• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

୬୮ କେଜି ଗଞ୍ଜେଇ ସହ ଦୁଇ କାର ଜବତ : ୪ଅଭିଯୁକ୍ତ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
January 23, 2025
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
୬୮ କେଜି ଗଞ୍ଜେଇ ସହ ଦୁଇ କାର ଜବତ : ୪ଅଭିଯୁକ୍ତ ଗିରଫ
Share on FacebookShare on TwitterWhatsapp

୨୩ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲୁଗାଁ  :- ବାଲୁଗାଁ ଅବକାରୀ ବିଭାଗ ଏବଂ ଖୋର୍ଦ୍ଧା ମୋବାଇଲ ସ୍କ୍ୱାର୍ଡ ଗୁରୁବାର ୧୬ ନଂ ଜାତୀୟ ରାଜପଥର ନାଚୁଣୀ ଓଭର ବ୍ରିଜ ଏବଂ ଖୋର୍ଦ୍ଧା ମେଡିକାଲ ଛକ ନିକଟରୁ ଦୁଇଟି କାର ଯୋଗେ ଚୋରା ଚାଲାଣ ହେଉଥିବା ୬୮ ଗଞ୍ଜେଇ ଜବତ କରିବା ସହ ସମ୍ପୃକ୍ତ ୪ ଜଣ ବ୍ୟବସାୟୀଙ୍କୁ ଗିରଫ କରିଛନ୍ତି l ସେମାନେ ହେଲେ କନ୍ଧମାଳ ଅଞ୍ଚଳର ସୁଶାନ୍ତ ବିନ୍ଧାଣି (୪୦), ରଂଜିତ ଭୋଇ (୨୪), ସଚ୍ଚିଦାନନ୍ଦ ନାଗ ( ୩୦) ଏବଂ ଆଶୁତୋଷ ମହାକୁଢ଼ ( ୨୦) l
ଖବର ନେବାରେ ଜଣାଯାଇଛି, ଖୋର୍ଦ୍ଧା ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀଙ୍କ ନିର୍ଦେଶକ୍ରମେ ଟାଙ୍ଗୀ ରେଞ୍ଜ ନିରୀକ୍ଷକ ରାଧାକାନ୍ତ ଭୋଇଙ୍କ ତତ୍ୱାବଧାନରେ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲି ସଦଳେବେଳେ ଗୁରୁବାର ବାଲୁଗାଁ ଠାରୁ ନାଚୁଣୀ ମଧ୍ୟରେ ରାଜପଥରେ ପେଟ୍ରୋଲିଂ କରୁଥଲେ l ମଧ୍ୟାହ୍ନ ପ୍ରାୟ ସାଢେ ୧୨ ସମୟରେ ନାଚୁଣୀ ଓଭର ବ୍ରିଜ ଠାରେ ଅବକାରୀ ଟିମକୁ ଦେଖି ଓଡି ୦୨ ବି ଏଫ ୩୬୮୬ ନମ୍ବର ବିଶିଷ୍ଟ ନାଲି ରଙ୍ଗର ଏକ କିଆ ସେଲଟସ କାର ଡ୍ରାଇଭର ଏବଂ ବସିଥିବା ଅନ୍ୟ ଜଣେ ଯୁବକ ଗାଡି ରଖି ଦୌଡ଼ିଥିଲେ l ଅବକାରୀ ଟିମ ଗୋଡ଼ାଇ ସେମାନଙ୍କୁ କାବୁ କରିବାରେ ସଫଳ ହୋଇଥିଲେ l

କାରକୁ ତାଲାସିବାରେ ମଝି ସିଟ ତଳୁ ୪୫ କେଜି ଓଜନର ଦୁଇ ବସ୍ତା ଗଞ୍ଜେଇ ମିଳିଥିଲା l ସମ୍ପୃକ୍ତ ଡ୍ରାଇଭରକୁ ପଚରାଉଚରା କରାଯିବାରେ ଆଉ ଏକ କାରରେ ଗଞ୍ଜେଇ ଚାଲାଣ ନେଇ ସୂଚନା ମିଳିଥିଲା l ସଙ୍ଗେ ସଙ୍ଗେ ଖବର ପାଇ ଅବକାରୀ ମୋବାଇଲ ସ୍କ୍ୱାର୍ଡ ଖୋର୍ଦ୍ଧା ମେଡିକାଲ ଛକ ନିକଟରୁ ଓ ଡ଼ି ୦୨ସି ବି ୦୨୬୬ ନମ୍ବର ଏକ ଧଳା ରଙ୍ଗର ସ୍ବିଫ୍ଟ ଡିଜାୟାର କାରକୁ ଅଟକାଇ ଅନୁରୂପ ଭାବେ ୨୩ କେଜି ଗଞ୍ଜେଇ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଥିଲେ l

ସେମାନଙ୍କ ଠାରୁ ଦୁଇଟି କାର ସମେତ ମୋଟ ୬୮ କେଜି ଗଞ୍ଜେଇ ଏବଂ ୫ଟି ମୋବାଇଲ ଫୋନ ଜବତ କରାଯାଇଛି l ବାଲୁଗାଁ ଅବକାରୀ ବିଭାଗ କେଶ ନଂ ୨୩୧ /୨୫ ଏବଂ ମୋବାଇଲ ସ୍କ୍ୱାର୍ଡ କେଶ ନଂ ୨୨୫/୨୫ ରେ ଦୁଇଟି ମାମଲା ରୁଜୁ କରି ୪ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି l ଏହି ଚଢ଼ାଉରେ ମୋବାଇଲ ସ୍କ୍ୱାର୍ଡ ଉପ ନିରୀକ୍ଷକ ସୁଜିତ ନାଗ, ଜିତେନ୍ଦ୍ର ହେମ୍ରମ, ବାଲୁଗାଁ ଅବକାରୀ ବିଭାଗ ଏ ଏସ ଆଇ ସଞ୍ଜୟ ସୁବୁଦ୍ଧି, ଆଶିଷ ପ୍ରଧାନ, ତୁଷାରକାନ୍ତ ଚମ୍ପତ୍ତି, ଚିନ୍ମୟୀ ଦାସ ଏବଂ କାଳୁ ପ୍ରଧାନ ସାମିଲ ହୋଇଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version