• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପିଲାଙ୍କ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଡାବର ଚୱନପ୍ରାଶର ଜାତୀୟ ସ୍ତରୀୟ କ୍ୟାମ୍ପେନ

Proprietor Abhimanyu Maharana by Proprietor Abhimanyu Maharana
January 27, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ପିଲାଙ୍କ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଡାବର ଚୱନପ୍ରାଶର ଜାତୀୟ ସ୍ତରୀୟ କ୍ୟାମ୍ପେନ
Share on FacebookShare on TwitterWhatsapp

୨୬ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ୱର :- ଭବିଷ୍ୟତ ପିଢିର ସ୍ୱାସ୍ଥ୍ୟକୁ ସୁରକ୍ଷିତ ରଖିବା ପାଇଁ ନିଜର ପ୍ରତିବଦ୍ଧତାର ଅଂଶ ଭାବେ ଡାବର ଚୱନପ୍ରାଶ ବିଶାଳ ସଚେତନତା ଅଭିଯାନର ଶୁଭାରମ୍ଭ କରିଛି ଯାହା ଦେଶବ୍ୟାପୀ ଅଣସଂରକ୍ଷିତ ଓ ଅବହେଳିତ ଶିଶୁମାନଙ୍କ ସ୍ୱାସ୍ଥ୍ୟକୁ ସୁରକ୍ଷିତ ରଖିବା ପାଇଁ ଲକ୍ଷ୍ୟ ରଖିଛି । ଏହି ଅଭିଯାନ ଅଧିନରେ ଡାବର ଚୱନପ୍ରାଶ ଜଣେ ପ୍ରତିଷ୍ଠିତ ଡାକ୍ତରଙ୍କ ସହ ରୋଗ ପ୍ରତିରୋଧକ ଶକ୍ତି ସଚେତନତା ଅଧିବେଶର ପରିଚାଳନା କରିବ । ଏହା ସାଧାରଣ ବ୍ୟାକ୍ଟେରିଆ ଓ ଭାଇରସ ଏବଂ ପରିବର୍ତିତ ଋତୁ କାରଣରୁ ହେଉଥିବା ଅସୁସ୍ଥତା ବିରୋଧରେ ଲଢିବା ପାଇଁ ଏକ ମଜବୁତ ରୋଗ ପ୍ରତିରୋଧକ ଶକ୍ତି ଗଠନ କରିବାର ଆବଶ୍ୟକତା ସମ୍ପର୍କରେ ପିଲାମାନଙ୍କୁ ସଚେତନ କରିବ ।

ୟୁନିଟ-୩, ଖାରବେଳ ନଗରର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୨୫୦ରୁ ଅଧିକ ପିଲାଙ୍କ ପାଇଁ ଏକ ସ୍ୱତନ୍ତ୍ର ଅଧିବେଶନର ପରିଚାଳନା କରାଯିବା ସହିତ ଏହି ଅଭିଯାନକୁ ଆଜି ପାଟନାରେ ଶୁଭାରମ୍ଭ କରାଯାଇଛି । ଏହି ଅଧିବେଶନ ଶୀତ ଦିନରେ ଅସୁସ୍ଥତା ବିରୋଧରେ ଲଢିବା ପାଇଁ ପିଲାମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଲକ୍ଷ୍ୟ ରଖିଥିଲା । ପିଲାମାନେ ମଧ୍ୟ ସାଧାରଣ ସ୍ୱଚ୍ଛତା ଓ ଏକ ପୋଷଣଯୁକ୍ତ ଆହାର ମାଧ୍ୟମରେ ନିଜର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ମାଧ୍ୟମଗୁଡିକ ସମ୍ପର୍କରେ ସଚେତନ ହୋଇଥିଲେ ।

