• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସିର୍ତ୍ତିଗୁଡାରେ ବିଶ୍ୱଶାନ୍ତି ପଞ୍ଚ ମହାଯଜ୍ଞ ଆରମ୍ଭ : ଦଶ ହଜାର ରୁ ଉର୍ଦ୍ଧ ଭକ୍ତ ଓ ଶ୍ରଦ୍ଧାଳୁ ଙ୍କ ସମାଗମ

Proprietor Abhimanyu Maharana by Proprietor Abhimanyu Maharana
February 10, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ସିର୍ତ୍ତିଗୁଡାରେ ବିଶ୍ୱଶାନ୍ତି ପଞ୍ଚ ମହାଯଜ୍ଞ ଆରମ୍ଭ : ଦଶ ହଜାର ରୁ ଉର୍ଦ୍ଧ ଭକ୍ତ ଓ ଶ୍ରଦ୍ଧାଳୁ ଙ୍କ ସମାଗମ
Share on FacebookShare on TwitterWhatsapp

୦୯ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ )  ବାଲିଗୁଡା :- କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସିର୍ତ୍ତିଗୁଡା ଠାରେ ରେ ୬୪ ତମ ବିଶ୍ୱ ଶାନ୍ତି ପଞ୍ଚ ମହାଯଜ୍ଞ ରବିବାର ଆରମ୍ଭ ହୋଇଛି l ସିର୍ତ୍ତୀଗୁଡା ଗ୍ରାମ୍ୟ କମିଟିର ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଅଷ୍ଟ ପ୍ରହର ନାମ ଯଜ୍ଞ, ଅନ୍ନ ଯଜ୍ଞ, ଜ୍ଞାନଯଜ୍ଞ ଓ ଗୋ-ଯଜ୍ଞ ନିୟମିତ ଚାଲୁରହିବ l ଅଧିଷ୍ଠାତ୍ରୀ ଦେବୀ ମା ‘ ଦୁର୍ଗା, ପାଟ୍ଟଖଣ୍ଡା, ଓ ବରାଳଦେବୀ ଙ୍କ ନିକଟରେ ପୂଜାର୍ଚ୍ଚନା ପରେ ଚୈତନ୍ୟ ଠାକୁର ମଣ୍ଡପ ପ୍ରାଙ୍ଗଣରେ ପଞ୍ଚ ମହାଯଜ୍ଞ ମହା ଆଡମ୍ବର ସହକାରେ ପାଳିତ ହେଉଛି  l

ସମଗ୍ର ଜ଼ିଲ୍ଲା ତଥା ଜିଲ୍ଲା ବାହାରୁ ଶହେରୁ ଉର୍ଦ୍ଧ ପୁରୁଷ ଓ଼ ମହିଳା ସଂକୀର୍ତ୍ତନ ଦଳ ଅଂଶ ଗ୍ରହଣ କରିଛନ୍ତି l ବିଶେଷ କରି ମହିଳା ସଂକୀର୍ତ୍ତନ ଦଳ ର କୀର୍ତ୍ତନ ଦେଖିବାକୁ ଭକ୍ତ ଶ୍ରଦ୍ଧାଳୁ ଏବଂ ଦର୍ଶକ ଙ୍କ ଭିଡ଼ ଜମୁଛି l ଜ଼ିଲ୍ଲା ର କୋଣ ଅନୁକୋଣ ରୁ କୋଡିଏ ହଜାର ରୁ ଉର୍ଦ୍ଧ ଭକ୍ତ ଶ୍ରଦ୍ଧାଳୁ ଙ୍କ ସମାଗମ ହୋଇଥିଲା l କାର୍ଯ୍ୟକ୍ରମ ରେ ଗ୍ରାମ୍ୟ କମିଟି ସଭାପତି ଶଙ୍କର ବେହେରଦଳାଇ, ସମ୍ପାଦକ ସୁକାନ୍ତ ବେହେରଦଳାଇ, କୋଷାଧକ୍ଷ ସନକ ବେହେରା ଙ୍କ ସମେତ ଗ୍ରାମବାସୀ ମହିଳା ମଣ୍ଡଳ ସହଯୋଗ କରୁଥିବା ଜଣାପଡିଛି l ଗୁରୁବାର ଦିନ ସମସ୍ତ ଯଜ୍ଞ କାର୍ଯ୍ୟକ୍ରମ ଉଦଯାପିତ ହେବାର କାର୍ଯ୍ୟକ୍ରମ ରହିଛି ଏବଂ ସ୍ଥାନୀୟ ନାଟ୍ୟ ଅନୁଷ୍ଠାନ ଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ରାମାୟଣ ନାଟକ ମଞ୍ଚସ୍ଥ ହେବାର କାର୍ଯ୍ୟକ୍ରମ ରହିଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

June 11, 2026
କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

June 11, 2026
ଟଙ୍କା, ସୁନାଚେନ ଓ କାନଫୁଲ ପୋଲିସ ପ୍ରକୃତ ମାଲିକଙ୍କୁ ଫେରାଇଲା

ଟଙ୍କା, ସୁନାଚେନ ଓ କାନଫୁଲ ପୋଲିସ ପ୍ରକୃତ ମାଲିକଙ୍କୁ ଫେରାଇଲା

June 11, 2026
ବାଇକ ଚାଳକ ଙ୍କୁ ମାଡ ମାରି ଲୁଟ ଘଟଣା ରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ

ବାଇକ ଚାଳକ ଙ୍କୁ ମାଡ ମାରି ଲୁଟ ଘଟଣା ରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

June 11, 2026
କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version