• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୩ ଜଣଙ୍କୁ କାବୁ କଲା ପୁଲିସ ପେଟ୍ରୋଲପମ୍ପରେ ଲୁଟ୍ ବେଳେ

Proprietor Abhimanyu Maharana by Proprietor Abhimanyu Maharana
August 26, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
୩ ଜଣଙ୍କୁ କାବୁ କଲା ପୁଲିସ  ପେଟ୍ରୋଲପମ୍ପରେ ଲୁଟ୍ ବେଳେ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୬ ଅଗଷ୍ଟ ବୁଧବାର ) ବାଲେଶ୍ୱର :- ବାଲେଶ୍ୱର-ଚାନ୍ଦିପୁର ରାସ୍ତାର ସୁନାଚାନ୍ଦି ପେଟ୍ରୋଲପମ୍ପରୁ ସୋମବାର ବିଳମ୍ବିତ ରାତିରେ ଲୁଟ୍ ଉଦ୍ୟମ ବିଫଳ ହୋଇଛି । ଲୁଟ୍ ବେଳେ ପୁଲିସ ସେଠାରେ ପହଞ୍ଚି ୩ଜଣ ଲୁଟେରାଙ୍କୁ ଧରିବାରେ ସଫଳ ହୋଇଛି । ଏହି ଘଟଣାରେ ଉକ୍ତ ପେଟ୍ରୋଲ ପମ୍ପର କିଛି କର୍ମଚାରୀ ସମ୍ପୃକ୍ତ ଥିବା ପୁଲିସ ଜାଣିବାକୁ ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ଅଟକ ରଖି ପଚରାଉଚୁରା ଜାରି ରଖିଛି । ଗତକାଲି ରାତି ପ୍ରାୟ ୨ଟା ବେଳେ ପେଟ୍ରୋଲ ପମ୍ପର ମ୍ୟାନେଜର ଗଜେନ୍ଦ୍ର ପାଢ଼ୀ କ୍ୟାସ କାଉଣ୍ଟରରେ ବସି ହିସାବକିତାବ କରୁଥିଲେ । ଏହି ସମୟରେ ୩ ଜଣ ଯୁବକ ଏକ ୟାମହା ଆକ୍ଟିଭା ସ୍କୁଟରରେ ଆସି ସିଧା କ୍ୟାସ କାଉଣ୍ଟରରେ ପଶିଥିଲେ ।

ଏକ ଗାଡ଼ି ମରାମତି ଯନ୍ତ୍ରାଂଶରେ ମ୍ୟାନେଜର ଶ୍ରୀ ପାଢ଼ୀଙ୍କ ମୁଣ୍ଡକୁ ଶକ୍ତ ପ୍ରହାର କରିଥିଲେ । ଶ୍ରୀ ପାଢ଼ୀ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ପାରିନଥିଲେ । ଏହାପରେ କ୍ୟାସ କାଉଣ୍ଟରରେ ଥିବା ୪୦ ହଜାର ଟଙ୍କା ନେଇ ଛୁ ମାରୁଥିଲେ । ତେବେ ଖବର ପାଇ ଏହି ସମୟରେ ସେଠାରେ ଚାନ୍ଦିପୁର ଆଇଆଇସି ପ୍ରଭୁକଲ୍ୟାଣ ଆଚାର୍ଯ୍ୟ ପହଞ୍ଚି ୩ ଲୁଟେରାଙ୍କୁ କାବୁ କରିବା ସହ ସେମାନଙ୍କଠାରୁ ଟଙ୍କା, ମୋବାଇଲ ଓ ଗାଡ଼ି ଜବତ କରିଥିଲେ । ଲୁଟେରା ଯୁବକମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି । ଏହି ଲୁଟ୍ ପାଇଁ ହୋଇଥିବା ଷଡ଼ଯନ୍ତ୍ରରେ ପେଟ୍ରୋଲ ପମ୍ପ କର୍ମଚାରୀ ସାମିଲ ଥିବା ଜଣାପଡ଼ିଛି। ଅଧିକ ତଦନ୍ତ ପାଇଁ ସେମାନଙ୍କୁ ପଚରାଉଚୁରା ଚାଲିଛି ବୋଲି ଶ୍ରୀ ଆଚାର୍ଯ୍ୟ କହିଛନ୍ତି । (ଦୀପ୍ତିମାନ ପତି /ବାଲେଶ୍ୱର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

October 7, 2026
Silver Gandhi demands regularisation of Contractual Teachers – Submitted Memorandum to CM

ସିଲଭର ଗାନ୍ଧୀଙ୍କ ଦ୍ୱାରା ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ନିୟମିତକରଣ ଦାବୀ – ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ

ମାଫିଆ ଓ ସିଣ୍ଡିକେଟଙ୍କ ସଲା ସୁତୁରାରେ ବେଧଡକ ଗୋଚାଲାଣ : କାର୍ଯ୍ୟାନୁଷ୍ଠାନ ନେବାକୁ ପୁଲିସର ହାତ ଥରୁଛି

ମାଫିଆ ଓ ସିଣ୍ଡିକେଟଙ୍କ ସଲା ସୁତୁରାରେ ବେଧଡକ ଗୋଚାଲାଣ : କାର୍ଯ୍ୟାନୁଷ୍ଠାନ ନେବାକୁ ପୁଲିସର ହାତ ଥରୁଛି

October 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

October 7, 2026
Silver Gandhi demands regularisation of Contractual Teachers – Submitted Memorandum to CM

ସିଲଭର ଗାନ୍ଧୀଙ୍କ ଦ୍ୱାରା ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ନିୟମିତକରଣ ଦାବୀ – ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version