• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ ସୁନାଖଳା ମହାବିଦ୍ୟାଳୟ ପ୍ରଥମ ସମ୍ପାଦକଙ୍କ ପରଲୋକ : ରାଜ ସୁନାଖଳା ଅଞ୍ଚଳରେ ଶୋକର ଛାୟା

Proprietor Abhimanyu Maharana by Proprietor Abhimanyu Maharana
February 3, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରାଜ ସୁନାଖଳା ମହାବିଦ୍ୟାଳୟ ପ୍ରଥମ ସମ୍ପାଦକଙ୍କ ପରଲୋକ : ରାଜ ସୁନାଖଳା ଅଞ୍ଚଳରେ ଶୋକର ଛାୟା
Share on FacebookShare on TwitterWhatsapp

୦୨ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର  :-  ସାରା ଭାରତ ବର୍ଷ ପାଇଁ ଏକ ସ୍ୱତନ୍ତ୍ର ଦିବସ ସରସ୍ବତୀ ପୂଜା, ବିଭିନ୍ନ ଅନୁଷ୍ଠାନ, ବିଦ୍ୟାଳୟ, ମହା ବିଦ୍ୟାଳୟ ଆଦିରେ ସରସ୍ବତୀ ପୂଜା ପାଇଁ ଚଳ ଚଞ୍ଚଳ ସହ ଖୁସିର ମହୋଲ୍ ଥିବା ବେଳେ , ନୟାଗଡ ଜିଲ୍ଲା ରାଜ ସୁନାଖଳା ମହାବିଦ୍ୟାଳୟର ପ୍ରତିଷ୍ଠା ବେଳେ ସମ୍ପାଦକ, ତଥା ପୂର୍ବତନ ରଣପୁର ବ୍ଲକ ଅଧ୍ୟକ୍ଷ, , ଦୁର୍ଗା ବଜାର ରାଜ ସୁନାଖଳାର ପୂର୍ବତନ ସଭାପତି,

ଦୋଳ ଯାତ୍ରା ରାଜ ସୁନାଖଳାର ପୂର୍ବତନ ସଭାପତି, ମଧୁ ସୁଦନ ମହାପାତ୍ର ( ମଧୁ ଅଜା ) ଆଜି ଫ୍ରେବୃଆରୀ ୨ ତାରିଖ ସକାଳ ୬.୪୫ ମିନିଟିରେ ରାଜ ସୁନାଖଳା ଡାକ୍ତରଖାନାରେ ପରଲୋକ ହୋଇ ଯାଇଛନ୍ତି ! ଫଳରେ ସମଗ୍ର ରାଜ ସୁନାଖଳା ଅଞ୍ଚଳରେ ଶୋକର୍ ଛାୟା ଖେଳି ଯାଇଛି ।ଆଜିର ତାରିଖ ୧୯୭୮ ମସିହା ଫେବୃଆରୀ ୨ ତାରିଖ ରେ ରାଜ ସୁନାଖଳା କଲେଜର ପ୍ରତିଷ୍ଠା କରିଥିଲେ !

ଖବର ପାଇ ସୁନାଖଳା ସରପଞ୍ଚ ଚିତ୍ତ ରଞ୍ଜନ ପ୍ରଧାନ, ସମିତି ସଭ୍ୟ ତପନ ପ୍ରଧାନ, ବ୍ଲକ ବିଜେଡି ସଭାପତି ସଚ୍ଚିଦାନନ୍ଦ ଷଢଙ୍ଗୀ, ରାଜ ସୁନାଖଳା କଲେଜ ଅଧ୍ୟକ୍ଷ ଙ୍କ ସହିତ ସମସ୍ତ ଷ୍ଟାଫ, ରାଜ ସୁନାଖଳା ବିଜେପି ଜୋନ ସମ୍ପାଦକ କୈଳାଶ ଚନ୍ଦ୍ର ସାହୁ, ପଂଚାୟତ ସଭାପତି ମହେନ୍ଦ୍ର ସାହୁ, ବରିଷ୍ଠ ନାଗରିକ ମଞ୍ଚ ପ୍ରତିଷ୍ଠାତା ମଦନ କୁମାର ସାହୁ,

ସତ୍ୟ ନାରାୟଣ ମହାପାତ୍ର ଆଦି ରାଜ ସୁନାଖଳା ଅଂଚଳ ରୁ ଶତାଧିକ ସୂବେଛୁ ତାଙ୍କ ରାଜ ସୁନାଖଳା ବାସ ଭବନରେ ପହଂଚି ମଧୁ ଅଜାଙ୍କ ଶେଷ ଦର୍ଶକ କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଆଶ୍ୱାସନା ପ୍ରଦାନ କରିଥିଲେ !ଜିଲ୍ଲା ପରିଷଦ ଅଧ୍ୟକ୍ଷ ମଧ୍ୟ ଖବର ପାଇ ନୟାଗଡ଼ରୁ ଆସି ମଧୁ ମହାପାତ୍ରଙ୍କ ଶେଷ ଦର୍ଶନ କରି ପରିବାର ବର୍ଗଙ୍କୁ ସାନ୍ତ୍ୱନା ପ୍ରଦାନ କରିଥିଲେ !

ମଧୁ ଅଜା ଜଣେ ପରୋପକାରୀ, ତଥା ବିଶିଷ୍ଠ ନ୍ୟାୟବିତ୍ତ ମଣିଷ ଥିଲେ ! ତାଙ୍କ ବିୟୋଗରେ ରାଜ ସୁନାଖଳା ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଧରିଛି। ସେ ୧୯୪୧ ମସିହା ଡିସେମ୍ବର ୧୯ ତାରିଖ ଜନ୍ମ ଗ୍ରହଣ କରିଥିବା ବେଳେ ପରଲୋକ ବେଳକୁ ମଧୁ ସୁଦନ ମହାପାତ୍ରଙ୍କୁ ୮୪ ବର୍ଷ ବୟସ ହୋଇଥିଲା ବୋଲି ଜଣା ପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

October 1, 2026
ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

October 1, 2026
ଫୁଲନଖରା – ନିଆଳି ମାଧବ ରାଜ୍ୟ ରାଜପଥର ଦୂରାବସ୍ଥା ନେଇ ବିଜେଡ଼ି ପକ୍ଷରୁ ରାସ୍ତାରୋକ

ଫୁଲନଖରା – ନିଆଳି ମାଧବ ରାଜ୍ୟ ରାଜପଥର ଦୂରାବସ୍ଥା ନେଇ ବିଜେଡ଼ି ପକ୍ଷରୁ ରାସ୍ତାରୋକ

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version