• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୋଲଗଡ଼ ପୋଲିସକୁ ସଫଳତା : ୧୪ ଚୋରା ବାଇକ ଜବତ – ୨ କୋର୍ଟ ଚାଲାଣ

Proprietor Abhimanyu Maharana by Proprietor Abhimanyu Maharana
January 31, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବୋଲଗଡ଼ ପୋଲିସକୁ ସଫଳତା : ୧୪ ଚୋରା ବାଇକ ଜବତ – ୨ କୋର୍ଟ ଚାଲାଣ
Share on FacebookShare on TwitterWhatsapp

୩୦ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍)  ବୋଲଗଡ଼ :- ବୋଲଗଡ଼ ଥାନା ପୋଲିସକୁ ଚୋରା ଗାଡି ଧରିବାରେ ମିଳିଛି ବଡ଼ ସଫଳତା। ସ୍ୱଳ୍ପ ଦିନର ପୂର୍ବେ ବୋଲଗଡ଼ ଥାନା ଅଧିନ ରୋଳସିଂହ ଗ୍ରାମର କୁଳମଣି ପ୍ରଧାନଙ୍କ ଗ୍ଲାମର ବାଇକ ଯାହାର ନଂ-0D-02BB 9188 ଚୁଡା ଛକରୁ ଚୋରି ହୋଇଯାଇଥିଲା। ତେବେ ଗାଡି ଚୋରିକୁ ନେଇ ଅଭିଯୋଗକ୍ରମେ ବୋଲଗଡ଼ ଥାନା କେଶନଂ- ୨୧/୨୫ରେ ଏତଲା ଦାୟର କରାଯାଇଥିଲା । ଏହିକ୍ରମରେ ବୋଲଗଡ଼ ଥାନା ଆଇଆଇସି ସ୍ନିଗ୍ଧାମୟୀ ବରାଳ ଚୋରି ବାଇକର ସକ୍ରିୟ ରାକେଟକୁ ଧରିବାକୁ ଅନୁସନ୍ଧାନ ଜାରି ରଖିଥିଲେ ।

ତେବେ କୌଣସି ବିଶେଷ ସୂତ୍ରରୁ ଖବର ପାଇ ଆଇଆଇସିଙ୍କ ନିର୍ଦେଶକ୍ରମେ ଏସ.ଆଇ ଲିଲି ପାଢ଼ୀ, ଏଏସ.ଆଇ ପ୍ରସନ୍ନ କୁମାର ଦଳେଇ ଓ ସହଯୋଗୀଙ୍କ ସମେତ ଏକ ପୋଲିସ ଟିମ ମଙ୍ଗଳବାର କନ୍ଧମାଳ ଜିଲ୍ଲା ଗୋଛାପଡା ଥାନା ବାଘଟୁଙ୍ଗୁରି ଗ୍ରାମରେ ଚଢ଼ାଉ କରି କଷ୍ଟ ନାୟକର ପୁଅ ସଂଜୀବନ ନାୟକ ଓରଫ ଟେନା(୨୦)କୁ ଧରିବାକୁ ସକ୍ଷମ ହୋଇଥିଲେ।ପରେ ତା’ ଠାରୁ ୭ଗୋଟି ଚୋରା ବାଇକ ଜବତ କରାଯାଇଥିଲା।ସଂଜୀବନ ଓ ଚୋରି ଗାଡିକୁ ଥାନାକୁ ଆଣି ଅଧିକ ତଦନ୍ତ ଜାରି ରଖି ଅନ୍ୟ ସହଯୋଗୀମାନଙ୍କୁ ଧରିବାକୁ ପୋଲିସ ସତର୍କତାର ସହ ଜାଲ ବିଛାଇ ଥିଲା ।

ପୁଲିସ ବୁଧବାର ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ନେଳିଗୁଡା ଡ୍ୟାମ ଛକ କାଶୀନାଥ ନାୟକର ପୁଅ ପବିତ୍ର ନାୟକ (୨୮)କୁ ଧରିବାକୁ ସକ୍ଷମ ହୋଇଥିଲେ।ପବିତ୍ର ଦଶପଲ୍ଲା ନିକଟସ୍ଥ ଜଟିଆ ପାହାଡ଼ରେ ୭ ଗୋଟି ଚୋରି ବାଇକ ଲୁଚାଇ ରଖିଥିବାର ଜଣା ପଡିଥିଲା ଓ ପୋଲିସ ସେହି ଚୋରା ଗାଡି ଗୁଡିକୁ ଜବତ କରି ବୋଲଗଡ଼ ଥାନା ହେପାଯତକୁ ଆଣିଥିଲା।ଏହିପରି ମୋଟ ୧୪ଗୋଟି ଚୋରା ଗାଡିଗୁଡିକୁ ପୋଲିସ ଜବତ କରି ସଂଜୀବନ ଓ ପବିତ୍ର ୨ବାଇକ ଚୋରଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି।ସୂଚନା ଯୋଗ୍ୟ ୩ମାସ ପୂର୍ବେ ଚୋରି ଗାଡି ରାକେଟକୁ ଦଶପଲ୍ଲା ପୁଲିସ ଧରି କୋର୍ଟ ଚାଲାଣ କରିଥିବା ବେଳେ ପବିତ୍ର ନାୟକ ଫେରାର ହୋଇଯାଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିକ୍ଷୟତ୍ରୀ ବସନ୍ତ ମଞ୍ଜରୀ ଦେବୀଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସଭା

ଶିକ୍ଷୟତ୍ରୀ ବସନ୍ତ ମଞ୍ଜରୀ ଦେବୀଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସଭା

June 30, 2026
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିକ୍ଷୟତ୍ରୀ ବସନ୍ତ ମଞ୍ଜରୀ ଦେବୀଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସଭା

ଶିକ୍ଷୟତ୍ରୀ ବସନ୍ତ ମଞ୍ଜରୀ ଦେବୀଙ୍କ ସେବା ନିବୃତ ସମ୍ବର୍ଦ୍ଧନା ସଭା

June 30, 2026
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version