• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମ୍ଭାବିତ ଏ-୧ ଛାତ୍ରଛାତ୍ରୀମାନଙ୍କୁ ସ୍ୱତନ୍ତ୍ର କୋଚିଂ

Proprietor Abhimanyu Maharana by Proprietor Abhimanyu Maharana
January 11, 2025
in ଓଡ଼ିଶା, ପୁରୀ, ହୋମ୍
0
ସମ୍ଭାବିତ ଏ-୧ ଛାତ୍ରଛାତ୍ରୀମାନଙ୍କୁ ସ୍ୱତନ୍ତ୍ର କୋଚିଂ
Share on FacebookShare on TwitterWhatsapp

୧୦ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ  :->  ପୁରୀ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ମାନଙ୍କରେ ଏ-୧ ପାଇବାପାଇଁ ଥିବା ସମ୍ଭାବିତ ଛାତ୍ରଛାତ୍ରୀ ମାନଙ୍କ ବିଭିନ୍ନ ବିଷୟରେ ଅଭିଜ୍ଞ ଓ ଦକ୍ଷ ଶିକ୍ଷକ ଶିକଷୟିତ୍ରୀ ମାନଙ୍କ ଦ୍ଵାରା ସ୍ଵତନ୍ତ୍ର କୋଚିଙ୍ଗ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି କର୍ଯ୍ୟକ୍ରମ ପ୍ରତି ବ୍ଲକ ସ୍ତର ରେ ବି. ଇ. ଓ ,ଡି. ଏନ. ଓ ଓ ନୋଡାଲ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କ ଦ୍ଵାରା ନିର୍ଦ୍ଧାରିତ ଏକ ନିର୍ଦ୍ଧିଷ୍ଟ ବିଦ୍ୟାଳୟ କୁ ସେହି ବ୍ଲକ ର ବିଭିନ୍ନ ବିଦ୍ୟାଳୟ ରୁ ବଛା ଯାଇଥିବା ଛାତ୍ର ଛାତ୍ରୀ ମାନଙ୍କର ଏକ ତାଲିକା ପ୍ରସ୍ତୁତ କରା ସେମାନଙ୍କୁ ନି ଦିନ ଧରି ୮ ରୁ ୧୦ କୋଚିଙ୍ଗ ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଛି ।ଏହି ଦୁଇ ଦିନ ମଧ୍ୟରେ ସମୟ ବଣ୍ଟା ଯାଇ ପ୍ରତ୍ୟେକ ବିଷୟର ପିଲାମାନଙ୍କ ର ଥିବା ସନ୍ଦେହ ସବଜେକଟ ଏକ୍ସପର୍ଟ ମାନଙ୍କ ଦ୍ଵାରା ଦୂରୀକରଣ କରାଯିବ | ପରୀକ୍ଷା କୁ ଭୟ ନ କରି ପ୍ରତି ବିଷୟରେ ଅଧିକ ଭଲ କରିବା ପାଇଁ ବିଭିନ୍ନ ଟିପ୍ସ ଦେବାର ବ୍ୟବସ୍ଥା କରାଯାଇଛି । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ପ୍ରତ୍ୟେକ ବିଦ୍ୟାଳୟ ରୁ ଫର୍ମ ପୂରଣ କରିଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ଯେପରି ୧୦% ଏ-୧ ପାଇବେ ଓ ଉତ୍ତୀର୍ଣ୍ଣ ହାର ୧୦୦% ହେବା ସେଥିପାଇଁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଓ ଜିଲ୍ଲା ଶିକ୍ଷା ଅଧିକାରୀ ଦୀପକ କୁମାର ପାଢ଼ୀ ସହିତ ଅନ୍ୟାନ୍ୟ ଜିଲ୍ଲା ଶିକ୍ଷା ବିଭାଗୀୟ ଅଧିକାରୀ ,

ବିଭିନ୍ନ ବ୍ଲକ ର ବିଇଓ ,ବରିଷ୍ଠ ପ୍ରଧାନ ଶିକ୍ଷକ ଓ ଶିକ୍ଷୟତ୍ରୀ ଏବଂ ଅନ୍ୟାନ୍ୟ ଅଭିଜ୍ଞ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରଚେଷ୍ଟା ଜାରି ରଖିଛନ୍ତି । ଆଜି ସେମାନଙ୍କର ତତ୍ତ୍ଵ ଅବଧାନ ରେ ଆୟୋଜିତ କାର୍ଯ୍ୟ କ୍ରମ ରେ ଜିଲ୍ଲା ଶିକ୍ଷାଧିକାରୀ ,ଅତିରିକ୍ତ ଜିଲ୍ଲା ଅଧିକାରୀ ,ଓ ଅନ୍ୟାନ୍ୟ ଅଭିଜ୍ଞ ବ୍ୟକ୍ତି ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ୧୦-୧୫ ମିନିଟ୍ ପାଇଁ ପରୀକ୍ଷା ସମ୍ବନ୍ଧୀୟ ପ୍ରେରଣା ଦାୟକ ବକ୍ତବ୍ୟ ପ୍ରଦାନ କରିଛନ୍ତି ଓ ପରେ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଅଛି । ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ପ୍ରଚେଷ୍ଟା ରେ ଆରମ୍ଭ କରାଯାଇଥିବା ଏପରି କାର୍ଯ୍ୟକ୍ରମ ଅଭିଭାବକ ଓ ଜନସାଧାରଣଙ୍କ ଦ୍ୱାରା ଉଚ୍ଚ ପ୍ରଶଂସିତ ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version