• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାଟଖଣ୍ଡା ଚିତ୍ରାଳୟ ମାଲିକ ଆଉ ନାହାନ୍ତି : ସମଗ୍ର ଅଞ୍ଚଳରେ ଶୋକର ଛାୟା

Proprietor Abhimanyu Maharana by Proprietor Abhimanyu Maharana
February 2, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ପାଟଖଣ୍ଡା ଚିତ୍ରାଳୟ ମାଲିକ ଆଉ ନାହାନ୍ତି : ସମଗ୍ର ଅଞ୍ଚଳରେ ଶୋକର ଛାୟା
Share on FacebookShare on TwitterWhatsapp

୦୨ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା :- ସମଗ୍ର କନ୍ଧମାଳ ଜିଲ୍ଲା ତଥା ଜିଲ୍ଲା ବାହାରେ ଚହଳ ସୃଷ୍ଟି କରିଥିବା ବାଲିଗୁଡା ଅଞ୍ଚଳର ଜଣାଶୁଣା ପାଟଖଣ୍ଡା ଚିତ୍ରାଳୟ ଓ ଲାଇଟ ଏଣ୍ଡ ସାଉଣ୍ଡ ର ମୁଖ୍ୟ ସତ୍ୱାଧିକାରୀ ରାମଚନ୍ଦ୍ର ପ୍ରଧାନ ଓରଫ ମଙ୍ଗୁଳୁ (୬୬) ଙ୍କ ରବିବାର ସକାଳେ ନିଜ ବାସଭବନରେ ଦେହାନ୍ତ ହୋଇଯାଇଛି l ଏ ନେଇ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିଲା। ସେ ଦୀର୍ଘ ଦିନ ଧରି ଶ୍ୱାସ ଜନିତ ରୋଗରେ ପୀଡିତ ଥିଲେ l

ବାଲିଗୁଡା ସହରରେ ସେ ମଙ୍ଗୁଳୁ ଭାଇନା ନାମରେ ବେଶ ପରିଚିତ ଥିଲେ l ଜୀବନ କାଳ ଆରମ୍ଭରୁ ହିଁ ସେ ମନୋରଞ୍ଜନ ଓ ସାଂସ୍କୃତିକ ତଥା କଳାକାର ପ୍ରେମୀ ଥିଲେ l ସେ ଜଣେ ବରିଷ୍ଠ ଡ୍ରାଇଭର ସହ ଯୁବ ସଂସଦ, ସୋସିଆଲ କ୍ଲବ, ମା ‘ପାଟଖଣ୍ଡା ଦୁର୍ଗାପୂଜା ସମିତି, ପଞ୍ଚୁଦଣ୍ଡ ପରିଚାଳନା ସମିତି ଭଳି ବିଭିନ୍ନ ଅନୁଷ୍ଠାନର ବରିଷ୍ଠ ସକ୍ରିୟ ସଦସ୍ୟ ଭାବେ ରହି ଆସିଥିଲେ l ନିଜେ ଶ୍ୱାସ ଜନିତ ରୋଗରେ ଥାଇ ସୁଦ୍ଧା ଥକି ନ ଯାଇ ନିଜକୁ ବିଭିନ୍ନ ସାମାଜିକ,

ଧାର୍ମିକ ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନରେ ନିଜକୁ ନିୟୋଜିତ କରୁଥିଲେ l ସେ ଜଣେ ପରୋପକାରୀ ଓ ଧର୍ମପରାୟଣ ବ୍ୟକ୍ତି ଭାବେ ବେଶ୍ ପରିଚିତ ଥିଲେ । ତାଙ୍କ ମୃତ୍ୟୁଶଯ୍ୟା ନିକଟରେ ଭାଇ, ଭଉଣୀ, ଭଣଜା, ଭାଣିଜୀ, ପୁଅ,ବୋହୂ , ଝିଅ, ଜ୍ୱାଇଁ, ନାତି ନାତୁଣୀ,ବନ୍ଧୁ ବାନ୍ଧବ ଓ ପରିବାର ସମସ୍ତ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ଖବର ପାଇ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ତାଙ୍କ ଶେଷ ଦର୍ଶନ କରିଥିଲେ। ସ୍ଥାନୀୟ ଶ୍ମଶାନ ଘାଟରେ ସ୍ବର୍ଗତ ପ୍ରଧାନଙ୍କ ଙ୍କ ଅନ୍ତିମ ସତ୍କାର କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version