• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମଞ୍ଚେଶ୍ୱର୍ : ବାଣୀବିହାର ରେଳବାଇ ଷ୍ଟେସନରେ “ସ୍ଵତନ୍ତ୍ର ଟିକେଟ୍ ଯାଞ୍ଚ ଅଭିଯାନ”

Proprietor Abhimanyu Maharana by Proprietor Abhimanyu Maharana
February 16, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ମଞ୍ଚେଶ୍ୱର୍ : ବାଣୀବିହାର ରେଳବାଇ ଷ୍ଟେସନରେ “ସ୍ଵତନ୍ତ୍ର ଟିକେଟ୍ ଯାଞ୍ଚ ଅଭିଯାନ”
Share on FacebookShare on TwitterWhatsapp

୧୫ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ )  ଖୋର୍ଦ୍ଧା-ଜଟଣୀ  :- ପ୍ରକୃତ ଟିକେଟଧାରୀ ଯାତ୍ରୀମାନଙ୍କ ପାଇଁ ଆରାମ ଦାୟକ ଯାତ୍ରା ସୁନିଶ୍ଚିତ କରିବା ଉଦ୍ଧେଶ୍ୟରେ ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ଦ୍ୱାରା ମଞ୍ଚେଶ୍ୱର୍ ଏଵଂ ବାଣୀବିହାର ରେଳବାଇ ଷ୍ଟେସନରେ ଏକ ସ୍ଵତନ୍ତ୍ର ଟିକେଟ୍ ଯାଞ୍ଚ କରଯାଇଥିଲା । ଏହି ସ୍ଵତନ୍ତ୍ର ଟିକେଟ୍ ଯାଞ୍ଚ ଅଭିଯାନ ଶ୍ରୀ ଅନୀଲ କୁମାର ଏସ୍ ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳର ବରିଷ୍ଠ ମଣ୍ଡଳ ବାଣିଜ୍ୟି ପ୍ରବନ୍ଧକଙ୍କ ଆଦେଶ ଅନୁସାର ବାଣିଜ୍ୟି ଅଫିସର, ଟିକେଟ୍ ଯାଞ୍ଚ କର୍ମଚାରୀ ଏବଂ ରେଳ ସୁରକ୍ଷା ବଳଙ୍କୁ ନେଇ ଗଠିତ ଏକ ଟିମ୍ ଦ୍ୱାରା କରଯାଇଛି ।

ଉପରୋକ୍ତ ଟିକେଟ୍ ଯାଞ୍ଚ ଅଭିଯାନ ସମୟରେ ୧୩୩ ଟି ବିନା ଟିକେଟ୍ ଯାତ୍ରୀ ଚିହ୍ନଟ ହେଇଥିଲେ ଏବଂ ଏହି ଯାତ୍ରୀ ମାନଙ୍କଠାରୁ ଭଡା ସହିତ ଜରିମାନା ଆକାରରେ ୩୮.୫୧୫ ଟଙ୍କା ସଂଗ୍ରହ କରାଯାଇଥିଲା । ଏହି ଅଚାନକ ଟିକେଟ୍ ଯାଞ୍ଚ ଅଭିଯାନ ଯୋଗୁଁ, ମଞ୍ଚେଶ୍ୱର୍ ଏଵଂ ବାଣୀବିହାର ଷ୍ଟେସନ ଗୁଡ଼ିକରେ କାଉଣ୍ଟରସ୍ ଟିକେଟ୍ ବିକ୍ରି ସାଧାରଣ ଦିନ ତୁଳନାରେ, ଯଥେଷ୍ଟ ବୃଦ୍ଧି ପାଇଛି । ଖୋର୍ଦ୍ଧାରୋଡ଼ ରେଳମଣ୍ଡଳ ଦ୍ୱାରା ଆଗାମୀ ଦିନରେ ମଧ୍ୟ ବିଭିନ୍ନ ରେଳ ଷ୍ଟେସନରେ ଏହି ପ୍ରକାରର ଟିକେଟ୍ ଯାଞ୍ଚ ଅଭିଯାନ କରିବା ପାଇଁ ଯୋଜନା କରଯାଇଛି ।

ଏହି ପଦକ୍ଷେପ ପ୍ରକୃତ ଟିକେଟଧାରୀ ଯାତ୍ରୀମାନଙ୍କ ପାଇଁ ଆରାମଦାୟକ ଯାତ୍ରା ନିଶ୍ଚିତ କରିବ । ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳର ପ୍ରତିବଦ୍ଧତାର ଏକ ଅଂଶ । ବାରମ୍ବାର ଅଚାନକ ଟିକେଟ ଯାଞ୍ଚ ସତ୍ତ୍ୱେ ଏହା ଦେଖାଯାଇଛି ଯେ,ବିନା ଟିକେଟରେ ଯାତ୍ରା କରୁଥିବା ଯାତ୍ରୀଙ୍କ ସଂଖ୍ୟା ଏବେ ବି ଅଧିକ ଅଛି ତେଣୁ,ଯାତ୍ରା ସମୟରେ କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ନହେବା ପାଇଁ,ଉପଯୁକ୍ତ ଟିକେଟ୍ ପ୍ରାଧିକରଣ ସହିତ ଟ୍ରେନରେ ଯାତ୍ରା କରିବାପାଇଁ, ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳର ବରିଷ୍ଠ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ,ଶ୍ରୀ ଅନୀଲ କୁମାର ଏସ୍. ଯାତ୍ରୀମାନଙ୍କୁ ନମ୍ରତାର ସହିତ ଅନୁରୋଧ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version