• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହର୍ଷ ଟ୍ରଷ୍ଟ ସହାୟତାରେ ସମ୍ୱନ୍ୱିତ ପ୍ରାକୃତିକ ସମ୍ବଳ ପରିଚାଳନା ଯୋଜନା ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
February 8, 2025
in ଓଡ଼ିଶା, ମାଲକାନଗିରି, ହୋମ୍
0
ହର୍ଷ ଟ୍ରଷ୍ଟ ସହାୟତାରେ ସମ୍ୱନ୍ୱିତ ପ୍ରାକୃତିକ ସମ୍ବଳ ପରିଚାଳନା ଯୋଜନା ପ୍ରଦାନ
Share on FacebookShare on TwitterWhatsapp

୦୭ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ମାଲକାନଗିରି  :- ମାଲକାନଗିରି ଜିଲ୍ଲାରେ କାର୍ଯ୍ୟରତ ଅଗ୍ରଣୀ ସ୍ବେଛାସେବୀ ସଂଗଠନ ଆନୁକୂଲ୍ୟରେ ସମ୍ପ୍ରତି କାଲିମେଳା ଓ ପଡିଆ ବ୍ଲକର ଯଥାକ୍ରମେ ଭୁବନପଲ୍ଲୀ, ଲୁଗେଲ, ମହାରାଜପଲ୍ଲୀ ଏବଂ ପଚାୟତର ଏମ. ଭି 115,,ଏମ, ଭି 54, ଲଷ୍ମୀପୂର, ପଦ୍ମପୁର, ଏମ. ଭି 46, ଗୋରେଲଗୁଡା, କୋଇକୋଣ୍ଡା ଗ୍ରାମରେ ପ୍ରାକୃତିକ ସମ୍ବଳ ପରିଚାଳନା ଯୋଜନା ସ୍ୱତନ୍ତ୍ର ପଲ୍ଲୀସଭା ମାଧ୍ୟମରେ ଗ୍ରାମବାସୀଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇ ସମ୍ପୃକ୍ତ ଗ୍ରାମ ପଂଚାୟତ କାର୍ଯ୍ୟାଳୟରେ ପ୍ରଦାନ କରାଯାଇଛି।

ଚଳିତ ମାସ ସାଧାରଣତନ୍ତ୍ର ଦିବସରେ ସ୍ୱତନ୍ତ୍ର ଗ୍ରାମସଭାରେ ଏମ. ଭି 115, ଗ୍ରାମର ବିକାଶ ଯୋଜନା ହର୍ଷ ଟ୍ରଷ୍ଟ ପକ୍ଷରୁ ଭୁବନପଲ୍ଲୀ ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ପୁଷ୍ପାଞ୍ଜଳି ମାଡକାମୀ ଙ୍କୁ ସମ୍ମାନର ସହ ପ୍ରଦାନ କରାଯାଇଅଛି। ଏହି ଯୋଜନା ମୁଖ୍ୟତଃ ଗାଁ ଲୋକମାନଙ୍କଦ୍ୱାରା ଜଳ, ଜମି, ଜଙ୍ଗଲ, ଜନ୍ତ ଓ ଜନ ଙ୍କ ସମସ୍ୟା ଚିନ୍ନତିକରଣ ଓ ସମାଧାନ ମାଧ୍ୟମରେ ଆଶା କରାଯାଉଥିବା ଫଳାଫଳ ଉପରେ ଧ୍ୟାନ ଦିଆଯାଇଛି। ଏହି କାର୍ଯ୍ୟ କାଲିମେଳା ବ୍ଲକର 72 ଟି ଗାଁ ଓ ପଡିଆ ବ୍ଲକର 50 ଟି ଗାଁ ରେ ଚାଲୁ ରହିଅଛି ।

ଆଗାମୀ ଦିନରେ ଏହି ଗ୍ରାମ୍ୟ ବିକାଶ ଯୋଜନା ଆଧାରରେ ହର୍ଷ ଟ୍ରଷ୍ଟ ଓ ଏଚ. ଡି. ଏଫ. ସି ବ୍ୟାଙ୍କର ମିଳିତ ଉଦ୍ୟମରେ ବହୁବିଧ କାର୍ଯ୍ୟ ଯଥା.. କୃଷିର ବିକାଶ, ଜଳ ସେଚନର ସୁବିଧା, ଉନ୍ନତ ବୈଜ୍ଞାନିକ ପ୍ରଣାଳୀରେ କୃଷି,, ଜଳ ସଂରକ୍ଷଣ ବ୍ୟବସ୍ଥାମାନ ହାତକୁ ନେବା ପାଇଁ ହର୍ଷ ଟ୍ରଷ୍ଟର ପ୍ରକଳ୍ପ ମୁଖ୍ୟ ଶ୍ରୀଯୁକ୍ତ ସୁରେଶ ବେରି ମତ ବ୍ୟକ୍ତ କରିଛନ୍ତି। ଶ୍ରୀ ଅଶୋକ କୁମାର ମହାରଣା, ନିରଜ କୁମାର, ସନ୍ତୋଷ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ କାଲିମେଳା ବ୍ଲକ ରେ ଓ ସୁଧାକର ବଳବନ୍ତରାୟ ପଡିଆ ବ୍ଲକରେ କାର୍ଯ୍ୟକ୍ରମକୁ ଆଗେଇ ନେବାରେ ସଫଳ ହୋଇଥିବା ବେଳେ, କର୍ମୀ ଉତ୍ପଳ ମିସ୍ତ୍ରୀ, ଶିଳ୍ପୀ ମଣ୍ଡଳ, ଆଲୋକ ସର୍ଦାର, ମଧୁସ୍ମିତା ମାଡକାମୀ ଓ ପ୍ରତାପ ରାୟ ସହଯୋଗ କରିଛନ୍ତି । ହର୍ଷ ଟ୍ରଷ୍ଟର ଏତାଦୃଶ କାର୍ଯ୍ୟକୁ ଗ୍ରାମ ପଂଚାୟତ ମହଲରେ ଭୁରୀ ପ୍ରଶଂସା କରିବା ଦେଖିବାକୁ ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version