• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ଆଇଟିଆଇ ଷ୍ଟାଫ୍ ଆସୋସିଏସନର ବାର୍ଷିକ ସାଧାରଣ ପରିଷଦ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
February 13, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଓଡିଶା ଆଇଟିଆଇ ଷ୍ଟାଫ୍ ଆସୋସିଏସନର ବାର୍ଷିକ ସାଧାରଣ ପରିଷଦ ବୈଠକ
Share on FacebookShare on TwitterWhatsapp

୧୩ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :->  ଓଡିଶା ଆଇଟିଆଇ ଷ୍ଟାଫ୍ ଆସୋସିଏସନର ବାର୍ଷିକ ସାଧାରଣ ପରିଷଦ ବୈଠକ ଏବଂ ସେମିନାରରେ ମାନ୍ୟବର ମନ୍ତ୍ରୀ ବୈଶୟିକ ଶିକ୍ଷା ଓ ତାଲିମ ବିଭାଗର ଯୋଗ ଦେଇ ଉଛବକୁ ଉଦଘାଟନ କରିଥିଲେ। ସମ୍ମାନନୀୟ ଅତିଥି ଭାବେ ମାନ୍ୟବର ଭଟଲି ବିଧାୟକ ଶ୍ରୀ ଇରାସିସ୍ ଆଚାର୍ଯ୍ୟ, ସଂଗଠନର ମୁଖ୍ୟ ଉପଦେଷ୍ଟା ପ୍ରଭାତ ମହାନ୍ତି, ଅତିରିକ୍ତ ସଚିବ ସୁକାନ୍ତ ପ୍ରଧାନ , ସଂଗଠନର ସଭାପତି କାନ୍ତି ରଞ୍ଜନ ସାହୁ ଓ ସମ୍ପାଦକ ବିଜୟ ମଲ୍ଲ ଯୋଗ ଦେଇ ଆଇଟିଆଇର ଅବଦାନ ସମ୍ପର୍କରେ ଆଲୋକ ପାତ କରିଥିଲେ ବିକଶିତ ଓଡିଶା ଗଠନରେ ଆଇଟିଆଇର ଯୋଗଦାନ ସମ୍ପର୍କରେ ଆଲୋଚନା କରିଥିଲେ।

ଏହି ପରିକଳ୍ପନାକୁ ନେଇ ରୋଡମ୍ୟାପ ପ୍ରସ୍ତୁତ କରି ଆମ ସରକାର ମାନ୍ୟବର ଲୋକ ପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ବୈଷୟିକ ଶିକ୍ଷା କ୍ଷେତ୍ରରେ ଆଇଟିଆଇ ସ୍ତରରୁ ଛାତ୍ରଛାତ୍ରୀ ମାନଙ୍କୁ ବିଶେଷ ପ୍ରାଧାନ୍ୟ ଦେବା ସହ ସେମାନଙ୍କ ପାଇଁ ଗୁଣାତ୍ମକ ଶିକ୍ଷା ଉପଲବ୍ଧ କରାଇବା ଉଦ୍ଦେଶ୍ୟରେ ଆଇଟିଆଇ ଶିକ୍ଷା ଭିତ୍ତିଭୂମିକୁ ମଧ୍ୟ ସୁଦୃଢ କରୁଛୁ । ‘ଇଣ୍ଡଷ୍ଟ୍ରି ୪.୦’ ଯୁଗର ଆହ୍ୱାନ ଓ ଆବଶ୍ୟକତାକୁ ଲକ୍ଷ୍ୟ କରି ଏବଂ ଆଜିର ପ୍ରତିଯୋଗିତାମୂଳକ ବଜାରରେ ନିଯୁକ୍ତି ପାଇଁ ପ୍ରସ୍ତୁତ କରିବା ଲାଗି ଆଇଟିଆଇ ଗୁଡିକରେ ପ୍ରେସିସନ୍ ଇଞ୍ଜିନିଅରିଂ,

