• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ମହୋତ୍ସବ “ଅର୍ଜୁନ-୨୦୨୫” ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
January 10, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ରଣପୁର ମହୋତ୍ସବ “ଅର୍ଜୁନ-୨୦୨୫” ଉଦଯାପିତ
Share on FacebookShare on TwitterWhatsapp

୦୯ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର  :-> ରଣପୁର କଳା ସଂସ୍କୃତି ଐତିହ୍ୟ ପରମ୍ପରା ଓ ଶହୀଦମାନଙ୍କ ବୀରତ୍ୱ ସ୍ମୃତି ସାଉଁଟିବା ପାଇଁ ୨୦୦୬ ମସିହାରୁ ରଣପୁର ମହୋତ୍ସବ ଅର୍ଜୁନ ଅନୁଷ୍ଠିତ ହୋଇଆସୁଥିବା ବେଳେ ପ୍ରତେକ ବର୍ଷ ଭଳି ଚଳିତ ବର୍ଷ ଜାନୁଆରୀ ୫ ତାରିଖ ଠାରୁ ଆରମ୍ଭ ହୋଇ ୯ ତାରିଖ ଗୁରୁବାର ଉଦଯାପିତ ହୋଇଯାଇଛି l ୧୯୩୯ ମସିହାରେ ଜାନୁଆରୀ ୫ ତାରିଖରେ ବେଜେଲଗେଟ ଗୁଳିରେ ଅର୍ଜୁନ ରାଉତ ଶହୀଦ ହୋଇଥିଲେ l ପରେ ଉତ୍ୟକ୍ତ ଲୋକମାନେ ବାଉଁଶ ଠେଙ୍ଗାରେ ବେଜେଲଗେଟକୁ ବାଡେଇ ବାଡେଇ ହତ୍ୟା କରିଥିଲେ l ପରେ ବିହାରର ଭାଗଲପୁର ଜେଲରେ ରଘୁଦିବାକରଙ୍କ ଫାଶି ଦିଆ ଯାଇଥିଲା l

ଏହି ଶହୀଦ ମାଟିରେ ବୀରମାନଙ୍କର ସ୍ମୃତିକୁ ମନେ ରଖିବା ପାଇଁ ୨୦୦୬ ମସିହା ଠାରୁ ରଣପୁରରେ ମହୋତ୍ସବ ହୋଇ ଆସୁଛି l ଅନ୍ତିମ ଦିବସର ଅପରାହ୍ଣରେ ରଣପୁର ଅଞ୍ଚଳର ଛାତ୍ରଛାତ୍ରୀଙ୍କୁ ନେଇ ଏକ କୁଇଜ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି କୁଇଜ କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ବିରୁପାକ୍ଷ ମହାପାତ୍ର, ଚିତ୍ତରଞ୍ଜନ ଦାଶ, ଅବସରପ୍ରାପ୍ତ ପ୍ରାଧ୍ୟାପକ ବିଜୟ କୁମାର ଜେନା, ଅବସରପ୍ରାପ୍ତ ଶିକ୍ଷକ ହରିହର ନନ୍ଦ ପ୍ରମୁଖ ପରିଚାଳନା କରିଥିଲେ l

ପରେ ବିଭିନ୍ନ ବିଦ୍ୟାଳୟ ତଥା ଅନୁଷ୍ଠାନରୁ ଆସିଥିବା କୁନି କୁନି କଳାକାରଙ୍କୁ ନେଇ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l ଏହା ସହ ଭାରତ ସରକାରଙ୍କ ଆସାମ ବିହୁ ନୃତ୍ୟ, ତ୍ରିପୁରା ନୃତ୍ୟ, ରାଜ୍ୟ ସରକାରଙ୍କ କଣ୍ଡରା ଦରବାର ଆଦି ପରିବେଷଣ କରାଯାଇଥିଲା l ଏହା ସହ ଅର୍ପିତା ଚୌଧୁରୀ ଓ ବିଷ୍ଣୁମୋହନ କବିଙ୍କ ମେଲୋଡି କାର୍ଯ୍ୟକ୍ରମକୁ ଜନସାଧାରଣ ବେଶ ଉପଭୋଗ କରିଥିଲେ l ଉଦଯାପନୀ ଦିବସର ସଭାକାର୍ଯ୍ୟରେ ଅତିଥି ଭାବେ ମହୋତ୍ସବର ସଭାପତି ତଥା ଓଡିଶାର ବାଚସ୍ପତି ସୁରମା ପାଢ଼ୀ,

ରଣପୁର ବିଜ୍ଞାପିତ ପରିଷଦର ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ମହୋତ୍ସବର ଉପସଭାପତି ବିଜୟ କୁମାର ଜେନା, ସଦସ୍ୟ ରାଜକିଶୋର ପଟ୍ଟନାୟକ, ଡ଼. ପ୍ରଶାନ୍ତ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ l ଅତିଥିମାନଙ୍କ ଦ୍ୱାରା ମହୋତ୍ସବର ମୁଖପତ୍ର ପୁସ୍ତକ “ରଣଶ୍ରୀ” ଉନ୍ମୋଚନ କରାଯାଇଥିଲା l ସଙ୍ଗୀତ କଳା ବିଦ୍ୟା ନିକେତନର ଅଧ୍ୟକ୍ଷ ସତ୍ୟ ନାରାୟଣ ମହାପାତ୍ର ଓ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026
ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version