• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାଧାରଣତନ୍ତ୍ର ଦିବସ ଅବସରରେ ରାଜ ଭବନରେ ଆଟ୍‌-ହୋମ୍‌ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
January 27, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସାଧାରଣତନ୍ତ୍ର ଦିବସ ଅବସରରେ ରାଜ ଭବନରେ ଆଟ୍‌-ହୋମ୍‌ ଅନୁଷ୍ଠିତ
Share on FacebookShare on TwitterWhatsapp

୨୭ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ୱର :- ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ତା୨୬.୦୧.୨୦୨୫ରିଖ ଅପରାହ୍ନରେ ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟିଙ୍କ ସୌଜନ୍ୟରେ ରାଜଭବନଠାରେ ଆଟ୍‌-ହୋମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟପାଳଙ୍କ ଆମନ୍ତ୍ରଣ କ୍ରମେ ସମାଜର ବିଭିନ୍ନ ବର୍ଗର ବିଶିଷ୍ଟ ବ୍ୟକ୍ତିବିଶେଷ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ ।

ମାନ୍ୟବର ରାଜ୍ୟପାଳଙ୍କ ସହଧର୍ମିଣୀ ତଥା ରାଜ୍ୟର ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ଭମ୍‌ପାଟି, ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସହଧର୍ମିଣୀ ଡ. ପ୍ରିୟଙ୍କା ମାର୍ଣ୍ଡି, ଓଡ଼ିଶା ହାଇକୋର୍ଟର ମାନ୍ୟବର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଶ୍ରୀ ଜଷ୍ଟିସ୍ ଅରିନ୍ଦମ ସିହ୍ନା ଓ ସହଧର୍ମିଣୀ ଶ୍ରୀମତୀ ସୋମା ସିହ୍ନା, ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ।

ଏତଦ୍‌ବ୍ୟତୀତ ଓଡ଼ିଶା ହାଇକୋର୍ଟର ମାନ୍ୟବର ନ୍ୟାୟମୂର୍ତ୍ତି ବୃନ୍ଦ, ମାନ୍ୟବର ସାଂସଦ ଓ ବିଧାୟକ, ସ୍ୱାଧୀନତା ସଂଗ୍ରାମୀ, ପଦ୍ମପୁରସ୍କାର ବିଜେତା, ରାଜନୈତିକ ଦଳର କର୍ମକର୍ତ୍ତା ବ୍ୟକ୍ତି ବିଶେଷ, ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ, କ୍ରୀଡ଼ାବିତ୍‌, ସାରସ୍ୱତ ସ୍ରଷ୍ଟା, କଳାକାର,

ପିଭିଟିଜି ବର୍ଗର ବ୍ୟକ୍ତି ବିଶେଷ, ସରକାରଙ୍କ ବିଭିନ୍ନ ଯୋଜନାର ହିତାଧିକାରୀ ଓ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଆଟ୍‌-ହୋମ୍ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଏହି ଅବସରରେ ରାଜ୍ୟପାଳ ଡ. କମ୍ଭମ୍‌ପାଟି ବିଭିନ୍ନ ବର୍ଗର ଅତିଥିମାନଙ୍କ ସହିତ ଭାବବିନିମୟ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

September 29, 2026
ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା

ଐତିହାସିକ ବାଲିଯାତ୍ରା-୨୦୨୬ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ପ୍ରସ୍ତୁତି ଜୋରଦାର,୮୦ ଟି ଖାଦ୍ୟ ଷ୍ଟଲ ବ୍ୟବସ୍ଥା

September 29, 2026
ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

ହୀରାକୁଦ ଜଳଭଣ୍ଡାରରୁ ୨୮ ଟି ଗେଟ ଖୋଲା ଗଲା,ମହାନଦୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବେଶ, ସତର୍କତା ସଂକେତ

September 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

September 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version