ଭର୍ଟିକାଲ୍ ଟ୍ରାନ୍ସପୋର୍ଟେସନ, ଆର୍ଟିଫିସିଆଲ ଇଂଟେଲିଜେନ୍ସ, ମେକାଟ୍ରୋନିକ୍ସ, ରୋବୋଟିକ୍ସ, ଥ୍ରିଡୀ ପ୍ରିଟିଙ୍ଗ, ଡ୍ରୋନ୍ ଟେକ୍ନୋଲୋଜି, ଟେଲି ମେଡିସିନ ଭଳି ଯୁଗୋପଯୋଗୀ ପାଠ୍ୟକ୍ରମ ଗୁଡିକୁ ସାମିଲ କରାଯିବା ପାଇଁ ମନ୍ତ୍ରୀ ତାଙ୍କ ଅଭିଭାଷଣ ରଖିଛନ୍ତି l ଇରାସିସ ଆଚାର୍ଯ୍ୟ ପ୍ରଧାନ ମନ୍ତ୍ରୀ ଓ ମୁଖ୍ୟ ମନ୍ତ୍ରୀ ନେତୃତ୍ୟୁ ରେ ଓଡ଼ିଶାରେ ପ୍ରଯୁଜ୍ୟ ଖଣିଜ ସମ୍ପଦରେ ଭରପୁର ଓଡ଼ିଶା ଆସନ୍ତା ଦିନରେ ଶିଳ୍ପ ବୃଦ୍ଧି ହେବ ସହିତ ଯୁବକ ଯୁବତୀ ମାନେ କିଭଳି ନିଯୁକ୍ତି ପାଇବେ ଏଥିପାଇଁ ଉତ୍କର୍ଷ ଓଡ଼ିଶା ମାଧ୍ୟମରେ ବିଭିନ୍ନ କଳକାରଖାନା ନିଯୁକ୍ତି ପାଇ ପାରିବେ।

ଏହାଛଡା, ନବୀକରଣ ଶକ୍ତି, ସୌର ଶକ୍ତି, ଅକ୍ଷୟ ଶକ୍ତି, ନିର୍ମଳ ଶକ୍ତି ଏବଂ ବୈଦ୍ୟୁତିକ ଯାନ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରୁଛି, ତାହାକୁ ଲକ୍ଷ୍ୟ କରି ଆଇଟିଆଇରେ ଏହା ସହ ଯୋଡି ହୋଇଥିବା ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି l ଆଇଟିଆଇ ଛାତ୍ରଛାତ୍ରୀଙ୍କୁ ନିରବିଛିନ୍ନ ସେବା ଯୋଗାଇବା ସହ ବିଭାଗ ଗୁଡିକ ମଧ୍ୟରେ ତଥ୍ୟ ବିନିମୟକୁ ସହଜ କରିବା ପାଇଁ ‘ୱାନ୍-ଷ୍ଟପ୍ ସୂଚନା କେନ୍ଦ୍ର’ ଭାବେ ଏକ ସମନ୍ୱିତ ୱେବସାଇଟ୍ ପ୍ରସ୍ତୁତ କରିଛୁ l

୨୦୨୦ ରେ ଭାରତର ଶ୍ରେଷ୍ଠ 100 ତାଲିକାରେ ଓଡ଼ିଶାର 11ଟି ଆଇଟିଆଇ ସ୍ଥାନ ପାଇଥିବା ବେଳେ, ୨୦୨୪ ରେ ୧୪୯୯୯ ବିଦ୍ୟମାନ ITI ଗ୍ରେଡିଂ ପାଇଁ ଡାଟା ଡ୍ରିଭେନ୍ ଗ୍ରେଡିଂ ପଦ୍ଧତି (ଡିଡିଜିଏମ) ରେ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ବଡ଼ବିଲ ୯.୬ ସ୍କୋର୍‌ ପାଇ ଶ୍ରେଷ୍ଠ ଆଇଟିଆଇ ରେ ସ୍ଥାନ ପାଇଛି, ସେହିପରି ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ରାଉରକେଲା ୯.୪ ସ୍କୋର୍‌ ପାଇ ଶ୍ରେଷ୍ଠ ୫ ଟି ଆଇଟିଆଇ ତାଲିକାରେ ରେ ସ୍ଥାନ ପାଇଛି, ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩ ରେ ରବିନାରାୟଣ ସାହୁ ଓ ସୁନୀତା ସିଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ଵାରା ପୁରସ୍କୃତ ହୋଇଛନ୍ତି ସଂଗଠନ ତରଫରୁ ସ୍କିଲ ଇଉନିଭର୍ସିଟ, ସ୍କିଲ୍ ମ୍ୟୁଜିୟମ , ସଂଗଠନର ଗୃହ ପାଇଁ ପ୍ରସ୍ତାବ ମାନ୍ୟବର ମନ୍ତ୍ରୀ ଙ୍କ ଉପସ୍ଥିତିରେ ପ୍ରସ୍ତାବ ରଖାଗଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version