• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୨ଟି ପର୍ଯ୍ୟାୟରେ ଶିରିଡିରୁ ନାସିକ ଓ ଅଯୋଧ୍ୟାରୁ ବାରଣାସୀ ଯିବେ ୧୯୭ ଲେଖାଏଁ ଯାତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
January 15, 2025
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
୨ଟି ପର୍ଯ୍ୟାୟରେ ଶିରିଡିରୁ ନାସିକ ଓ ଅଯୋଧ୍ୟାରୁ ବାରଣାସୀ ଯିବେ ୧୯୭ ଲେଖାଏଁ ଯାତ୍ରୀ
Share on FacebookShare on TwitterWhatsapp

୧୪ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାରିପଦା  :- ମୟୂରଭଞ୍ଜ ଜିଲ୍ଲାରେ ଚଳିତ ବର୍ଷ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ନେଇ ପ୍ରସ୍ତୁତି ବୈଠକ, ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକଙ୍କ ସଂଯୋଜନା କରିଥିବା ବେଳେ ଜିଲ୍ଲା ପର୍ଯ୍ୟଟନ ଅଧିକାରିଣୀ ଶ୍ରୀମତୀ ସତ୍ୟଭାମା ବେହେରା ବୈଠକ ସଂଚାଳନ କରିଥିଲେ ।

ସୂଚନାନୁସାରେ, ଚଳିତ ବର୍ଷ, ମୟୂରଭଞ୍ଜ ଜିଲ୍ଲାରୁ ଦୁଇଟି ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଦଳ ପ୍ରଥମେ ଶିରିଡି ରୁ ନାସିକ (ତା ୨୭.୦୨.୨୦୨୫ ରିଖ ଠାରୁ ତା ୦୪.୦୩.୨୦୨୫ ରିଖ ପର୍ଯ୍ୟନ୍ତ) ଓ ଅଯୋଧ୍ୟା ରୁ ବାରଣାସୀ (ତା. ୧୮.୦୪.୨୦୨୫ ରିଖ ଠାରୁ ତା ୨୩.୦୪.୨୦୨୫ ରିଖ ପର୍ଯ୍ୟନ୍ତ) ଯାତ୍ରା କରିବେ । ଏହି ଦୁଇଟି ଥରରେ ୧୯୬ ଜଣ ଲେଖାଏଁ ବରିଷ୍ଠ ନାଗରିକ (୬୦ ବର୍ଷରୁ ଉର୍ଦ୍ଧ୍ୱ ୭୫ ବର୍ଷ ବୟସ ପର୍ଯ୍ୟନ୍ତ) ଏହି ଯାତ୍ରାରେ ଭାଗ ନେଇ ପାରିବେ ବୋଲି ସ୍ଥିରୀକୃତ ହୋଇଛି ।

ଏହା ସହିତ ଇଚ୍ଛୁକ ବରିଷ୍ଠ ନାଗରିକ (୭୦ ରୁ ୭୫ ବର୍ଷ ବୟସର ବ୍ୟକ୍ତି ବିଶେଷ) ମାନେ ତାଙ୍କ ସହିତ ଜଣେ କେୟାର ଟେକର ମଧ୍ୟ ନେଇ ପାରିବେ ଏବଂ ସେଥିପାଇଁ ଟଙ୍କା ୧୦,୫୦୦/- ଅଗ୍ରିମ ଦାଖଲ କରିବାକୁ ପଡିବ । ସମସ୍ତ ଆବେଦନ ଅନଲାଇନ ଓ ଅଫଲାଇନ ମାଧ୍ୟମରେ ଗ୍ରହଣ କରାଯିବ ଓ ଏଥିପାଇଁ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ସହିତ ସମସ୍ତ ଆବେଦନକାରୀ ମାନେ ଯୋଗାଯୋଗ କରିପାରିବେ। ପର୍ଯ୍ୟଟନ ଅଧିକାରିଣୀ ଶ୍ରୀମତୀ ବେହେରାଙ୍କ ସୂଚନା ଅନୁସାରେ,

ଏହି ତୀର୍ଥଯାତ୍ରା ପାଇଁ ମୟୁରଭଞ୍ଜରୁ ଚଳିତ ବର୍ଷ ପାଇଁ ୭୨୫ ଜଣ ଆବେଦନ କରିଥିବା ବେଳେ ସେଠି ମଧ୍ୟରୁ ୪୧ଟି ଆବେଦନ ଅସ୍ୱୀକାର ଘୋଷଣା ହୋଈଛି ଓ ୬୭୪ଟି ଆବେଦନ ସ୍ୱୀକାର ହୋଇଅଛି । ସେଥିମଧ୍ୟରୁ ୩୬୫ ଟି ସିଙ୍ଗଲ ଭ୍ୟାଲିଡ଼ ଆପ୍ଲିକେସନ ହୋଇଥିବା ବେଳେ ୩୦୯ଟି କପାଳ ଭ୍ୟାଲିଡ଼ ଆପ୍ଲିକେସନ ବୋଲି ଜଣ ପଡିଛି । ଏହି ପରିପ୍ରେକ୍ଷୀରେ, ଜିଲ୍ଲାପାଳ ଶ୍ରୀ ସୟ, ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିଜ ନିଜ ଦାୟିତ୍ୱ ବିଷୟରେ ଅବଗତ କରାଇବା ସହିତ ଅତିରିକ୍ତ ଜିଲ୍ଲାପାଳଙ୍କ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ସଫଳ ରୂପାୟନ ହେବ ବୋଲି ଆଶା ପ୍ରକଟ କରିଥିଲେ ।

ଏହି ବୈଠକରେ, ଅନ୍ୟ ମାନଙ୍କ ମଧ୍ୟରେ, ଉପଜିଲ୍ଲାପାଳ ଶ୍ରୀ ଈଶ୍ବର ଚନ୍ଦ୍ର ନାଏକ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଦୀପକ ଗୋଚ୍ଛାୟତ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡଃ ବିଜୟ ଜକୁମାର ଦାସ, ଜିଲ୍ଲା ସାମାଜିକ ମଙ୍ଗଳ ଅଧିକାରିଣୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ସିଙ୍କୁ, ଓ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଅନନ୍ତ ପ୍ରସାଦ ସେଠି ପ୍ରମୁଖ ଉପସ୍ଥିତ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

July 22, 2026
ବିଦ୍ୟାଳୟ ପରିଚାଳନା କମିଟି ଗଠିତ

ବିଦ୍ୟାଳୟ ପରିଚାଳନା କମିଟି ଗଠିତ

July 22, 2026
ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା

ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା

July 22, 2026
ପିଠା ପୋଡା ହୁଏ ନାହିଁ ନା ତାର ପୋଡ଼ପିଠା ବାହୁଡାରେ ତିନିରଥରେ ଅର୍ପଣ ହେବ ମା ମାଉସୀମାଙ୍କ ପୋଡପିଠା

ପିଠା ପୋଡା ହୁଏ ନାହିଁ ନା ତାର ପୋଡ଼ପିଠା ବାହୁଡାରେ ତିନିରଥରେ ଅର୍ପଣ ହେବ ମା ମାଉସୀମାଙ୍କ ପୋଡପିଠା

July 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

July 22, 2026
ବିଦ୍ୟାଳୟ ପରିଚାଳନା କମିଟି ଗଠିତ

ବିଦ୍ୟାଳୟ ପରିଚାଳନା କମିଟି ଗଠିତ

July 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version