• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସପ୍ତମ ପଞ୍ଚୁ ପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ତୃତୀୟ ସଂଧ୍ୟା

Proprietor Abhimanyu Maharana by Proprietor Abhimanyu Maharana
February 5, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ସପ୍ତମ ପଞ୍ଚୁ ପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ତୃତୀୟ ସଂଧ୍ୟା
Share on FacebookShare on TwitterWhatsapp

ପଞ୍ଚୁପାଣ୍ଡବ ମହୋତ୍ସବ ଦ୍ଵାରା ନୂଆଗାଁ ବ୍ଲକ୍ ର କଳା,ଐତିହ୍ୟ ,ସଂସ୍କୃତି ରାଜ୍ୟ ରେ ପରିଚିତ ହୋଇଛି l

୦୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ  :-  ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ୍ ସଦରମହକୁମାର ଥିବା କଲେଜ ସମ୍ମୁଖ ମହୋତ୍ସବ ପଡ଼ିଆରେ ସପ୍ତମ ପାଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ତୃତୀୟ ସଂଧ୍ୟା ଅନୁଷ୍ଠିତ ହୋଇଯାଇଛି। ଆଜି ଅପରାହ୍ନ ୪ ଟାରେ ସ୍ଥାନୀୟ ଅଂଚଳର ଛାତ୍ରଛାତ୍ରୀ ଓ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଥିଲା ।

ମହୋତ୍ସବ କମିଟିର ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ କାକଟପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ତୁଷାରିକାନ୍ତ ବେହେରା ଯୋଗଦେଇ ବୃକ୍ଷ ରୋପଣ,ଯୁବ ସମାଜର ଗଠନ ମୂଳକ କାର୍ଯ୍ୟ , ପଲ୍ଲିଶ୍ରୀ ମେଳା ଦ୍ଵାରା କିପରି ମା ମାନେ ସ୍ବାବଲମ୍ବୀ ହୋଇପାରୁଛନ୍ତି କହିବା ସହ ଦଶପଲ୍ଲା ବିଧାୟକଙ୍କ ପ୍ରଚେଷ୍ଠା ଯୋଗୁଁ ଏଭଳି ଐତିହାସିକ ମହୋତ୍ସବ କୁ ପ୍ରଶଂସା କରିଥିଲେ ।

ବିଶିଷ୍ଟ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ , ସମ୍ମାନିତ ଅତିଥିଭାବେ ନୟାଗଡ଼ ଜିଲାପରିଷଦ ଉପାଧ୍ଯକ୍ଷା ବିଷ୍ଣୁପ୍ରିୟା ବେହେରା, ଅତିରିକ୍ତ ଆରକ୍ଷୀ ଅଧୂକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ଓ ଦଶପଲ୍ଲା ବ୍ଲକ୍ ଅଧ୍ୟକ୍ଷା ସୁନନ୍ଦା ସାହୁ,ଦଶପଲ୍ଲା ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ପୁନମ୍ ପ୍ରିୟଦର୍ଶିନୀ , ଭାପୁର ବ୍ଲକ୍ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ମହୋତ୍ସବ କମିଟିର ସଂଯୋଜକ ଗୋଲଖ ବିହାରୀ ଗୋଚ୍ଛାୟତ ପ୍ରମୁଖ ଯୋଗ ଦେଇ ନୂଆଗାଁ ବ୍ଲକ୍ କଳା,ସଂସ୍କୃତି ,

ଐତିହ୍ୟ ଏବଂ ବୀରତ୍ୱର ଗାଥା ବର୍ଣ୍ଣନା କରିଥଲେ।।ବିଜେଡ଼ି ସଭାପତି ତଥା ମହୋତ୍ସବ କମିଟିର ସଭ୍ୟ ସନାତନ ସାମଲ ଙ୍କ ଅମର ଆତ୍ମାର ସଦ୍ ଗତି ପାଇଁ ମହୋତ୍ସବ ତରଫରୁ ଦୁଇ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା। । ଅବସର ପ୍ରାପ୍ତ ଶିକ୍ଷକ ମଦନ ମୋହନ ପ୍ରଧାନଙ୍କ ଦ୍ଵାରା ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଛାତ୍ରୀ ମାନେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ଯୋଗ ଶିକ୍ଷକ ପରମା ନନ୍ଦ ପରିଡ଼ା ,ଯୁବ ଡାକ୍ତର ଆଲୋକ କୁମାର ସାହୁ ,

ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ପତିତ ପାବନ ସାହୁ ଙ୍କୁ ମହୋତ୍ସବ କମିଟି ତରଫରୁ ସମ୍ବର୍ଦ୍ଧିତ କରଯାଇଥିଲା । ମହୋତ୍ସବ କୁ ଅଧିକ ଆକର୍ଷଣୀୟ କରିବା ପାଇଁ ଜନ ସାଧାରଣ ଙ୍କ ସହଯୋଗ ଆବଶ୍ୟକ ବୋଲି ଦଶପଲ୍ଲା ବିଧାୟକ ତଥା ମହୋତ୍ସବ କମିଟି ର ସଭାପତି ରମେଶ ଚନ୍ଦ୍ର ବେହେରା କହିଥିଲେ । ଆଜିର ସଂଧ୍ୟା କାଳୀନ ସଭା ମଞ୍ଚ ପରିଚାଳନା କବି ଗୋପୀନାଥ ସେଠୀ ,

ଅଧ୍ୟାପିକା ନିଳୀମା ନନ୍ଦ,ଶିକ୍ଷକ ଶ୍ରୀଧର ବେହେରା କରିଥିବା ବେଳେ ଅତିଥି ପରିଚୟ ପ୍ରଦାନ କରିଥିଲେ ନୂଆଗାଁ କଲେଜ ର ପୂର୍ବତନ ଅଧ୍ୟକ୍ଷ ଭିକାରୀ ଚରଣ ସ୍ବାଇଁ। ଏହାପରେ ବରଗଡ଼ର ମା’ ଅୟିକା ସାଂସ୍କୃତିକ କଳାପରିଷଦ ଦ୍ୱାରା ନୂଆଗାଁ ବନ୍ଦନା, ଦୁଇଦୁଲି ଓ ସମ୍ବଲପୁରୀ ନୃତ୍ୟ ପରିବେଷଣ ହୋଇଥିଲା। ଜଟଣୀ ନୃତ୍ୟଶ୍ରୀ ଗ୍ରୁପ୍ ଦ୍ୱାରା ମଣିପୁରୀ-ଦାଣ୍ଡିଆ,

ପଞ୍ଜାବୀ-ଭାଙ୍ଗଡ଼ା, ଗୁଜୁରାଟ-ଦାଣ୍ଡିଆ ଆଦି ନୃତ୍ୟ ପରିବେଷଣ କରାଯାଇଥିଲା । ବିଶେଷକରି ଶାଶ୍ବତ ତ୍ରିପାଠୀ ଓ ସାଥୀଙ୍କ ଦ୍ୱାରା ଅନୁଷ୍ଠିତ ମେଲୋଡି କାର୍ଯ୍ୟକ୍ରମ ପରିବେଷଣ କରଯାଇଥିଲା । । ଏହି ମହୋତ୍ସବରେ ପଡ଼ିଥ‌ିବା ବିଭିନ୍ନ ଖାଦ୍ୟ ଷ୍ଟଲରେ ଗ୍ରାହକମାନଙ୍କର ଭିଡ଼ ଦେଖୁବାକୁ ମିଳିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version