• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏମଜିଏମ୍ ଟି୨୦ ଚାମ୍ପିଅନସିପ୍ ୨୦୨୫ ଫେବୃଆରୀ ୮-୧୧

Proprietor Abhimanyu Maharana by Proprietor Abhimanyu Maharana
February 9, 2025
in ଓଡ଼ିଶା, କଟକ, ଖେଳ, ହୋମ୍
0
ଏମଜିଏମ୍ ଟି୨୦ ଚାମ୍ପିଅନସିପ୍ ୨୦୨୫ ଫେବୃଆରୀ ୮-୧୧
Share on FacebookShare on TwitterWhatsapp

୦୮ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) କଟକ :- ପ୍ରଥମ ତଥା ବହୁ ପ୍ରତୀକ୍ଷିତ ଏମଜିଏମ୍ ଟି୨୦ ଚାମ୍ପିଅନସିପ୍ ୨୦୨୫ ଫେବୃଆରୀ ୮ରୁ ଓଡ଼ିଶାର କଟକ ଅନ୍ତର୍ଗତ କପୁରସିଂଠାରେ ଅବସ୍ଥିତ ହାଇ ପରଫରମାନ୍ସ କ୍ରିକେଟ ଏକାଡେମୀ ‘ଏମଜିଏମ୍ ସ୍କୁଲ ଅଫ ସ୍ପୋର୍ଟସ୍‌’ରେ ଶ୍ରୀ ରବି ଶାସ୍ତ୍ରୀ ଏବଂ ତାଙ୍କର ପୂର୍ବତନ ଟିମ୍ ଇଣ୍ଡିଆ କୋଚ୍ ସଦସ୍ୟଗଣ ଶ୍ରୀ ଭରତ ଅରୁଣ ଓ ଶ୍ରୀ ଆର ଶ୍ରୀଧରଙ୍କ ଦ୍ୱାରା ସ୍ଥାପିତ କ୍ରିକେଟରେ ଉତ୍କର୍ଷ ଆଣିବାରେ ଏକ ପ୍ରିମିୟର ପ୍ରତିଷ୍ଠାନ ‘କୋଚିଂ ବିୟଣ୍ଡ’ ସହଯୋଗୀତାରେ ଆରମ୍ଭ ହେବାକୁ ଯାଉଛି । ଏହି ପ୍ରିମିୟର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଫେବୃଆରୀ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଏବଂ କ୍ରିକେଟ ଭଳି ଏକ ଉଲ୍ଲେଖନୀୟ କ୍ରୀଡାରେ ପ୍ରତିଭା ଅନୁସନ୍ଧାନ ତଥା ଏହି ଅଞ୍ଚଳରେ ଏକ ମଜଭୁତ କ୍ରୀଡା ସମୁଦାୟକୁ ପୃଷ୍ଠପୋଷକତା କରିବା ଲକ୍ଷ୍ୟ ରଖିଛି ।

