• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମନ୍ୱିତ କୃଷି ପ୍ରଣାଳୀ ଚାଷୀଙ୍କ ଆୟକୁ ବହୁ ଗୁଣିତ କରୁଛି : ବ୍ରଜବଲ୍ଲଭପୁର ଓ ନାଟୁଗାଁରେ ଜଳ ବିଭାଜିକା ଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
January 23, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ସମନ୍ୱିତ କୃଷି ପ୍ରଣାଳୀ ଚାଷୀଙ୍କ ଆୟକୁ ବହୁ ଗୁଣିତ କରୁଛି  : ବ୍ରଜବଲ୍ଲଭପୁର ଓ ନାଟୁଗାଁରେ ଜଳ ବିଭାଜିକା ଯାତ୍ରା
Share on FacebookShare on TwitterWhatsapp

23 ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍)  ନୟାଗଡ଼ :- ନୟାଗଡ଼ ଜିଲ୍ଲାରେ ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଦ୍ୱାରା ସଦରବ୍ଲକ ଘଡ଼ୁଆଳ ପଞ୍ଚାୟତ ବ୍ରଜବଲ୍ଲଭପୁର ଗାଁରେ ଜଳ ବିଭାଜିକା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ କାଳୀଚରଣ ବେହେରା ଉପସ୍ଥିତ ରହିଥିଲେ । ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟରେ ଜଳ ବିଭାଜିକା ମାଧ୍ୟମରେ କ୍ଷେତ ପୋଖରୀ ଖନନ ଦ୍ୱାରା ଭୂତଳ ଜଳସ୍ତର ବୃଦ୍ଧି ପାଉଥିବା କହିଥିଲେ ।

ତତସହିତ ଚାଷୀମାନଙ୍କ ଆୟ ସମନ୍ୱିତ କୃଷି ପ୍ରଣାଳୀ ମାଧ୍ୟମରେ ବହୁ ଗୁଣିତ ହେଉଥିବା କହିଥିଲେ । ଜୈବିକ ପଦ୍ଧତୀରେ ଫସଲ କରି ଆମେ ଖାଇବାକୁ ଗୁରୁତ୍ୱ ଦେଇଥିଲେ । ସମ୍ମାନିତ ଅତିଥି ଶ୍ରୀଯୁକ୍ତ ପଟ୍ଟନାୟକ ତାଙ୍କ ବକ୍ତବ୍ୟରେ ଜଳ ବିଭାଜିକା ଏକ ଚାଷ କ୍ଷେତ୍ରରେ ଆନ୍ଦୋଳନରେ ପରିଣତ ହୋଇଥିବା କହିଥିଲେ । ଚାଷୀଙ୍କୁ ସ୍ୱାବଲମ୍ବୀ କରିବାକୁ ସେ ଗୁରୁତ୍ୱ ଦେଇଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ପ୍ରତିଯୋଗୀତାରେ କୃତ୍ତିତ୍ୱ ଅର୍ଜ୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ।

ସେହିଭଳି ଭାବେ ବିଭିନ୍ନ ସ୍ଥାନରେ ରହିଥିବା ଅଣୁ ଜଳବିଭାଜିକା କାର୍ଯ୍ୟକର୍ତ୍ତାଙ୍କୁ ଅତିଥିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମ ସ୍ଥାନରେ ବୃକ୍ଷରୋପଣ କରାଯାଇଥିଲା । ସେହିଭଳି ଭାବେ ନାଟୁଗାଁଠାରେ ମଧ୍ୟ ଜଳ ବିଭାଜିକା ଯାତ୍ରା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟ ସୁବାଷ ଚନ୍ଦ୍ର କହଁର, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ସୈାମ୍ୟ ରଞ୍ଜନ ଶତପଥି ଉପସ୍ଥିତ ରହିଥିଲେ । ଉଭୟ କାର୍ଯ୍ୟକ୍ରମରେ ଶତାଧିକ ଚାଷୀ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉତ୍ସାହିତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

October 1, 2026
ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

October 1, 2026
ଫୁଲନଖରା – ନିଆଳି ମାଧବ ରାଜ୍ୟ ରାଜପଥର ଦୂରାବସ୍ଥା ନେଇ ବିଜେଡ଼ି ପକ୍ଷରୁ ରାସ୍ତାରୋକ

ଫୁଲନଖରା – ନିଆଳି ମାଧବ ରାଜ୍ୟ ରାଜପଥର ଦୂରାବସ୍ଥା ନେଇ ବିଜେଡ଼ି ପକ୍ଷରୁ ରାସ୍ତାରୋକ

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version