• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

1990 ମସିହା ମାଟ୍ରିକ ବ୍ୟାଚର ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ ଅନୁଷ୍ଠିତ : ଫେବୃଆରୀ 14 ରେ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହେଵ 

Proprietor Abhimanyu Maharana by Proprietor Abhimanyu Maharana
January 17, 2025
in ଓଡ଼ିଶା, ପୁରୀ, ହୋମ୍
0
1990 ମସିହା ମାଟ୍ରିକ ବ୍ୟାଚର ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ ଅନୁଷ୍ଠିତ : ଫେବୃଆରୀ 14 ରେ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହେଵ 
Share on FacebookShare on TwitterWhatsapp

୧୭ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଗୋପ :- ପୂର୍ବବର୍ଷ ପରି ଚଳିତ ବର୍ଷ ମଧ୍ୟ ଗୋପ ନିଗମାନନ୍ଦ ହାଇସ୍କୁଲ ଓ ଗୋପ ବାଳିକା ବିଦ୍ୟାଳୟ ର 1990 ମସିହାର ମାଟ୍ରିକ ବ୍ୟାଚ ର ଏକ ମିଳିତ ସହଯୋଗରେ ଏକ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏଥର ବନ୍ଧୁମିଳନ କାର୍ଯ୍ୟକ୍ରମ ଟି କୁସୁପୁର ସ୍ଥିତ ଆକାଶୀ ତୋଟା ରେ ମହାସମାରୋହ ରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ଶତାଧିକ ବାଳିକଓ ବାଳକାମାନେ ଅଂଶ ଗ୍ରହଣ କରିଥିଲେ l ନିଗମାନନ୍ଦ ହାଇସ୍କୁଲ ଓ ଗୋପ ବାଳିକା ବିଦ୍ୟାଳୟ ର ପୁରାତନ ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ଚଳିତ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା l

ସର୍ବସମ୍ମତି କ୍ରମେ ସଭାପତି ପଦବୀ ପାଇଁ ବାଳିକା ବିଭାଗ ପକ୍ଷରୁ ଜୟନ୍ତୀ ବାରିକଙ୍କ ଚୟନଙ୍କୁ କରାଯାଇଥିବା ସ୍ଥଳେ କାର୍ଯକାରୀ ସଭାପତି ଭାବେ ମିଲନ କୁମାର ମହାନ୍ତିଙ୍କୁ ଚୟନ କରାଯାଇଥିଲା l ଠିକ ସେହିପରି ସମ୍ପାଦକ ଭାବେ ଡ଼.ଭବାନୀ ଶଙ୍କର ସାମନ୍ତରାୟ ଆଉ କୋଷାଧକ୍ଷ ଭାବେ ସନତ କୁମାର ସେନାପତି ଙ୍କୁ ଚଳିତ ବର୍ଷ ପାଇଁ ଚୟନ କରାଯାଇଥିଲା l ଉକ୍ତ ବନ୍ଧୁମିଳନ କୁ ସଚ୍ଚିଦାନନ୍ଦ ଗୋଛାୟତ,ପ୍ରଦୀପ୍ତ କୁମାର ସିଂ, ବୈଲୋଚନ ସାହୁ, ରତ୍ନାକର ସେଠି ପ୍ରଭୁତି ଙ୍କ ନେତୃତ୍ୱରେ ଶତାଧିକ ଛାତ୍ର ଏକାଠି ହୋଇଥିଲେ l

ଏଥିରେ ଛାତ୍ର ଛାତ୍ରୀ ମାନେ ଏକାଠି ହୋଇ ସ୍କୁଲ ସମୟର ଅଭୁଲା ସ୍ମୃତି କୁ ବଖାଣି ଥିଲେ l ବର୍ତମାନ ସାମ୍ପ୍ରତିକ ସମସ୍ୟା ଉପରେ ଆଲୋଚନା କରିବା ସହିତ ଆସନ୍ତା ଫେବୃଆରୀ 14 ରେ ଏକ ମେଘା ରକ୍ତଦାନ ଶିବିର ର ଆୟୋଜନ କରାଯିବ l ବିଦ୍ୟାଳୟ ରେ ବିଭିର୍ଣ୍ଣ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ମେଧାବୀ ଛାତ୍ର ଛାତ୍ରୀ ଙ୍କୁ ପ୍ରୋତ୍ସାହନ ପ୍ରଦାନ କରିବା ପାଇଁ ଏକ ଲିଖିତ ଚୁକ୍ତିନାମା ସ୍ଵାକ୍ଷର ହୋଇଥିଲା l ଠିକ ସେହିପରି ଆସନ୍ତା ବୁଧୁବାର ରାତ୍ରିରେ ଅସହାୟ ବ୍ୟକ୍ତି ବିଶେଷ ଙ୍କୁ ଅନୁଷ୍ଠାନ ପକ୍ଷରୁ କମ୍ବଳ ପ୍ରଦାନ କରାଯିବ l ସେହିମାନଙ୍କୁ ଯେଉଁମାନେ ରାସ୍ତା କଡରେ ରାତ୍ରିଯାପନ କରୁଥିବେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026
ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version