ଶ୍ରୀ ରବି ଶାସ୍ତ୍ରୀ ଏବଂ ଶ୍ରୀ ଭରତ ଅରୁଣ ଏହି ୪-ଦିନିଆ ଟି୨୦ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିବେ, ଯେଉଁଥିରେ ଏମଜିଏମ୍ ସ୍କୁଲ ଅଫ ସ୍ପୋର୍ଟସ୍‌ର ବଛା ବଛା ଖେଳାଳିଙ୍କ ବ୍ୟତୀତ ଚେନ୍ନାଇ, ହାଇଦରାବାଦ ଏବଂ ଭଦୋଦରାସ୍ଥିତ କୋଚିଂ ବିୟଣ୍ଡ କ୍ରିକେଟ ଏକ୍ସଲେନ୍ସ ସେଣ୍ଟରର କ୍ରିକେଟ ଟିମ୍‌ଗୁଡିକ ଅଂଶଗ୍ରହଣ କରିବେ ଏବଂ ଏହି ଚାରି-ଦିନିଆ ଟୁର୍ଣ୍ଣାମେଣ୍ଟରେ ସେମାନଙ୍କ ନିଜସ୍ୱ କ୍ରିକେଟ ପରାକାଷ୍ଠା ପ୍ରଦର୍ଶନ କରିବେ । ଟିମ୍ ଇଣ୍ଡିଆର ବିଶିଷ୍ଟ କ୍ରିକେଟର ଏବଂ ପ୍ରାକ୍ତନ ଆନ୍ତର୍ଜାତିକ ବୋଲର ଶ୍ରୀ ଭେଙ୍କଟପତି ରାଜୁ ଏବଂ ଓଡ଼ିଶାର ସୁପରିଚିତ ଆନ୍ତର୍ଜାତିକ କ୍ରିକେଟର ଶ୍ରୀ ଦେବାଶିଷ ମହାନ୍ତି ମଧ୍ୟ ଏହି ଉତ୍ସବରେ ଯୋଗଦେବେ । ଏହି ଟୁର୍ଣ୍ଣାମେଣ୍ଟକୁ ନେଇ ନିଜର ପ୍ରଶଂସା ବ୍ୟକ୍ତ କରି ଶ୍ରୀ ରବି ଶାସ୍ତ୍ରୀ କହିଛନ୍ତି, “ଏମଜିଏମ୍ ସ୍କୁଲ ଅଫ ସ୍ପୋର୍ଟସ୍‌ରେ ଯୁବ କ୍ରିକେଟରଙ୍କ ଅଭିବୃଦ୍ଧି ଏବଂ ସେମାନଙ୍କ ଉନ୍ନତି ନିମନ୍ତେ ବିଶ୍ୱ ମାନର ଭିତ୍ତିଭୂମି ଓ ଆବାସିକ ସୁବିଧା ରହିଛି ।

ଏମଜିଏମ୍ ଟି୨୦ ଚାମ୍ପିଅନସିପ୍ ୨୦୨୫ ଖେଳାଳିମାନଙ୍କ ପାଇଁ ସେମାନଙ୍କ ପ୍ରତିଭା ପ୍ରଦର୍ଶନ କରିବା ତଥା ସେମାନଙ୍କ ସ୍ୱପ୍ନ ସାକାର ନିମନ୍ତେ ପ୍ରୟାସ କରିବାକୁ ଏକ ମହାନ ସୁଯୋଗ ଆଣିଛି ।” ଏହି ଟୁର୍ଣ୍ଣାମେଣ୍ଟ ସମ୍ପର୍କରେ ବିସ୍ତୃତ ଭାବରେ ପ୍ରକାଶ କରି ଶ୍ରୀ ପଙ୍କଜ ଲୋଚନ ମହାନ୍ତି, ସିଏମ୍‌ଡି, ଏମଜିଏମ୍ ଗ୍ରୁପ୍ କହିଛନ୍ତି, “ଆମେ ଏମଜିଏମ୍ ଟି୨୦ ଚାମ୍ପିଅନସିପ୍ ୨୦୨୫ ଆୟୋଜନ କରିବା ଏବଂ ଉଦୀୟମାନ କ୍ରିିକେଟରଙ୍କ ପାଇଁ ଏକ ପ୍ରତିବଦ୍ଧ ପ୍ଲାଟଫର୍ମ ଯୋଗାଇଦେବା ନେଇ ଉଲ୍ଲସିତ ଅଛୁ । ଏହି ଟୁର୍ଣ୍ଣାମେଣ୍ଟ କେବଳ ଏକ ପ୍ରତିଯୋଗିତା ନୁହେଁ, ବରଂ ତାହାସହିତ ଓଡ଼ିଶାରେ କ୍ରିକେଟର ସୁଯୋଗ ସୃଷ୍ଟି କରୁଛି ଏବଂ ଏହାକୁ ମଜଭୁତ କରୁଛି ।”

