• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜୀବିକା ମିଶନ ଇସି ସଂଘ ପକ୍ଷରୁ ଉପ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

Proprietor Abhimanyu Maharana by Proprietor Abhimanyu Maharana
January 29, 2025
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଜୀବିକା ମିଶନ ଇସି ସଂଘ ପକ୍ଷରୁ ଉପ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର
Share on FacebookShare on TwitterWhatsapp

୨୮ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ହିଞ୍ଜିଳିକାଟୁ  :- ନିଖିଳ ଓଡ଼ିଶା ଜୀବିକା ମିଶନ ଇସି ସଂଘ ହିଞ୍ଜିଳିକାଟୁ ଶାଖା ପକ୍ଷରୁ ମଙ୍ଗଳବାର ଜୀବିକା ମିଶନ ଓ ମିଶନ ଶକ୍ତିର ତୃଣ ମୂଳ ସ୍ତରରେ ଥିବା ଇସି ସଦସ୍ୟାଙ୍କ ରିଷ୍ଟ୍ରକ୍ଚରିଂ ବନ୍ଦ,ସ୍ଥାୟୀ ନିଯୁକ୍ତି ଓ ଅନ୍ୟାନ୍ୟ ପ୍ରସଙ୍ଗକୁ ନେଇ ପୌର ପରିଷଦ ଓ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ମାନନୀୟା ଉପ ମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି, ମହିଳା ଓ ଶିଶୁ ବିକାଶ ଓ ପର୍ଯ୍ୟଟନ ବିଭାଗ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଉପଲକ୍ଷେ ସଂଘ ତରଫରୁ ହିଞ୍ଜିଳିକାଟୁ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରୁ ଏକ ବିଶାଳ ରାଲି ଆରମ୍ଭ ହୋଇ ସହର ପରିକ୍ରମା କରିଥିଲେ ।

ମିଶନ ଶକ୍ତି ମହିଳା ମାନେ ପୌର ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଉପ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୧ ଦଫା ସମ୍ବଳିତ ଏକ ଦାବିପତ୍ର ପୌର କାର୍ଯ୍ଯ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରାଙ୍କୁ ପ୍ରଦାନ କରିଥିଲେ। ସେଠାରୁ ମିଶନ ଶକ୍ତି ମହିଳା ମାନେ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟରେ ପହଞ୍ଚି ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ ଗାଙ୍ଗି ସୁବୁଦ୍ଧି ଓ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟଜ୍ୟୋତି ସ୍ମୁତି ରଞ୍ଜନ ଦେଓଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।

ସେମାନଙ୍କ ଦାବି ହେଲା ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଥିବା ଇସି ମାନେ ଗତ ୨୦୦୦ ମସିହା ଠାରୁ ୨୦୧୯ ପର୍ଯ୍ୟନ୍ତ କୌଣସି ଭତ୍ତା ନ ପାଇ ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସଂଗଠିତ କରି ଆର୍ଥିକ ପରିଚାଳନାରେ ତାଲିମ ଓ ପ୍ରୋତ୍ସାହନ ଦେବା ଭଳି ବିଭିନ୍ନ ସେବାରେ ତାଲିମ ପ୍ରାପ୍ତ ଅଟନ୍ତି। କିନ୍ତୁ ଗତ ୨୦୨୪ ସେପ୍ଟେମ୍ବର ମାସ ଠାରୁ ଏଯାବତ୍ କୌଣସି ଭତ୍ତା ମିଳି ନ ଥିଲା ବେଳେ ନୂତନ ସରକାର ଦାୟିତ୍ଵ ଗ୍ରହଣ କରିବା ପରେ ଉପ ମୁଖ୍ୟମନ୍ତ୍ରୀ ଜିପିଏଲଏଫ୍ ଓ ସିଇଲ୍ଏଫ୍ ଙ୍କ ପାଇଁ ରିଷ୍ଟ୍ରକ୍ଚରିଂ ବ୍ୟବସ୍ଥା ଲାଗୁ କରିବାକୁ ଘୋଷଣା କରିଛନ୍ତି। ଏହା ଦ୍ବାରା କର୍ମଜୀବୀ ମହିଳା ମାନେ ସ୍କୁଟର ଋଣ ଓ ଅନ୍ୟାନ୍ୟ ସାମାଜିକ ସୁରକ୍ଷାର ସମ୍ମୁଖୀନ ହେବେ।

