• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
January 9, 2025
in ଓଡ଼ିଶା, ମାଲକାନଗିରି, ହୋମ୍
0
ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୦୯ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ମାଲକାନଗିରି :-> ମାଲକାନଗିରି ଡିଏନକେ ଖେଳ ପଡିଆ ପରିସରରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହେବ। ଏଥର ଏହାକୁ କିପରି ଅଧିକ ଭଲ କରିହେବ, ବିଶେଷକରି ପ୍ୟାରେଡ୍ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିକୁ ଆକର୍ଷଣୀୟ କରିବା ଉପରେ ଗୁରୁତ୍ବ ଦିଆଯାଇଛି। ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏହି ଦିବସ ପାଳନ ନେଇ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ପୌରୋହିତ୍ୟ କରି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଏହା କହିଛନ୍ତି।

ବୈଠକ ନିଷ୍ପତ୍ତି ଅନୁଯାୟୀ, ଜାନୁଆରୀ ୨୨, ୨୩ରେ ପ୍ରତ୍ୟେହ ଅପରାହ୍ନ ୩ ଟା ଏବଂ ୨୪ ତାରିଖ ସକାଳ ୭ ଟା ୩୦ରେ ଡିଏନକେ ଖେଳ ପଡିଆ ପରିସରରେ ଅଭ୍ୟାସ ପ୍ୟାରେଡ୍ ଅନୁଷ୍ଠିତ ହେବ। ପ୍ୟାରେଡରେ ସପ୍ତମ ରୁ ଦଶମ ଓ କଲେଜ ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିବେ। ଏହାବାଦ୍ ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରରେ ବକ୍ତୃତା, ପ୍ରବନ୍ଧ ଦେଶାତ୍ମବୋଧକ ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗୀତା ଆୟୋଜନ କରାଯିବ।

ଜାନୁଆରୀ ୨୬ ପ୍ରାତଃ ୪ ଟା ୩୦ ରେ ରାମଧୁନ, ସକାଳ ୭ ଟା ୩୦ ରେ ବିଭିନ୍ନ ଅନୁଷ୍ଠାନ ଗୁଡ଼ିକ ଦ୍ବାରା ଜାତୀୟ ପତାକା ଉତ୍ତୋଳନ ଏବଂ ସକାଳ ୯ ଟାରେ ଜିଲ୍ଲାସ୍ତରୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବିଭିନ୍ନ ବିଭାଗ ଦ୍ଵାରା ପ୍ରଜ୍ଞାପନ ମେଢ ପ୍ୟାରେଡ୍ ସମୟରେ ପ୍ରଦର୍ଶିତ ହେବ। ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ,

ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତପନ ନାରାୟଣ ରଥ ଓ ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ପ୍ରମୁଖ ଏଥିରେ ଅଂଶ ଗ୍ରହଣ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ସମସ୍ତଙ୍କୁ ସ୍ୱାଗତ କରିବା ସହ ପୂର୍ବ ବର୍ଷର ବିବରଣୀ ପାଠ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ, ସ୍ୱେଚ୍ଛାସେବୀ ସଂଗଠନର ସଦସ୍ୟ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version