୧୩ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ ଜିଲ୍ଲା :- ମୁଖ୍ୟ ଚିକିତ୍ସାଳୟ ମଧ୍ୟରେ ଗୁରୁତର ଟ୍ରାଫିକ ସମସ୍ୟା ପ୍ରତ୍ୟହ ଅନୁଭୂତ ହେଉଛି ଲ ଡାକ୍ତରଖାନା ପରିସରରେ ବଡବଡ଼ ଅଟ୍ଟାଳିକା, ଷ୍ଟାଫ କ୍ୱାର୍ଟର ନିର୍ମାଣ ହେବା ପରେ ପବ୍ଲିକ ପାର୍କିଂ, ୧୦୮ ଆମ୍ବୁଲାନ୍ସ, ଘରୋଇ ଆମ୍ବୁଲାନ୍ସ ପାର୍କିଂ ଏପରିକି ହସ୍ପିଟାଲ ଷ୍ଟାଫ ମାନଙ୍କ ଗାଡି ପାର୍କିଂ ପାଇଁ ଧ୍ୟାନ ଦିଆଯାଉ ନାହିଁ ଯାହାଫଳରେ ଜବରଦସ୍ତ ପାର୍କିଂ ସମସ୍ୟା ସମାଧାନ ପାଇଁ ଏବେ ଡାକ୍ତରଖାନା ପରିସରରେ ଥିବା ପୁରୁଣା ସର୍ଜରୀ ୱାର୍ଡ ଭଙ୍ଗା ଯାଉଥିବା ଉଦ୍ଧିଷ୍ଟ ସ୍ଥାନକୁ ପବ୍ଲିକ ପାର୍କିଂ ସ୍ଥଳ ଭାବେ ବ୍ୟବହାର କରିବା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ,















