• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପି ତୋରଣ ପୋଡ଼ା ନେଇ ଚାପା ଉତ୍ତେଜନା

Proprietor Abhimanyu Maharana by Proprietor Abhimanyu Maharana
January 3, 2025
in ଓଡ଼ିଶା, କେନ୍ଦ୍ରାପଡା, ରାଜନୀତି, ହୋମ୍
0
ବିଜେପି ତୋରଣ ପୋଡ଼ା ନେଇ ଚାପା ଉତ୍ତେଜନା
Share on FacebookShare on TwitterWhatsapp

0୨ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ପାଟକୁରା :-> କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ତଳକୁସୁମା ଗ୍ରାମପଞ୍ଚାୟତ ଚାରିଛକଠାରେ ବିଜେପି ପକ୍ଷରୁ ନୂଆବର୍ଷ ଉପଲକ୍ଷେ ଏକ ତୋରଣ ନିର୍ମାଣ କରାଯାଇଥିଲା l ଏଥିରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରାପଡ଼ା ସାଂସଦଙ୍କ ଓ ବିଜେପି ରାଜ୍ୟ ପ୍ରବକ୍ତା ଶ୍ରୀ ତେଜେଶ୍ୱର ପରିଡାଙ୍କ ଫଟୋ ଓ ନୂଆ ବର୍ଷ ଅଭିନନ୍ଦନ ବାର୍ତା ରହିଥିଲା l ତେବେ କେହି ଦୁର୍ବୁତ୍ତ ଏହି ତୋରଣକୁ ଗତ ରାତିରେ ପୋଡି ଦେଇ ଥିବାରୁ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି l

ବିଜେପିର ତଳକୁସୁମl ପଂଚାୟତ ପ୍ରମୁଖ ପ୍ରଶାନ୍ତ ସ୍ୱାଇଁ କୁଦାନଗରୀ ଥାନାରେ ଲିଖିତ ଅଭିଯୋଗ କରିଥିବା ବେଳେ ତେନ୍ତଳ ଗ୍ରାମର ମାଧବାନନ୍ଦ ମହାପାତ୍ର ମଧ୍ୟ ଏହା ନେଇ ଆଉ ଏକ ଏତଲା ଦେଇଛନ୍ତି l ଶ୍ରୀ ମହାପାତ୍ର ତାଙ୍କ ଏତଲାରେ ଦର୍ଶାଇଛନ୍ତି ଯେ ଗତ ରାତି ପ୍ରାୟ 10:30ରେ ସେ ଚାରି ଛକ ବାଟେ ଘରକୁ ଫେରୁଥିବାବେଳେ ସେ ଚିହ୍ନି ଥିବା ଚାରି ପାଞ୍ଚ ଜଣ ଦୁର୍ବୁତ୍ତ ତୋରଣରେ ପେଟ୍ରୋଲ ଜାଳି ନିଆଁ ଲଗାଉଥିଲେ l ସେ ଏହାର ପତ୍ରିବାଦ କରିବାରୁ ତାଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗେଇବାକୁ ସେମାନେ ଉଦ୍ୟମ କରିଥିଲେ l

ତେବେ ସେ କୌଶଳ କର୍ମେ ସେଠାରୁ ଖସି ଆସିଥିଲେ l ସମ୍ପୃକ୍ତ ଦୁର୍ବୁତ୍ତ ମାନଙ୍କ ନାମ ମଧ୍ୟ ସେ ଏତଲାରେ ଉଲେଖ କରିଛନ୍ତି l ତେବେ ପୋଲିସ ତାଙ୍କ ଏତଲା ଉପରେ କୌଣସି ମାମଲା ରୁଜୁ ନକରି କେବଳ ପ୍ରଶାନ୍ତ ସ୍ୱାଇଁ ଏତଲା ଉପରେ ମାମଲା ରୁଜୁ କରିଛି l ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଥିବା ବେଳେ କାହାରିକୁ ଗିରଫ କରା ଯାଇ ନାହିଁ l ପୋଲିସର ଶିଥିଳ କର୍ୟାନୁଷ୍ଠାନକୁ ନେଇ ବିଜେପି କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version