• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରୋଟାରୀ କ୍ଲବ ପକ୍ଷରୁ ବାଙ୍କୀରେ ମଶାରୀ ଏବଂ କମ୍ବଳ ବଣ୍ଟନ

Proprietor Abhimanyu Maharana by Proprietor Abhimanyu Maharana
January 8, 2025
in ଓଡ଼ିଶା, କଟକ, ହୋମ୍
0
ରୋଟାରୀ କ୍ଲବ ପକ୍ଷରୁ ବାଙ୍କୀରେ ମଶାରୀ ଏବଂ କମ୍ବଳ ବଣ୍ଟନ
Share on FacebookShare on TwitterWhatsapp

୦୭ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> ଆନ୍ତର୍ଜାତୀୟ ନୋଟାରୀ କ୍ଲବ ଏବଂ ଜିଲ୍ଲା ମିଡ୍‌ଟାଉନ୍ ରୋଟାରୀ ଆନୁକୁଲ୍ୟରେ ମଶାରୀ ଏବଂ କମ୍ବଳ ଗୟଳବାଙ୍କ ଆଦିବାସୀ ସାହିରେ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବାଙ୍କୀର ଅଗ୍ରଣୀ ଅନୁଷ୍ଠାନ ଆଦାବାସୀ ହରିଜନକଲ୍ୟାଣ ପରିଷଦର ସଂପାଦକ କେଶବ ଚନ୍ଦ୍ର ବେହେରା ଓ ସଭ୍ୟମାନେ ସହଯୋଗ କରିଥିଲେ । ଏହି ଉପଲକ୍ଷେ ଆୟୋଜିତ ଏକ ସଚେତନ ସଭା ଅନୁଷ୍ଠିତ ହୋଇଥିଲା ।

ଏଥିରେ ଡକ୍ଟର ଆଶୁତୋଷ ଦେବତା ମୁଖ୍ୟଅତିଥି ଏବଂ ମୁଖ୍ୟବକ୍ତା ଭାବେ ଜିଲ୍ଲା ଗଭର୍ନର ରୋଟାରୀଆନ୍ ଯଜ୍ଞଶ୍ରୀ ମହାପାତ୍ର ଏବଂ ସମ୍ମାନିତ ଅତିଥି ଭାବେ ରନ୍‌ହୁଇଲ୍ କ୍ଲବର ଡ଼ମିତା ଦେବତା ଅଂଶ ଗ୍ରହଣ କରି ଲୋକମାନେ କିପରି ସୁବିଧାରେ ରହିପାରିବେ ତାହା ଉପରେ ଆଲୋଚନା କରିଥିଲେ । ଗୟଳବାଙ୍କ ଆଦିବାସୀ ବସ୍ତିରେ ମଶରୀ ଏବଂ ଇନ୍ଦୁମତୀ ପାଟଣା ବରିଷ୍ଠ ନାଗରିକ ନିବାସରେ କମ୍ବଳ ବଣ୍ଟନ କରାଯାଇଥିଲା । ବାଙ୍କୀ ଜନକଲ୍ୟାଣ ବରିଷ୍ଠ ନାଗରିକ ସଂଘ ତରଫରୁ ଡକ୍ଟର ଦେବତା ଏବଂ ଦୁଇ ଅତିଥିଙ୍କୁ ପୁଷ୍ପଗୁଚ୍ଛ ସହ ସମ୍ବର୍ଦ୍ଧନା କରାଯାଇଥିଲା । ଶେଷରେ ବରେନ୍ଦ୍ର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ ବିଧାୟକ – ଲକ୍ଷ୍ମଣ ବାଗ

ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ ବିଧାୟକ – ଲକ୍ଷ୍ମଣ ବାଗ

May 11, 2026
ତୁରେକେଲା ଥାନା ପରିସରରେ ମହିଳା ଓ ଶିଶୁମାନଙ୍କ ସଚେତନତା ପାଇଁ “ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁରେକେଲା ଥାନା ପରିସରରେ ମହିଳା ଓ ଶିଶୁମାନଙ୍କ ସଚେତନତା ପାଇଁ “ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ଅନୁଷ୍ଠିତ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version