“ଭାରତରେ କ୍ରିକେଟର ବର୍ଦ୍ଧିତ ଲୋକପ୍ରିୟତା ପରିପ୍ରେକ୍ଷୀରେ ଏମଜିଏମ୍ ଟି୨୦ ଚାମ୍ପିଅନସିପ୍ ୨୦୨୫ ଏକ ରୋମାଞ୍ଚକାରୀ ଇଭେଣ୍ଟ ହେବାକୁ ଯାଉଛି ଯାହା ପ୍ରତିଭା, ସେମାନଙ୍କର ଆଗ୍ରହ ଏବଂ କ୍ରୀଡାର ଉତ୍ସାହକୁ ପାଳନ କରିବାକୁ ଯାଉଛି । ଏହି ଟୁର୍ଣ୍ଣାମେଣ୍ଟରେ ଆକ୍ସନ ପରିପୂର୍ଣ୍ଣ ମ୍ୟାଚଗୁଡିକ ଦେଖିବା ଏବଂ ପରବର୍ତ୍ତୀ ପିଢିର କ୍ରିକେଟ ତାରକାମାନଙ୍କୁ ସମର୍ଥନ କରିବାକୁ କ୍ରିକେଟ ପ୍ରଶଂସକ ଏବଂ କ୍ରୀଡା ପ୍ରେମୀଙ୍କୁ ଆମନ୍ତ୍ରଣ କରୁଛୁ,” ବୋଲି ଶ୍ରୀ ମହାନ୍ତି କହିଛନ୍ତି । ଏଠାରେ ଉଲ୍ଲେଖଯୋଗ୍ୟ ଯେ ଏମଜିଏମ୍ ଟି୨୦ ଚାମ୍ପିଅନସିପ୍ ପ୍ରତିଭା ଚିହ୍ନଟ, ସ୍ଥାନୀୟ ଖେଳାଳିମାନଙ୍କୁ ଏକ ପ୍ରତିଯୋଗିତାମୂଳକ ପରିବେଶରେ ସେମାନଙ୍କ କୌଶଳ ପ୍ରଦର୍ଶନ କରିବାକୁ ଏକ ସୁଯୋଗ ଯୋଗାଇଦେବାର ଗୁରୁତ୍ୱପୂର୍ଣ୍ଣ ମଞ୍ଚ ଭାବରେ ସେବା ଯୋଗାଉଛି ।

ଖେଳାଳିମାନଙ୍କ ପ୍ରଦର୍ଶନ ଉପରେ ସ୍କାଉଟସ୍‌, କୋଚ ଏବଂ ସମ୍ଭାବନାପୂର୍ଣ୍ଣ ପ୍ରାୟୋଜକମାନେ ତୀକ୍ଷ୍‌ଣ ନଜର ରଖିଥିବାବେଳେ ଏହି ଟୁର୍ଣ୍ଣାମେଣ୍ଟ ଅନେକ ଆକାଙ୍‌କ୍ଷୀ କ୍ରିକେଟରଙ୍କ ପାଇଁ ବିଶ୍ୱସ୍ତରରେ ଚର୍ଚ୍ଚିତ ଏହି କ୍ରୀଡାରେ ଉପର ପାହାଚକୁ ଉଠିବା ନିମନ୍ତେ ପ୍ରଥମ ପାହାଚ ଭାବରେ କାର୍ଯ୍ୟ କରିବାକୁ ଲକ୍ଷ୍ୟ ରଖିଛି । ବୃତ୍ତିଗତ ଦୃଷ୍ଟିରୁ ପରିଚାଳିତ ଏକ ଟୁର୍ଣ୍ଣାମେଣ୍ଟ ଆୟୋଜନ ଦ୍ୱାରା ଏମଜିଏମ୍ ସ୍କୁଲ ଅଫ ସ୍ପୋର୍ଟସ୍ ଯୁବ ଆଥଲେଟମାନଙ୍କର ପରିପୋଷଣ କରିବା ଏବଂ ଓଡ଼ିଶା ତଥା ଉଦୀୟମାନ କ୍ରିକେଟରଙ୍କ ମଧ୍ୟରେ କ୍ରିକେଟର ମୂଳଦୁଆକୁ ପୁନଃ ପ୍ରତିଷ୍ଠିତ କରାଇବା ଏବଂ ସେମାନଙ୍କୁ ଏହି ରାଜକୀୟ କ୍ରୀଡାକୁ କ୍ୟାରିୟର ଭାବରେ ଗ୍ରହଣ କରିବା ନିମନ୍ତେ ସମର୍ଥ କରାଇବାକୁ ପ୍ରତିବଦ୍ଧ ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
Odisha Society Of UK Celebrates 47th Anniversary

Odisha Society Of UK Celebrates 47th Anniversary

September 9, 2026
54th National Convention of Company Secretaries concludes in Bhubaneswar

କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

September 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version