• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅନୁଗୁଳ

ପୁଣି ଲୁଟିବା ଆରମ୍ଭ କଲା ଟାଟା ପାୱାର TPCODL ବିଦ୍ୟୁତ୍ ବିଭାଗ

Proprietor Abhimanyu Maharana by Proprietor Abhimanyu Maharana
January 16, 2025
in ଅନୁଗୁଳ, ଅପରାଧ, ଓଡ଼ିଶା, କଟକ, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, କେନ୍ଦ୍ରାପଡା, କୋରାପୁଟ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ଜଗତସିଂହପୁର, ଜୀବନଚର୍ଯ୍ୟା, ଝାରସୁଗୁଡା, ଢେଙ୍କାନାଳ, ଦେବଗଡ଼, ଦେଶ, ନବରଙ୍ଗପୁର, ନୟାଗଡ଼ ନିଉଜ୍, ନୂଆପଡ଼ା, ପଂଚାୟତ ନିର୍ବାଚନ, ପୁରୀ, ବରଗଡ଼, ବଲାଙ୍ଗିର, ବାଣିଜ୍ୟ, ବାଲେଶ୍ଵର, ବୌଦ୍ଧ, ଭଦ୍ରକ, ମନୋରଞ୍ଜନ, ମୟୁରଭଞ୍ଜ, ମହାନଗର, ମାଲକାନଗିରି, ଯାଜପୁର, ରାୟଗଡା, ସମ୍ବଲପୁର, ସୁନ୍ଦରଗଡ଼, ସୁବର୍ଣ୍ଣପୁର, ହୋମ୍
0
ପୁଣି ଲୁଟିବା ଆରମ୍ଭ କଲା ଟାଟା ପାୱାର TPCODL ବିଦ୍ୟୁତ୍ ବିଭାଗ
Share on FacebookShare on TwitterWhatsapp

୧୫ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ୱର :->  ଟାଟା ପାୱାର ସଦା ସର୍ବଦା ଉନ୍ନତ ମାନ ର ଉପଭୋକ୍ତା ସେବା ଯୋଗାଇବା ପାଇଁ ତପ୍ତର ….. !!

୧.ଚଳିତ ମାସ ଠାରୁ vision tech କମ୍ପାନୀ ର ମିଟର ଲାଗିଥିବା ଉପଭୋକ୍ତା ଙ୍କ ବିଦ୍ୟୁତ୍ ବିଲ୍ ଗୁଡ଼ିକୁ ମିଟର ଖରାପ ଦର୍ଶାଇ average ବିଲ୍ ପ୍ରଦାନ କରାଯାଉଛି ।

୨.vision tech ମିଟର ବଦଳ ରେ ଲାଗିବ smart meter ବା pre paid ମିଟର ଯାହାକୁ କୁ ଉପଭୋକ୍ତା ଙ୍କୁ ଆଗୁଆ recharge କରିବାକୁ ପଡ଼ିବ ନଚେତ୍ ମିଟର ଭିତରେ ନାଲି ବଲ୍ ଜଳୁଥିବ ଘର ସମ୍ପୂର୍ଣ୍ଣ ଅନ୍ଧାର ଥିବ l

୩.ନୂଆ ମିଟର ର ମୂଲ୍ୟ କୁ ଉପଭୋକ୍ତା ଦେବେ ଯାହା ପାଖା ପାଖି 7 ହଜାର ଟଙ୍କା ପଡ଼ି ପାରେ ।

୪. ମିଟର ଲାଗିବା ପରେ ଯାହା ବି ପୂର୍ବ ବକେୟା ଅଛି ତାକୁ ସମ୍ପୂର୍ଣ୍ଣ ଦେବା ପରେ ହିଁ ନୂଆ recharge କରି ହବ ।

୫.ଶୀତ ଦିନ ରେ ବିଲ୍ average ହେଇ ଥିବାରୁ ଖରା ଦିନ ରେ ନିଶ୍ଚିତ ବ୍ୟବହାର ବଢିବା ସହିତ ବିଲ୍ ବୃଦ୍ଧି ହବ । ତେଣୁ ପୂର୍ବ ୬ ମାସ ବିଲ୍ କୁ ହିସାବ କୁ ନେଲେ ଶୀତ ଦିନେ କମ୍ ବ୍ୟବହାର ଥିଲେ ମଧ୍ୟ ଖରା ଦିନ ର ଯେତିକି ଆସିବ ସେଇ ଅନୁସାରେ ପୂର୍ବ ପଇସା ଦେବେ ।ତେଣୁ ଜାଗୋ ଗ୍ରାହକ ଜାଗୋ.. 

ଅଧିକ ବିବରଣୀ ସହିତ ସତ୍ୟାସତ୍ୟ ଅନୁସନ୍ଧାନ ପାଇଁ ଆପଣଙ୍କ ନିକଟସ୍ଥ ବିଦ୍ୟୁତ୍ ଅଫିସ ସହିତ ଯୋଗାଯୋଗ କରନ୍ତୁ l ଏହି MSG କୁ ଅଣଦେଖା କରୁଥିବା ଉପଭୋକ୍ତା ଙ୍କ ପାଇଁ ସୂଚନା ଆପଣ ମାନଙ୍କ ପାଳି ଚଳିତ ମାର୍ଚ୍ଚ ମାସ ପୂର୍ବ ରୁ ମଧ୍ୟ ପଡିପାରେ । ଟାଟା ଉପୋଭକ୍ତା ମାନଙ୍କୁ ଲୁଟିବା ଆରମ୍ଭ କରିଦେଲେଣି ,ସ୍ୱର୍ ଉଠାନ୍ତୁ ନଚେତ୍ ଲୁଟ୍ ର ଶିକାର ସୁନିଶ୍ଚିତ ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
“କଳାକ୍ଷେତ୍ର”ର ରାଜ୍ୟମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲାରେ “କଳାକ୍ଷେତ୍ର ଗାଁ” ପ୍ରତିଷ୍ଠା ଲାଗି ପ୍ରସ୍ତାବିତ କାର୍ଯ୍ୟକ୍ରମ

“କଳାକ୍ଷେତ୍ର”ର ରାଜ୍ୟମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲାରେ “କଳାକ୍ଷେତ୍ର ଗାଁ” ପ୍ରତିଷ୍ଠା ଲାଗି ପ୍ରସ୍ତାବିତ କାର୍ଯ୍ୟକ୍ରମ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version