No Result
View All Result
୨୯ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଙ୍କୀ :- ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟର ମହିଳା ଏନ୍.ସି.ସି ଚଳିତ ବର୍ଷ ଉପଖଣ୍ଡସ୍ତରୀୟ ପ୍ୟାରେଡରେ ପ୍ରଥମ ସ୍ଥାନ ଅଧିକାର କରି ଉପଜିଲ୍ଲାପାଳ ଦେବୀ ପ୍ରସାଦ ମହାନ୍ତିଙ୍କ ଠାରୁ ଟ୍ରଫି ଓ ପୁରସ୍କାର ଗ୍ରହଣ କରିଛନ୍ତି ।
ଏହି ପରିପ୍ରେକ୍ଷୀରେ ଅଧ୍ୟକ୍ଷ ଡକ୍ଟର ନିରଞ୍ଜନ ମହାନ୍ତି, ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର ଓ ମହିଳା ଏନ୍.ସି.ସି ଅଧିକାରିଣୀ ଅଧ୍ୟାପିକା ସାଗରିକା ଦାସ ମହିଳା ଏନ୍.ସି.ସି କ୍ୟାଡେଟମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ।

No Result
View All Result