୩୧ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଙ୍କୀ :- ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟର ପୁରାତନ ଛାତ୍ର ସଂସଦ ଆନୁକୁଲ୍ୟରେ ଆଜି ଜାତିର ପିତା ମହାତ୍ମାଗାନ୍ଧିଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି । କଲେଜ ପରିସରରେ ଥିବା ମହାତ୍ମାଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ଅତିଥି ମାନେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।















