• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୋପ ରେ କସ୍ତୁରୀବାଳା ସୋସିୟାଲ ଫାଉଣ୍ଡେସନ ପକ୍ଷରୁ ମାଗଣା ଚଖୁ ଚିକିତ୍ସା ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 2, 2025
in ଓଡ଼ିଶା, ପୁରୀ, ହୋମ୍
0
ଗୋପ ରେ କସ୍ତୁରୀବାଳା ସୋସିୟାଲ ଫାଉଣ୍ଡେସନ ପକ୍ଷରୁ ମାଗଣା ଚଖୁ ଚିକିତ୍ସା ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

0୧ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଗୋପ :- ପୁରୀ ଜିଲ୍ଲା ଗୋପ ବ୍ଲକ ଅନ୍ତର୍ଗତ ଗୋପ ପଞ୍ଚାୟତ ଥିବା ନିଗମାନନ୍ଦ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି l ଏହାକୁ ନିମାପଡା ନିର୍ବାଚନ ମଣ୍ଡଳୀର ଜଣାଶୁଣା ସମାଜସେବୀ କସ୍ତୁରୀବାଳା ସ୍ୱାଇଁ ଙ୍କ ଗଠିତ ସଂସ୍ଥା “କସ୍ତୁରୀବାଳା ସୋସିୟାଲ ଫାଉଣ୍ଡେସନ ” ଦ୍ଵାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହାକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ ଗୋପ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରଶାନ୍ତ କୁମାର ପଢ଼ିଆରୀ ଓ ଗୋପ ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ର ର ଭାରପ୍ରାପ୍ତ ଅଧିକାରିଣୀ ଡ଼କ୍ଟର ଯସ୍ମୀନ ଆପ୍ରୋଜ ଏବଂ ପୂର୍ବତନ ଉପାଧକ୍ଷ ନିରଞ୍ଜନ ମହାପାତ୍ର l

ଫାଉଣ୍ଡେସନର ଅଧ୍ୟକ୍ଷ ବା ସମାଜସେବୀକା କସ୍ତୁରୀବାଳା ସ୍ୱାଇଁ ପୂର୍ବରୁ ଗୋପ ନିମାପଡା ବଳଙ୍ଗା ଆଦି ଅଞ୍ଚଳରେ ସହାୟତା ର ହାତ ବଡାଇ ବେଶ ପ୍ରଶଂସିତ ହୋଇଛନ୍ତି l ତାଙ୍କର ଏହି ମହାନୀୟତା କାର୍ଯ୍ୟ ପାଇଁ ଗୋପ ରେ ସମସ୍ତ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ସାଧୁବାଦ ଜଣାଇଛନ୍ତି । ଗୋପ ଓ ଏହାର ଆଖପାଖ ଗ୍ରାମାଞ୍ଚଳର ନିରୀହ ଗରିବ ବ୍ୟକ୍ତି ବିଶେଷମାନେ ଯେପରି ହାତ ପାହାନ୍ତରେ ସ୍ୱାସ୍ଥ୍ୟ ଜନିତ ସମସ୍ତ ସେବା ପାଇପାରିବେ ସେଥିପାଇଁ ଏହା ଟଙ୍କାର ଏକ ଚୋଟ ପ୍ରାୟ ବୋଲି ଶ୍ରୀମତୀ ସ୍ୱାଇଁ କହିଥିଲେ l ଏହି କାର୍ଯ୍ୟକ୍ରମ ରେ ସ୍ଥାନୀୟ ସରପଞ୍ଚ ସୁଲଚନା ଦାସ,ବୁଦ୍ଧିଜୀବୀ , ନିଃସ୍ୱାର୍ଥପର ଯୁବ ସଙ୍ଘଠନ ର ସଭାପତି ରତ୍ନାକର ସେଠି ଓ ତାଙ୍କ ସହଯୋଗୀ ଉପସ୍ଥିତ ରହି ସହଯୋଗ କରିଥିଲେ ।

ଏହି ମାଗଣା ଆଖି ଶିବିରରେ ଗୋପ ଅଞ୍ଚଳରୁ ଶତାଧିକ ଲୋକ ଆସି ମାଗଣାରେ ଆଖି ପରୀକ୍ଷା କରିଥିଲେ । ମାଗଣା ରେ ଆଖି ଅସ୍ତ୍ରୋପଚାର କରିବା ପାଇଁ ୨୦ ରୁ ଉର୍ଦ୍ଧ୍ବ ବୁଦ୍ଧ ବୁଦ୍ଧା ଚିହ୍ନଟ କରାଯାଇଥିଲା ।ଗୋପ ଅଞ୍ଚଳରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଆୟୋଜନ କରି କସ୍ତୁରୀବାଳା ସୋସିୟଲ ଫାଉଣ୍ଡେସନ ଅଧକ୍ଷା ଙ୍କୁ ସମସ୍ତ ମହଲରୁ ସାଧୁବାଦ ଜ୍ଞାପନ କରାଯାଇଛି l ଶିବିର କୁ ସୁଚାରୁରୂପେ ପରିଚାଳନା କରିଥିଲେ ସଂଗ୍ରାମ କେଶରୀ ଭୋଳ, ବୈଲୋଚନ ସାହୁ, ପ୍ରଦୀପ୍ତ କୁମାର ସିଂ, ଧର୍ମେନ୍ଦ୍ର ସିଂ, ଯୋଗେନ୍ଦ୍ର ବେହେରା, ଅଜୟ ଜେନା ବରିଷ୍ଟ ବ୍ୟକ୍ତି ବିଶେଷମାନେ ଶିବିର ଶେଷ ପର୍ଯ୍ୟନ୍ତ ଉପସ୍ଥିତ ରହିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

June 15, 2026

June 15, 2026
ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

June 15, 2026

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version