ ବିରଞ୍ଚି ବେହେରା ମୃତ୍ୟୁବରଣ କରିଥିବାବେଳେ ପଛରେ ବସିଥିବା ସୁବାସ ବାରିକ ଗୁରୁତର ହେବାରୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦୁଇ ଜଣ ଗୋଟିଏ କମ୍ପାନୀ ଓ ଗୋଟିଏ ଅଞ୍ଚଳର ଦୁଇ ପଡୋଶୀ ଥିବାରୁ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ଏବଂ ଉତ୍ତେଜନା ଦେଖାଦେଇଛି। ଆଜି ଜାତୀୟ ରାଜପଥ ସଂପ୍ରସାରଣରେ ନିୟୋଜିତ ଠିକାଦାର ଶ୍ରୀ ମଣିଶଙ୍କର ଆୟାର ଙ୍କୁ ତାଙ୍କ କାର୍ଯ୍ୟାଳୟରେ ଆବଦ୍ଧ କରାଯାଇଛି ଏବଂ ମୃତକଙ୍କ ଶବ ରଖି କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି ସ୍ଥାନୀୟ ବାସୀ। ଘଟଣାସ୍ଥଳରେ ଟାଉନ୍ ପୁଲିସ୍ ପହଞ୍ଚି ସମାଧାନର ଚେଷ୍ଟା ଚଳାଇଛି । ଦୁର୍ଘଟଣା ଘଟାଇଥିବା ସ୍କ୍ରୋପିଓ ଗାଡିର ସଠିକ୍ ଇନସୁରାନ୍ସ୍ ପେପର୍ ନଥିବା ଓ ଚାଳକ ଜଣେ ନାବାଳକ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି ।

ଗୋଟିଏ ପଟେ ନୂଆକରି ଚାରିଲେନ୍ ବିଶିଷ୍ଟ ଜାତୀୟ ରାଜପଥ ଦୃତ ଗତିରେ ଚାଲିଥିବା ବେଳେ ଅନ୍ୟପଟେ ଠିକାଦାରଙ୍କ ଦାୟିତ୍ବହୀନତାରୁ ଲୋକମାନେ ନିଇତି ଯିବା ଆସିବାରେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଥିପ୍ରତି ଯେତେ ଅଭିଯୋଗ କଲେ ମଧ୍ୟ ସେଭଳି ପ୍ରଶାସନର ଦୃଷ୍ଟି ପଡୁନି। ବର୍ଷାରେ ଆହୁରି କଦର୍ଯ୍ୟ ହେଲାଣି। ଖାଲଖମା ରେ ଭରି ଗଲାଣି। ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଛି।ମରଣମୁହାଁ ପାଲଟିଛି ୫୫ନଂ ଜାତୀୟ ରାଜପଥ। ଯାହାକି ସାଧାରଣରେ ଜନ ଅସନ୍ତୋଷ ଦେଖା ଦେଇଛି। (ରିପୋର୍ଟ /ଅମର ରଞ୍ଜନ ଦାସ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version