• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଛତିଶଗଡ଼ ଓ ପଶ୍ଚିମବଙ୍ଗ କୁ ବଡ଼ ଧରଣର ଗଞ୍ଜେଇ ଚାଲାଣ ଯୋଜନା ଭଣ୍ଡୁର : ୧୧୭ କେଜି ଗଞ୍ଜେଇ ଜବତ – ଜଣେ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
February 14, 2025
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ଛତିଶଗଡ଼ ଓ ପଶ୍ଚିମବଙ୍ଗ କୁ ବଡ଼ ଧରଣର ଗଞ୍ଜେଇ ଚାଲାଣ ଯୋଜନା ଭଣ୍ଡୁର : ୧୧୭ କେଜି ଗଞ୍ଜେଇ ଜବତ – ଜଣେ ଗିରଫ
Share on FacebookShare on TwitterWhatsapp

୧୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ପୁଲିସକୁ ମିଳିଛି ଏକ ବଡ଼ ସଫଳତା l ବାଲିଗୁଡା ବ୍ଲକ ପରମପାଙ୍ଗା ପଞ୍ଚାୟତରେ ବାଲିଗୁଡା ଥାନା ଏସଆଇ ପ୍ରମୋଦ କୁମାର ଜେନା ଙ୍କ ସହ ପୁଲିସ ସଦଳବଳ ପାଟ୍ରୋଲିଂ କରୁଥିବା ବେଳେ ଛତିଶଗଡ଼ ଓ ପଶ୍ଚିମବଙ୍ଗ ରାଜ୍ୟକୁ ବଡ଼ ଧରଣର ଗଞ୍ଜେଇ ଚାଲାଣ ହେଉଥିବା ଯୋଜନା କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ପରମପାଙ୍ଗା ପଞ୍ଚାୟତର କିଲୁପଡା ଗ୍ରାମରେ ପୁଲିସ ଅଚାନକ ପହଞ୍ଚି ଗଞ୍ଜେଇ ଚାଲାଣକୁ ଭଣ୍ଡୁର କରିପାରିଥିବା ବିଷୟ ବାଲିଗୁଡା ଏସଡିପିଓ ରାମେନ୍ଦ୍ର ପ୍ରସାଦ ଶୁକ୍ରବାର ଅପରାହ୍ନରେ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି ।

ଘଟଣାରୁ ପ୍ରକାଶ ଯେ, କିଲୁପଡା ଗ୍ରାମର ପୂଜୁରା ଦିଗାଲ ଓ ପାଉଲ ଦିଗାଲ ଙ୍କ ବାଡ଼ି ପଛ ପାଖ ଜଙ୍ଗଲରେ ୬ ଟି ବସ୍ତାରେ ୧୧୭ କେଜି ଗଞ୍ଜେଇ ସହ ପେକିଙ୍ଗ କରିବା ପାଇଁ ନିକଟରେ ଥିବା କିଛି ପଲିଥିନ ଓ ଅନ୍ୟାନ୍ୟ ସାମଗ୍ରୀ ପେକିଙ୍ଗ କରୁଥିବା ସମୟରେ ଜବତ ହୋଇଛି l ଜବତ ଗଞ୍ଜେଇ ର ଆନୁମାନିକ ମୂଲ୍ୟ ତିନି ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି l ଘଟଣା ସ୍ଥଳରେ ଗଞ୍ଜେଇ ପେକିଙ୍ଗ କରୁଥିବା ପୂଜୁରା ଦିଗାଲଙ୍କୁ ପୋଲିସ କେଶ ନଂ. ୫୦/୨୫ ପ୍ରକାରେ ଗିରଫ କରିଥିବା ବେଳେ ପାଉଲ ଦିଗାଲ ଘଟଣା ସ୍ଥଳରୁ ଫେରାର ହୋଇଥିବା ଜଣାପଡିଛି l

ଏହି ଖବର ପାଇ ବାଲିଗୁଡା ଥାନା ଅଧିକାରୀ ସମ୍ବିତ ସ୍ୱାଇଁ ଓ ତୁମୁଡିବନ୍ଧ ଥାନା ଅଧିକାରୀ ଆଶୁତୋଷ ସାହୁ ଏସଆଇ ପ୍ରମୋଦ କୁମାର ଜେନାଙ୍କ ସହ ଏକ ଟିମ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରୀ ରଖିଥିଲେ l ତଦନ୍ତ ବେଳେ ଛତିଶଗଡ଼ ଓ ପଶ୍ଚିମ ବଙ୍ଗ ରାଜ୍ୟରୁ କିଛି ଗାଡି ଗଞ୍ଜେଇ ନେବା ପାଇଁ ଆସି ଅଜଣା ସ୍ଥାନରେ ରହିଥିଲେ ବୋଲି ଜଣାପଡିଥିବା ବିଷୟ ଶୁଣିବାକୁ ପାଇଥିଲେ l ଏହି ଗଞ୍ଜେଇ ଚାଲାଣ ଘଟଣାରେ ଆଉ କେଉଁ କେଉଁ ବ୍ୟକ୍ତି ସଂଶ୍ଲିଷ୍ଟ ଅଛନ୍ତି, ସେ ନେଇ ପୁଲିସ ଅଧିକ ତଦନ୍ତ ଅବ୍ୟାହତ ରଖିବା ସହ ବେଆଇନ ଗଞ୍ଜେଇ ଚାଷ କରିବା ଅପରାଧ,

ଚାଷ କରୁଥିବା ବ୍ୟକ୍ତି ଓ ବିକ୍ରି ପାଇଁ ଚାଲାଣ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ l ଏଣୁ ଏଥିରେ ନିଜର କ୍ଷତି ହେବ ସହ ପରିବାର ଲୋକଙ୍କ ମଧ୍ୟ କ୍ଷତି ଘଟୁଛି । ଏଣୁ ଏଥିରୁ ନିବୃତ ରହି ସରକାରଙ୍କ ତରଫରୁ ପ୍ରୋତ୍ସାହନ ଜରିଆରେ କନ୍ଧମାଳ ଜିଲ୍ଲାରେ ଷ୍ଟ୍ରବେରୀ ଚାଷ କରିବା ପାଇଁ ଚାଷୀଙ୍କୁ କୁହାଯାଉଛି, ଏହା ଦ୍ଵାରା ଚାଷୀ ମାନେ ଅଧିକ ଲାଭବାନ ହେଉଛନ୍ତି ଏଣୁ ସମସ୍ତେ ଗଞ୍ଜେଇ ଚାଷ ଛାଡି ଷ୍ଟ୍ରବେରି ଚାଷ ପାଇଁ ମନ ବଳାନ୍ତୁ ବୋଲି ଏସଡିପିଓ ରାମେନ୍ଦ୍ର ପ୍ରସାଦ ମତ ପ୍ରକାଶ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version