• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପିତାମାତା ଶିକ୍ଷାର୍ଥୀ ର ପ୍ରଥମ ଶିକ୍ଷକ : ବାପାମାଆ ସର୍ବଦା ପିଲାମାନଙ୍କର ମଙ୍ଗଳ ଚିନ୍ତା କରନ୍ତି

Proprietor Abhimanyu Maharana by Proprietor Abhimanyu Maharana
February 14, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ପିତାମାତା ଶିକ୍ଷାର୍ଥୀ ର ପ୍ରଥମ ଶିକ୍ଷକ : ବାପାମାଆ ସର୍ବଦା ପିଲାମାନଙ୍କର ମଙ୍ଗଳ ଚିନ୍ତା କରନ୍ତି
Share on FacebookShare on TwitterWhatsapp

୧୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ )  ଖୋର୍ଦ୍ଧା  :- ବାପାମାଆ ସର୍ବଦା ପିଲାମାନଙ୍କର ମଙ୍ଗଳ ଚିନ୍ତା କରନ୍ତି l ସେମାନଙ୍କ ମୁଣ୍ଡ ଉପରେ ଛାତ ପରି ତାଙ୍କ ଆଶୀର୍ବାଦ ବିନା ମଣିଷ ମଣିଷ ପରି ହୋଇପାରିବ ନାହିଁ ଏହା ବିଲକୁଲ ସତ ବୋଲି ମୁଖ୍ୟଅତିଥି ସାହିତ୍ୟିକ ତଥା ପ୍ରାକ୍ତନ ଅଧ୍ୟକ୍ଷ ରଙ୍କନିଧି ବଳିଆରସିଂହ ବକ୍ତବ୍ୟ ରଖିଥିଲେ l ପୋଡ଼ାଡିହସ୍ଥିତ ଭାରତୀୟ ବିଦ୍ୟା ନିକେତନ ପରିସରରେ ପିତୃମାତୃ ପୂଜନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି l

ଉକ୍ତ ଦିବସରେ ସମ୍ପାଦକ ଶୁଭକାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଶିକ୍ଷାବିତ୍ ରଙ୍କନିଧି ବଳିଆରସିଂହ, ମୁଖ୍ୟବକ୍ତା ସାହିତ୍ୟିକ ତଥା ଶିକ୍ଷକ ଅଖିଳେଶ ମହାପାତ୍ର, କୋଷାଧ୍ୟକ୍ଷ ସୁରେନ୍ଦ୍ର କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ରହି ଭାରତୀୟ ସଂସୃତି ଓ ପରମ୍ପରାକୁ ଉଜ୍ଜୀବିତ ରଖିବା ସହିତ ପିତାମାତା ହେଉଛନ୍ତି ମାର୍ଗଦର୍ଶକ ବୋଲି କହିଥିଲେ l ପ୍ରଧାନ ଅଚାର୍ଯ୍ୟା ସୁକାନ୍ତି ନାୟକ ସ୍ଵାଗତ ଭାଷଣ ଓ ଦିବସର ତାତ୍ପର୍ଯ୍ୟ ସମ୍ବନ୍ଧରେ ଆଲୋକପାତ କରିଥିଲେ ।

ଗୁରୁମା ଜ୍ୟୋତ୍ସ୍ନାମୟୀ ଜେନା, ଗୀତାଞ୍ଜଳି ପ୍ରଧାନ, ଭାରତୀ ପ୍ରହରାଜ, ବିଷ୍ଣୁପ୍ରିୟା ତ୍ରିପାଠୀ, ସୁଜାତା ପାଣିଗ୍ରାହୀ, ସୁଜାତା ମହାନ୍ତି, ମୋନାଲିସା ପଟ୍ଟନାୟକ,ସୁଧଲତା ପାତ୍ର, ରୁପଶ୍ରୀ ବେହେରା ପ୍ରମୁଖ ଗୁରୁମାମାନେ ସହଯୋଗ କରି ପରିଚାଳନା କରିଥିବା ବେଳେ କୁନି କୁନିପିଲାମାନେ ‘ମା ମମତାମୟୀ ‘ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ସମସ୍ତ ଶିକ୍ଷାର୍ଥୀମାନେ ପିତାମାତାମାନଙ୍କୁ ପୂଜା କରିବାର ଅପୂର୍ବ ଦୃଶ୍ୟ ଅତ୍ୟନ୍ତ ହୃଦୟସ୍ପର୍ଶି ଥିଲା ।

ବାପାମାଆମାନେ ପିଲାମାନଙ୍କ କ୍ୟାରିଅର ଠାରୁ କ୍ୟାରେକ୍ଟରକୁ ଅଧିକ ଗୁରୁତ୍ଵ ଦିଅନ୍ତୁ ଏଵଂ ଆମେ ଯେପରି ସେମାନଙ୍କୁ ଗଢ଼ିବା ସେମାନେ ସେହିପରି ହେବେ ବୋଲି ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ମହାପାତ୍ର ମନ୍ତବ୍ୟ ରଖିଥିଲେ l ପରି ଶେଷରେ ଗୁରୁମା ଚିନ୍ମୟୀ ମହାପାତ୍ର ସମସ୍ତ ପିତାମାତା ଅଭିଭାବକମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

October 2, 2026
ପୌରାଞ୍ଚଳର ବିଜେଡି ନେତା ଓ କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର

ପୌରାଞ୍ଚଳର ବିଜେଡି ନେତା ଓ କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର

October 2, 2026
Government Issues Strong Warning Against Joining Russian Army : ‘Dangerous and Life-Threatening’

Government Issues Strong Warning Against Joining Russian Army : ‘Dangerous and Life-Threatening’

October 2, 2026
ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ପାଳିତ : ବରିଷ୍ଠ ନାଗରିକଙ୍କୁ ସମ୍ମାନ, ଅଭିଜ୍ଞତା ଓ ଅବଦାନକୁ ମିଳିଲା ସ୍ୱୀକୃତି

ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ପାଳିତ : ବରିଷ୍ଠ ନାଗରିକଙ୍କୁ ସମ୍ମାନ, ଅଭିଜ୍ଞତା ଓ ଅବଦାନକୁ ମିଳିଲା ସ୍ୱୀକୃତି

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

October 2, 2026
ପୌରାଞ୍ଚଳର ବିଜେଡି ନେତା ଓ କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର

ପୌରାଞ୍ଚଳର ବିଜେଡି ନେତା ଓ କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର

October 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version