ତେଣୁ ରିଷ୍ଟ୍ରକ୍ଚରିଙ୍ଗ ବ୍ୟବସ୍ଥା ବନ୍ଦ କରିବା, ସ୍ଥାୟୀ ନିଯୁକ୍ତି ଦେବା, ସ୍କିମ୍ ୱର୍କରଙ୍କୁ ୱାର୍କର ମାନ୍ୟତା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ବୀମା ସୁବିଧା, ସରକାରଙ୍କ ପ୍ରତିଶ୍ରୁତି ଅନୁଯାୟୀ ସ୍ଵୟଂ ସହାୟକ ଗୋଷ୍ଠୀ ମା ମାନଙ୍କୁ ମାସିକ ୧ହଜାର ଟଙ୍କା ମାସିକ ସଶକ୍ତି କରଣ ଭତ୍ତା ପ୍ରଦାନ କରିବା ଆଦି ଦାବିକୁ ଗ୍ରହଣ କରି ସକାରାତ୍ମକ ଭାବେ ସମାଧାନ କରି ରଜ୍ୟର ୫୦% ମହିଳାଙ୍କ ଆତ୍ମ ନିର୍ଭରଶୀଳତା ବୃଦ୍ଧିରେ ପଦକ୍ଷେପ ଗ୍ରହଣ ନିମନ୍ତେ ନିବେଦନ କରିଛନ୍ତି। ଦାବି ପତ୍ର ପ୍ରଦାନ ବେଳେ ବିଷ୍ଣୁ ବେହେରା,ରଶ୍ମିତା ବେହେରା, ସୁମିତ୍ରା ପୋଲେଇ, ବିରାଜିନି ପଣ୍ଡା ଓ ଶର୍ମିଲା ରାଉଳଙ୍କ ସମେତ ଶତାଧିକ ମିଶନ ଶକ୍ତି ମା ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଗୋଷାଣୀ ବ୍ଲକ ଗୁରାଣ୍ଡି ଠାରେ ସେଞ୍ଚୁରିଆନ୍ ବିଶ୍ୱବିଦ୍ୟାଳୟ (ସି.ୟୁ.ଟି.ଏମ୍.), – ଅମୃତ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମ ଅଧୀନରେ କିଷାନ ମେଳା ଅନୁଷ୍ଠିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

September 28, 2026
ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ଅତିରିକ୍ତ ସଚିବ ସିଦ୍ଧାର୍ଥ ଶଙ୍କର ଆଚାର୍ଯ୍ୟଙ୍କ ଗଜପତି ଜିଲ୍ଲାର ଭୂଷ୍ଫଳନ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କଲେ

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗୋଷାଣୀ ବ୍ଲକ ଗୁରାଣ୍ଡି ଠାରେ ସେଞ୍ଚୁରିଆନ୍ ବିଶ୍ୱବିଦ୍ୟାଳୟ (ସି.ୟୁ.ଟି.ଏମ୍.), – ଅମୃତ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମ ଅଧୀନରେ କିଷାନ ମେଳା ଅନୁଷ୍ଠିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

September 28, 2026
ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ଅତିରିକ୍ତ ସଚିବ ସିଦ୍ଧାର୍ଥ ଶଙ୍କର ଆଚାର୍ଯ୍ୟଙ୍କ ଗଜପତି ଜିଲ୍ଲାର ଭୂଷ୍ଫଳନ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କଲେ

ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ଅତିରିକ୍ତ ସଚିବ ସିଦ୍ଧାର୍ଥ ଶଙ୍କର ଆଚାର୍ଯ୍ୟଙ୍କ ଗଜପତି ଜିଲ୍ଲାର ଭୂଷ୍ଫଳନ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କଲେ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version