• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମଛେନ୍ଦ୍ର ସ୍ମାରକୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ହିଞ୍ଜିଳିକାଟୁ ଦଳକୁ ୨୩ ରନରେ ପରାସ୍ତ କରି ଆସିକା ଦଳ ସେମିଫାଇନାଲରେ ପ୍ରବେଶ

Proprietor Abhimanyu Maharana by Proprietor Abhimanyu Maharana
February 10, 2025
in ଓଡ଼ିଶା, ଗଞ୍ଜାମ, ହୋମ୍
0
ମଛେନ୍ଦ୍ର ସ୍ମାରକୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ହିଞ୍ଜିଳିକାଟୁ ଦଳକୁ ୨୩ ରନରେ ପରାସ୍ତ କରି ଆସିକା ଦଳ ସେମିଫାଇନାଲରେ ପ୍ରବେଶ
Share on FacebookShare on TwitterWhatsapp

୦୯ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ  :- ହିଞ୍ଜିଳିକାଟୁ ଇଗଲ କ୍ରିକେଟ କ୍ଳବ ପକ୍ଷରୁ ସ୍ଥାନୀୟ ପୈରାଞ୍ଚଳ ମିନି ଷ୍ଟାଡିୟମରେ ଆୟୋଜିତ ମଛେନ୍ଦ୍ର ସ୍ମାରକୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ୩ୟ କ୍ୱାର୍ଟର ଫାଇନାଲ ମ୍ୟାଚ ରବିବାର ଅନୁଷ୍ଠିତ ହୋଇଯାଇଛି । ରୟାଲ କ୍ରିକେଟ କ୍ଳବ, ହିଞ୍ଜିଳିକାଟୁ ଓ ପାନାସୋନିକ କ୍ରିକେଟ କ୍ଳବ, ଆସିକା ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଟସ୍ ଜିତି ଆସିକା ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୪ଟି ଓ୍ବିକେଟ ହରାଇ ୨୨୪ ରନ୍ ସଂଗ୍ରହ କରିଥିଲେ । ଦଳ ପକ୍ଷରୁ ଆଦିତ୍ୟ ରେଡ୍ଡୀ ଧୁଆଁଧାର ୮୫ ରନ୍ ଓ ଦୀପକ ସ୍ବାଇଁ ୪୫ ରନ୍ ସଂଗ୍ରହ କରିଥିଲେ ।‌ ଜବାବରେ ବିପକ୍ଷ ହିଞ୍ଜିଳିକାଟୁ ଦଳ ନିର୍ଦ୍ଧାରିତ ଓଭରରେ ୬ଟି ଓ୍ବିକେଟ ହରାଇ ୨୦୧ ରନ୍ ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲେ ।

ଫଳରେ ଆସିକା ଦଳ ୨୩ ରନରେ ବିଜୟ ଲାଭ କରିଥିଲା । ଆସିକା ଦଳର ଆଦିତ୍ୟ ସର୍ବାଧିକ ରନ୍ ସଂଗ୍ରହ କରିଥିବାରୁ ତାଙ୍କୁ ମ୍ୟାଚ୍ ଅଫ୍ ଦି ମ୍ୟାଚ୍ ଭାବେ ପୁରସ୍କୃତ କରାଯାଇଥିଲା । ଅତିଥି ଭାବେ ସମାଜସେବୀ ବୁଢା ବେହେରା ଯୋଗଦେଇ ଶ୍ରେଷ୍ଠ ଖେଳାଳୀଙ୍କୁ ପୁରସ୍କୃତ କରିଥିଲେ ।‌ଆମ୍ପାୟର ଭାବେ ପ୍ରଶାନ୍ତ ପ୍ରଧାନ ଓ ଜିତୁ ଦାସ ଦାୟିତ୍ଵ ନିର୍ବାହ କରିଥିଲେ । କାହ୍ନା ସାବତ ସ୍କୋରର ଥିବା ବେଳେ ସୁମନ ସାହୁ ଧାରା ବିବରଣୀ ପ୍ରଦାନ କରିଥିଲେ । ଛିନିକି ପାତ୍ର, ଵୁଢା ପାଢି, ଶ୍ରୀତମ ପ୍ରଧାନ, ଉମା ମହାରଣା, ସୁରଜ ସୁବୁଦ୍ଧି, ଚନ୍ଦନ ସାବତ, ସୁନିଲ ପାଠି, ଟିକୁ ମହାରଣାଙ୍କ ସମେତ ଇଗଲ କ୍ରିକେଟ କ୍ଳବର ସଦସ୍ୟ ମାନେ ଖେଳ ପରିଚାଳନାରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

July 26, 2026
Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
Navi Mumbai’s Kharghar Temple Hosts Bahuda Yatra

Navi Mumbai’s Kharghar Temple Hosts Bahuda Yatra

July 25, 2026
ରାୟପୁର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ସମ୍ପନ୍ନ

Raipur’s Jagannath Temple Hosts Bahuda Yatra

July 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

ଓଏସିସ ଫର୍ଟିଲିଟି ପକ୍ଷରୁ ଭୁବନେଶ୍ୱରରେ “ଜନନୀ ଡାଏଲଗ୍‌ସ’ ଆୟୋଜିତ, ଭାରତର ପ୍ରଜନନ ସ୍ୱାସ୍ଥ୍ୟସେବା ପରିବେଶକୁ ସୁଦୃଢ଼ କରିବା ପାଇଁ “ଓଏସିସ ଏକାଡେମୀ’ ଘୋଷଣା

July 26, 2026
Navi Mumbai’s Kharghar Temple Hosts Bahuda Yatra

ନଭିମୁମ୍ବାଇର ଖାରଘରଠାରେ ବାହୁଡା଼ ଯାତ୍ରାର ଆୟୋଜନ

July 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version