• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିକଶିତ ଗାଁ ଓ ବିକଶିତ ଓଡିଶା, ସ୍ବତନ୍ତ ଗ୍ରାମସଭା

Proprietor Abhimanyu Maharana by Proprietor Abhimanyu Maharana
February 13, 2025
in ଓଡ଼ିଶା, ଗଜପତି, ହୋମ୍
0
ବିକଶିତ ଗାଁ ଓ ବିକଶିତ ଓଡିଶା, ସ୍ବତନ୍ତ ଗ୍ରାମସଭା
Share on FacebookShare on TwitterWhatsapp

୧୨ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି  :-  ଆର,ଉଦୟଗିରି ବ୍ଳକର ଛେଳାଗଡ ଗ୍ରାମ ପଞ୍ଚାୟତ ପ୍ରାଙ୍ଗଣରେ ବିକଶିତ ଗାଁ ଓ ବିକଳତ ଓଡିଶା ଉପଲକ୍ଷେ ଏକ ସ୍ବତନ୍ତ ଗ୍ରାମସଭା ଅନୁଷ୍ଠିତ କରାଯାଉ ଥିଲା । ସରପଞ୍ଚ ଶ୍ରୀ ଡାଳିମ୍ବ ଗମାଙ୍ଗଙ୍କ ଅଧ୍ୟକ୍ଷତାରେ ଗ୍ରାମ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା । ଏହି ଗ୍ରାମ ସଭାରେ ଶ୍ରୀ ଶଶାଙ୍କ ଶେଖର ସୁବୁଦ୍ଧି ପିଇଓ ,

ସମିତିସଭ୍ୟା ଶିବାନି ବେହେରଦଲାଇ, ବ୍ଳକ କୋଡିନେଟର ଶ୍ରୀ କାହ୍ନୁ ଚରଣ ମାଝି, ସମାଜ ସେବୀ ଜଗବନ୍ଧୁ ଦାସ, ଶ୍ରୀମତୀ ସୋଫିଆ ସ୍ବାଇଁ ସଂଯୋଜକ ଉନ୍ନତ୍ତି ପ୍ରଜେକ୍ଟ BBSR ଉପସ୍ଥିତ ରହି ବିକଶିତ ଗାଁ ଓ ବିକଳତ ଓଡିଶା ଉପଲକ୍ଷେ ୫ ବଷିଆ ବାଷିକ କାର୍ଯ୍ୟର ଖସଡା ପ୍ରସ୍ତୁତି ସମନ୍ଧରେ ସର୍ବ ସାଧାରଣକୁ ଅବଗତ କରାଇଥିଲେ ।

ନିର୍ବାହୀ ଅଧିକାରୀ ବିକଶିତ ଗାଁ ଓ ବିକଳତ ଓଡିଶା ଏହି ନୂତନ ଯୋଜନାର ମାର୍ଗ ଦର୍ଶିକା ପ୍ରକାରେ ଗ୍ରାମଞ୍ଚଳର ଉନ୍ନତ୍ତି ନିମନ୍ତେ କିପରି ବିକାଶ ମୂଳକ କାର୍ଯ୍ୟ ହେବ ଆଲୋକ ପାତ କରିଥିଲେ ଏବଂ ସର୍ବ ସାଧାରଣକୁ ମାର୍ଗ ଦର୍ଶନ କରାଇଥିଲେ । ADEO ଏବଂ ଯୋଗାଣ ସହାୟକ ରେସନ କାର୍ଡ ସମନ୍ଧରେ ସମସ୍ତକୁ ଅବଗତ କରାଇଥିଲେ ।

ମେଡିକଲ ବିଭାଗ, କୃଷି ବିଭାଗ ଓ ଶିକ୍ଷା ବିଭାଗର କ୍ଷେତ୍ର କର୍ମଚାରୀମାନେ ଉପସ୍ଥିତ ରହି ନି ନିଜ ବିଭାଗର କାର୍ଯ୍ୟକ୍ରମ ସମନ୍ଧରେ ସମସ୍ତକୁ ଅବଗତ କରାଇଥିଲେ । ସର୍ବଶେଷରେ ନିର୍ବାହୀ ଅଧିକାରୀ ସମସ୍ତକୁ ଧନ୍ୟବାଦ ଦେଇ ସଭା ସାଙ୍ଗ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

June 20, 2026
ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

June 20, 2026
Pattamundai celebrates 80th Birthday of Baraha Samal

ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ 

June 20, 2026
Pattamundai celebrates 80th Birthday of Baraha Samal

Pattamundai celebrates 80th Birthday of Baraha Samal

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

June 20, 2026
ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version