ଚୱନପ୍ରାଶ ହେଉଛି ଏକ ୩୦୦୦ ବର୍ଷ ପୁରୁଣା ଓ ସୁପରିଚିତ ଆୟୁର୍ବେଦିକ ଫର୍ମୁଲେଶନ ଯାହାକୁ ରୋଗ ପ୍ରତିରୋଧକ ଶକ୍ତି ବଢାଇବା ପାଇଁ ବ୍ୟବହାର କରାଯାଏ ଏବଂ ଏହା ଥଣ୍ଡା , କାଶ ଭଳି ଦୈନନ୍ଦିନ ସାଧାରଣ ସଂକ୍ରମଣଗୁଡିକ ବିରୋଧରେ ସୁରକ୍ଷା ପ୍ରଦାନ କରିବାରେ ସାହାଯ୍ୟ କରିଥାଏ । ଡାବର ଚୱନପ୍ରାଶରେ ‘ରସାୟନ’ ଔଷଧି ରହିଛି ଯାହା ଏହାର ଇମ୍ୟୁନୋମୋଡୁଲେଟୋରି ପ୍ରଭାବଗୁଡିକ ମାଧ୍ୟମରେ ବିଭିନ୍ନ ପ୍ରକାରର ସଂକ୍ରମଣକୁ ରୋକିବାରେ ସାହାଯ୍ୟ କରିଥାଏ । ଏହି ଅବସରରେ ଡାବର ଇଣ୍ଡିଆ ଲିମିଟେଡର ହେଲ୍‌ଥ ସପ୍ଲିମେଂଟସ ବିଭାଗର ମାର୍କେଟିଂ ମୁଖ୍ୟ ଅମିତ ଗର୍ଗ କହିଛନ୍ତି,

“ଡାବର ଚୱନପ୍ରାଶ ୧୦୦ ବର୍ଷରୁ ଅଧିକ ସମୟ ହେବ ମଜବୁତ ରୋଗ ପ୍ରତିରୋଧକ ଶକ୍ତି ହାସଲ କରିବା ପାଇଁ ପ୍ରତ୍ୟେକ ଭାରତୀୟଙ୍କୁ ସହଯୋଗ କରିବା ଲାଗି ପ୍ରତିବଦ୍ଧ ରହିଛି । ଏହି ଅଭିଯାନ ଉକ୍ତ ପ୍ରତିବଦ୍ଧତା ଦିଗରେ ଏକ ଅଗ୍ରଗାମୀ ପଦକ୍ଷେପ । ଏହି ଅଭିଯାନ ମାଧ୍ୟମରେ ଆମେ ପିଲାମାନଙ୍କୁ ଚୱନପ୍ରାଶ ପ୍ରଦାନ କରିବା ବ୍ୟତୀତ ରୋଗ ପ୍ରତିରୋଧକ ଶକ୍ତିର ମହତ୍ୱକୁ ଆଲୋକପାତ କରି ଅଣସଂରକ୍ଷିତ ପିଲାମାନଙ୍କୁ ସୁରକ୍ଷା ପ୍ରଦାନ କରିବା ପାଇଁ ପ୍ରୟାସ କରିବୁ ।” ଡଃ ବିନୋଦ କୁମାର ଉପାଧ୍ୟାୟ କହିଛନ୍ତି, “ଋତୁକାଳିନ ପରିବର୍ତନ ସମୟରେ ତାପମାତ୍ରାରେ ହଠାତ ପରିବର୍ତନ ଆସିଥାଏ, ଯାହା ଥଣ୍ଡା, କାଶ ଓ ଫ୍ଲୁ ଭଳି ଅନେକ ରୋଗ ସୃଷ୍ଟି କରିଥାଏ ।

ଡାବର ଚୱନପ୍ରାଶ ହେଉଛି ପରିବର୍ତିତ ଜଳବାୟୁ ଚକ୍ରରେ ଜଣେ ବ୍ୟକ୍ତିଙ୍କ ରୋଗ ପ୍ରତିରୋଧକ ଶକ୍ତି ଆବଶ୍ୟକତାକୁ ବୃଦ୍ଧି କରିବା ପାଇଁ ଏକ ପ୍ରଭାବୀ ସମାଧାନ ।” ଏହି କ୍ୟାମ୍ପେନ ଅଧିନରେ ଡାବର ଚୱନପ୍ରାଶ ଭାରତର ଆଗ୍ରା, ବାରାଣସୀ, ଗୋରଖପୁର, ଲକ୍ଷ୍ନୌ, ଉଦୟପୁର, ଜୟପୁର, ଭୁବନେଶ୍ୱର, କୋଲ୍‌କାତା, ସିଲିଗୁଡି, ପାଟନା, ଗୟା, ଇନ୍ଦୋର, ରାୟପୁର, ପୁନେ, ଔରଙ୍ଗାବାଦ, ରାଂଚି, ବେଙ୍ଗାଲୁରୁ, ମୁମ୍ବାଇ, ନାସିକ, ନାଗପୁର, ଗ୍ୱାଲିୟର ଓ ଚଣ୍ଡୀଗଡ ଆଦି ୨୨ଟି ସହରର ଅଗ୍ରଣୀ ଏନ୍‌ଜିଓଗୁଡିକ ସହ ସହଭାଗିତା କରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version