• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ ଜିଲ୍ଲା ଚାଷୀଙ୍କ ପାଇଁ ଖୁସି ଖବର , ଆଉ ପାଦେ ଆଗେଇଲା ବୃତ୍ତଙ୍ଗ ପ୍ରକଳ୍ପ ଜଙ୍ଗଲ ପରେ ମିଳିଲା ପରିବେଶ ମଞ୍ଜୁରି

Proprietor Abhimanyu Maharana by Proprietor Abhimanyu Maharana
February 14, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ ଜିଲ୍ଲା ଚାଷୀଙ୍କ ପାଇଁ ଖୁସି ଖବର , ଆଉ ପାଦେ ଆଗେଇଲା ବୃତ୍ତଙ୍ଗ ପ୍ରକଳ୍ପ  ଜଙ୍ଗଲ ପରେ ମିଳିଲା ପରିବେଶ ମଞ୍ଜୁରି
Share on FacebookShare on TwitterWhatsapp

୧୩ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ )  ଦଶପଲ୍ଲା :- ନୟାଗଡ଼ ଜିଲ୍ଲାର ଚାଷୀ ଭାଇ ଓ ଜିଲ୍ଲାବାସୀକଂ ପାଇଁ ଖୁସି ଖବର । ଆଉ ପାଦେ ଆଗକୁ ବଢ଼ିଛି ନୟାଗଡ଼ ଜିଲ୍ଲାବାସୀଙ୍କ ବହୁ ପ୍ରତୀକ୍ଷିତ ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାର୍ଯ୍ୟ । ଗତ ଜୁଲାଇ ମାସରେ ଜଙ୍ଗଲ ମଞ୍ଜୁରି ଉପରେ ମୋହର ବାଜିଥିବା ବେଳେ ଗତକାଲି ପରିବେଶ ମଞ୍ଜୁରିକୁ ମିଳିଛି ଅନୁମୋଦନା ଯାହାକି ଏହି ପ୍ରକଳ୍ପ ପାଇଁ ପଥ ପରିଷ୍କାର ହୋଇଛି । ବୃତ୍ତଙ୍ଗ ପ୍ରକଳ୍ପ ଦ୍ବାରା ନୟାଗଡ଼ ଜିଲ୍ଲାର ଦଶପଲ୍ଲା, ଖଣ୍ଡପଡ଼ା, ନୂଆଗାଁ, ଓଡ଼ଗାଁ ବ୍ଲକ୍‌ର ୨୩ ହଜାର ୩ ଶହ ହେକ୍ଟର ଜମି ଜଳସେଚିତ ହେବା ସହ ପାନୀୟ ଜଳର ମଧ୍ୟ ସୁବନ୍ଦୋବସ୍ତ ହେବା ଗତ ଜୁଲାଇ ମାସରେ କେନ୍ଦ୍ର ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ମନ୍ତ୍ରଣାଳୟ ପକ୍ଷରୁ ଏହାର ଦ୍ଵିତୀୟ ପର୍ଯ୍ୟାୟ ଜଙ୍ଗଲ ମଞ୍ଜୁରି ମିଳିଥିଲା ।

ପତ୍ରସଂଖ୍ୟା ୨୭୬/ଡବୁଇ ଅନୁଯାୟୀ ଗତକାଲି ଏହାର ଦ୍ବିତୀୟ ପର୍ଯ୍ୟାୟ ପରିବେଶ ମଞ୍ଜୁରି ମିଳିଛି।ଟାକରା ପଞ୍ଚାୟତର ମଞ୍ଜୁରୀ ନିକଟରେ ଥିବା ମାଈ ଓ ତାବଲଦେଈ ପାହାଡ଼କୁ ସଂଯୋଗ କରି ଏହି ପ୍ରକଳ୍ପ ନିର୍ମାଣ କରାଯିବ। ସମୁଦାୟ ୩ ହଜାର ୫ଶହ ୫୨ ହେକ୍ଟର ପରିମିତ ସ୍ଥାନ ମଧ୍ୟରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପ ମଧ୍ୟରେ ୧୫୨୪.୧୭ହେକ୍ଟର୍ ଜଙ୍ଗଲ ଜମି, ୭୯୦. ୮୮ ହେକ୍ଟର୍‌ ସରକାରୀ ଜମି ଓ ୧୨୩୭.୦୧ ହେକ୍ଟର୍ ବେସରକାରୀ ଜମି ରହିଛି । ଏଥିପାଇଁ ୨୧୨୧.୪୧ ହେକ୍ଟର ଜମି ଜଳପ୍ଲାବିତ ହେବ ଗତ ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ପ୍ରାଥମିକ ପର୍ଯ୍ୟାୟରେ ୧୭୦୦ କୋଟି ଟଙ୍କା ମଞ୍ଜୁର କରିଥିଲେ ।

ଫଳରେ ପ୍ରାଥମିକ ପର୍ଯ୍ୟାୟରେ ମଞ୍ଜୁରୀକୁ ସାଢ଼େ ୩ କୋଟି ଟଙ୍କା ବ୍ୟୟରେ ରାସ୍ତା ନିର୍ମାଣ ସହ ଦଶପଲ୍ଲା ଜଳସମ୍ପଦ କାର୍ଯ୍ୟାଳୟ ପରିସରରେ ୩ କୋଟିରୁ ଉର୍ଦ୍ଧ ଟଙ୍କା ବ୍ୟୟରେ ବୃତ୍ତଙ୍ଗ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ନିର୍ମାଣ କରାଯାଉଛି । ଅନ୍ୟପାର୍ଶ୍ବରେ ଜଙ୍ଗଲ କ୍ଷୟର ଭରଣା ବା ନୂତନ ବନୀକରଣ, ହାତୀ କରିଡର୍‌ ପାଇଁ ପ୍ରଥମ ପର୍ଯ୍ୟାୟରେ ଜଳସମ୍ପଦ ବିଭାଗ ୭୫ କୋଟି ୮୫ ଲକ୍ଷ ୨୯ ହଜାର ୩୧୪ ଟଙ୍କା ଏବଂ ଦ୍ଵିତୀୟ ପର୍ଯ୍ୟାୟରେ ୮୦ କୋଟି ୨୯ ଲକ୍ଷ ୭୨ ହଜାର ୫ଶହ ଟଙ୍କା ବନବିଭାଗ ନିକଟରେ ଦାଖଲ କରିଛି । ପ୍ରସ୍ତାବିତ ବୁଡ଼ି ଅଞ୍ଚଳ ମଧ୍ୟରୁ ଗଛ କାଟିବା ପାଇଁ ବନ ବିଭାଗକୁ ଚିଠି କରାଯାଇଥିବା ବୃତ୍ତଙ୍ଗ ନିର୍ବାହୀ ଯନ୍ତ୍ରୀ ପ୍ରକାଶ କୁମାର ପ୍ରଧାନ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

May 8, 2026
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

ଅଶୋକ ନଗର ଉଠାଦୋକାନୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ମାନବିକ ଅଧିକାର କମିଶନଙ୍କୁ ଦାବିପତ୍ର ପ୍ରଦାନ

May 8, 2026
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version